Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଉତ୍ତରପ୍ରଦେଶରେ ୭ଟି ଆସନ ଉପରେ ପ୍ରାର୍ଥୀ ଦେବ ନାହିଁ କଂଗ୍ରେସ, ପୂର୍ବରୁ ସପା-ବିଏସ୍‌ପି କଂଗ୍ରେସ ପାଇଁ ୨ଟି ଆସନ ଛାଡ଼ିଛନ୍ତି
ଆଜିର ଖବର

ଉତ୍ତରପ୍ରଦେଶରେ ୭ଟି ଆସନ ଉପରେ ପ୍ରାର୍ଥୀ ଦେବ ନାହିଁ କଂଗ୍ରେସ, ପୂର୍ବରୁ ସପା-ବିଏସ୍‌ପି କଂଗ୍ରେସ ପାଇଁ ୨ଟି ଆସନ ଛାଡ଼ିଛନ୍ତି

March 17, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଉତ୍ତରପ୍ରଦେଶରେ କଂଗ୍ରେସ ବହୁଜନ ସମାଜ ପାର୍ଟି ଓ ସମାଜବାଦୀ ପାର୍ଟି ଓ ଆରଏଲ୍‌ଡି ପାଇଁ ୭ଟି ସିଟ୍‌ ଛାଡ଼ିବା ନେଇ ଘୋଷଣା କରିଛି। ପୂର୍ବରୁ ସପା-ବିଏସ୍‌ପି ମେଣ୍ଟ ଉତ୍ତରପ୍ରଦେଶରେ ଦୁଇଟି ଆସନ ଛାଡ଼ିବା ପାଇଁ ନିଷ୍ପତ୍ତି ନେଇଥିଲା। ୭ଟି ଆସନରେ କଂଗ୍ରେସ ନିଜର ପ୍ରାର୍ଥୀ ପ୍ରଦାନ କରିବ ନାହିଁ ବୋଲି ପ୍ରଦେଶ ଅଧ୍ୟକ୍ଷ ରାଜ ବବର୍‌ ସୂଚନା ଦେଇଛନ୍ତି। ଏହି ୭ଟି ଆସନ ମଧ୍ୟରେ ମୌନପୁରୀ, କନୌଜ ଓ ଫିରୋଜବାଦ ଆସନ ଆଦି ରହିଛି, ଯାହା ସମାଜବାଦୀ ପାର୍ଟିର ଗଡ଼। ଏହା ବ୍ୟତୀତ ମାୟାବତୀ, ଅଜିତ୍‌ ସିଂହ ଓ ଜୟନ୍ତ ଚୌଧୁରୀଙ୍କ ବିପକ୍ଷରେ ମଧ୍ୟ ପ୍ରାର୍ଥୀ ଦିଆଯିବ ନାହିଁ ସୂଚନା ରହିଛି। ଉତ୍ତରପ୍ରଦେଶରେ କଂଗ୍ରେସ ଜନ ଅଧିକାର ପାର୍ଟି ସହ ୭ଟି ଆସନକୁ ନେଇ ବୁଝାମଣା କରିଛି ବୋଲି ପ୍ରଦେଶ ଅଧ୍ୟକ୍ଷ କହିଛନ୍ତି। ଏହି ୭ଟି ଆସନରେ ୫ଟି ଆସନରୁ ଜନ ଅଧିକାର ପାର୍ଟିର ପ୍ରାର୍ଥୀ ଦେବାକୁ ଥିବାବେଳେ ଦୁଇଟି ସିଟ୍‌ରେ କଂଗ୍ରେସ ପ୍ରାର୍ଥୀ ଦେବ।

Congress lspoll thesamikhsya up
Share. Facebook Twitter LinkedIn Email WhatsApp Copy Link

Related Posts

ଆରଜେଡିରୁ ଇସ୍ତଫା ଦେଲେ ମୃତ୍ୟୁଞ୍ଜୟ ତିୱାରୀ

July 16, 2026

ଗ୍ରାମରେ ମଦ ଭାଟିକୁ ନେଇ ଗର୍ଜିଲେ ମହିଳା: ଭାଙ୍ଗିଲେ ମଦ ଭାଟି

July 16, 2026

ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ରଥଯାତ୍ରା ଦେଖିବାକୁ ଲକ୍ଷାଧିକ ଭକ୍ତ ସମାଗମ

July 16, 2026

ରଥଯାତ୍ରାରେ ପ୍ରବଳ ଭିଡ, ଠେଲାପେଲାରେ ଜଣେ ମୃତ, ଶତାଧିକ ଅସୁସ୍ଥ

July 16, 2026
Latest News

ଗୁଣ୍ଡିଚା ମନ୍ଦିରରେ ପହଞ୍ଚି ପାରିଲେନି ତିନିଠାକୁର, ଶୁକ୍ରବାର ସକାଳେ ପୁଣି ହେବ ରଥ ଟଣା

July 16, 2026

ଆରଜେଡିରୁ ଇସ୍ତଫା ଦେଲେ ମୃତ୍ୟୁଞ୍ଜୟ ତିୱାରୀ

July 16, 2026

ଗ୍ରାମରେ ମଦ ଭାଟିକୁ ନେଇ ଗର୍ଜିଲେ ମହିଳା: ଭାଙ୍ଗିଲେ ମଦ ଭାଟି

July 16, 2026

ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ରଥଯାତ୍ରା ଦେଖିବାକୁ ଲକ୍ଷାଧିକ ଭକ୍ତ ସମାଗମ

July 16, 2026

ବାଣପୁରରେ ଆରଏସଏସ ଓ ଏବିଭିପି ପକ୍ଷରୁ ରଥଯାତ୍ରା ସେବା କାର୍ଯ୍ୟ

July 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.