Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଅଯୋଗ୍ୟ ହିତାଧିକାରୀଙ୍କଠାରୁ କାଳିଆ ଟଙ୍କା ଫେରସ୍ତ ସ୍ଥଗିତ
ଆଜିର ଖବର

ଅଯୋଗ୍ୟ ହିତାଧିକାରୀଙ୍କଠାରୁ କାଳିଆ ଟଙ୍କା ଫେରସ୍ତ ସ୍ଥଗିତ

August 9, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ଅଯୋଗ୍ୟ ହିତାଧିକାରୀଙ୍କଠାରୁ କାଳିଆ ଟଙ୍କା ଫେରସ୍ତ ନିର୍ଦ୍ଦେଶକୁ ସ୍ଥଗିତ ରଖିଛନ୍ତି ସରକାର । ରାଜ୍ୟରେ କୋଭିଡ୍‌ ସ୍ଥିତି ଓ ଖରିଫ ଚାଷ ପାଇଁ ଏପରି ନିଷ୍ପତ୍ତି ନିଆଯାଇଛି । ଏଭଳି ସ୍ଥିତିରେ ଚାଷୀଙ୍କ ଉପରେ ଟଙ୍କା ଫେରସ୍ତ ଚାପ ନ ଦେବାକୁ ନିଷ୍ପତ୍ତି ନିଆଯାଇଛି । କୃଷି ଓ ଖାଦ୍ୟ  ପ୍ରକ୍ରିୟାକରଣ ନିର୍ଦ୍ଦେଶାଳୟ ପକ୍ଷରୁ ନିର୍ଦ୍ଦେଶନାମା ଜାରି କରାଯାଇ ସବୁ ଜିଲ୍ଲାର ମୁଖ୍ୟ କୃଷି ଅଧିକାରୀଙ୍କୁ ନିର୍ଦ୍ଦେଶାଳୟ ତରଫରୁ ଚିଠି ଜାରି କରାଯାଇଛି ।

’କାଳିଆ’ ଟଙ୍କା ପାଇଥିବା ଅଯୋଗ୍ୟ ହିତାଧିକାରୀଙ୍କଠାରୁ ଟଙ୍କା ଫେରାଇ ନେବା ପାଇଁ ନିଷ୍ପତ୍ତି ନେଇଥିଲେ ରାଜ୍ୟ ସରକାର।  ଏଥିପାଇଁ ସବୁଜିଲ୍ଲାର କୃଷି ବିଭାଗ ପକ୍ଷରୁ ବିଜ୍ଞପ୍ତି ମଧ୍ୟ ପ୍ରକାଶ ପାଇଥିଲା । ତେବେ କାଳିଆ ଟଙ୍କା ଫେରାଇବାକୁ ନେଇ ବିରୋଧୀ ସରକାରଙ୍କୁ ଟାର୍ଗେଟ୍‌ କରିବା ସହିତ ଏହି ଟଙ୍କା ଅଫିସରମାନେ ଫେରାନ୍ତୁ ବୋଲି ଯୁକ୍ତି କରିଥିଲେ ।

 

କାଳିଆ ଟଙ୍କା
Share. Facebook Twitter LinkedIn Email WhatsApp Copy Link

Related Posts

ପାରିବାରିକ ଗଣ୍ଡଗୋଳରୁ ବୋମାମାଡ଼: ଭାଇର ବୋମାରେ ଭାଇ ମୃତ, ଜଣେ ଗୁରୁତର

September 16, 2026

ସାହି ବିବାଦରୁ ରକ୍ତପାତ: ସଂଘବଦ୍ଧ ଆକ୍ରମଣରେ ବାପା ମୃତ, ପୁଅ ଗୁରୁତର

September 16, 2026

ବ୍ରିକ-ଆଇଏଲ୍‌ଏସ୍‌ ପରିଦର୍ଶନ କଲେ ଚଣ୍ଡିଗଡ଼ ଗଣଧ୍ୟାମ ପ୍ରତିନିଧି ଦଳ

September 16, 2026

UPI ପେମେଣ୍ଟରେ ଲାଗିବ ₹୫! କେଉଁଠି କେତେ ଚାର୍ଜ, ଜାଣନ୍ତୁ ପୂରା ହିସାବ

September 16, 2026
Latest News

ପାରିବାରିକ ଗଣ୍ଡଗୋଳରୁ ବୋମାମାଡ଼: ଭାଇର ବୋମାରେ ଭାଇ ମୃତ, ଜଣେ ଗୁରୁତର

September 16, 2026

ପରିବାର ସହ Bali Trip ପ୍ଲାନ୍‌ କରୁଛନ୍ତି କି? IRCTCର ଏହି ପ୍ୟାକେଜ୍‌ ଥରେ ଦେଖନ୍ତୁ

September 16, 2026

ସାହି ବିବାଦରୁ ରକ୍ତପାତ: ସଂଘବଦ୍ଧ ଆକ୍ରମଣରେ ବାପା ମୃତ, ପୁଅ ଗୁରୁତର

September 16, 2026

ଫେଷ୍ଟିଭାଲ୍‌ରେ ଲାଉଡ୍ ସାଉଣ୍ଡ! କାନ ସହ ହୃଦୟ ଉପରେ ବି ପଡ଼ିପାରେ ପ୍ରଭାବ

September 16, 2026

ବ୍ରିକ-ଆଇଏଲ୍‌ଏସ୍‌ ପରିଦର୍ଶନ କଲେ ଚଣ୍ଡିଗଡ଼ ଗଣଧ୍ୟାମ ପ୍ରତିନିଧି ଦଳ

September 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.