Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କଟକର 4 ପୋଲିସ୍‌ କର୍ମଚାରୀଙ୍କୁ କରୋନା
ଆଜିର ଖବର

କଟକର 4 ପୋଲିସ୍‌ କର୍ମଚାରୀଙ୍କୁ କରୋନା

August 9, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

କଟକ : କଟକ ସହରର 4 ପୋଲିସ୍‌ କର୍ମଚାରୀ କରୋନା ପଜିଟିଭ୍‌ ଚିହ୍ନଟ  ହୋଇଛନ୍ତି । ଚାରି ଆକ୍ରାନ୍ତଙ୍କ ମଧ୍ୟରେ ସଦର ଥାନାରୁଜଣେ ରହିଥିବାବେଳେ ବାଦାମବାଡି ଥାନାରୁ 2 ଜଣ, ରିଜର୍ଭ ପୋଲିସ୍‌ରୁ ଜଣେ ଚିହ୍ନଟ ହୋଇଛନ୍ତି ।ଚାରି ପୋଲିସ୍‌ କର୍ମଚାରୀଙ୍କୁ କରୋନା ନେଇ କଟକ ଡିସିପି ପ୍ରତୀକ ସିଂହଙ୍କ ସୂଚନା ଦେଇଛନ୍ତି । ସୂଚନାଯୋଗ୍ୟ, ଆଜି କଟକରୁ 177ଜଣ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି ।

କଟକ ପଜିଟିଭ୍‌
Share. Facebook Twitter LinkedIn Email WhatsApp Copy Link

Related Posts

ପୂର୍ବ ଭାରତରେ ଶିକ୍ଷା କ୍ଷେତ୍ରରେ ଉତ୍କର୍ଷତା ପାଇଁ ସମ୍ମାନିତ ହେଲା ସୋଆ

March 30, 2026

ପାକିସ୍ତାନ ମାଧ୍ୟମରେ ଟ୍ରମ୍ପଙ୍କ ପ୍ରସ୍ତାବ ପାଇଲା ଇରାନ: କଡ଼ା ଜବାବ ଦେଲା ତେହରାନ

March 30, 2026

ଆଜିର IPL ମ୍ୟାଚ୍‌ରେ ବାଧା ସୃଷ୍ଟି କରିବ କି ବର୍ଷା: ଜାଣନ୍ତୁ ପିଚ୍ ଏବଂ ପାଣିପାଗ ରିପୋର୍ଟ

March 30, 2026

ଆଜି କମିଲା ସୁନା ଓ ରୂପାର ମୂଲ୍ୟ: ଜାଣନ୍ତୁ ଗୋଟିଏ ଦିନରେ କେତେ ହ୍ରାସ?

March 30, 2026
Latest News

ପୂର୍ବ ଭାରତରେ ଶିକ୍ଷା କ୍ଷେତ୍ରରେ ଉତ୍କର୍ଷତା ପାଇଁ ସମ୍ମାନିତ ହେଲା ସୋଆ

March 30, 2026

ପାକିସ୍ତାନ ମାଧ୍ୟମରେ ଟ୍ରମ୍ପଙ୍କ ପ୍ରସ୍ତାବ ପାଇଲା ଇରାନ: କଡ଼ା ଜବାବ ଦେଲା ତେହରାନ

March 30, 2026

ଆଜିର IPL ମ୍ୟାଚ୍‌ରେ ବାଧା ସୃଷ୍ଟି କରିବ କି ବର୍ଷା: ଜାଣନ୍ତୁ ପିଚ୍ ଏବଂ ପାଣିପାଗ ରିପୋର୍ଟ

March 30, 2026

ପିତାମାତାଙ୍କ ଯତ୍ନ ନନେଲେ କଟିବ ୧୫% ଦରମା: ଏକ କଠୋର ଆଇନ ଆଣିଲା ଏହି ରାଜ୍ୟ

March 30, 2026

ଦୁଇ ବିଧାୟକଙ୍କୁ ହତ୍ୟା କରିଥିବା ଅଭିଯୁକ୍ତଙ୍କ ସମେତ ନଅ ନକ୍ସଲଙ୍କ ଆତ୍ମସମର୍ପଣ

March 30, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.