Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭାଇରାଲ ଅଡ଼ିଓ ପ୍ରସଙ୍ଗ : ଦୁଇଜଣଙ୍କୁ ଗିରଫ କଲା କମିଶନରେଟ୍‌ ପୋଲିସ୍‌
ଆଜିର ଖବର

ଭାଇରାଲ ଅଡ଼ିଓ ପ୍ରସଙ୍ଗ : ଦୁଇଜଣଙ୍କୁ ଗିରଫ କଲା କମିଶନରେଟ୍‌ ପୋଲିସ୍‌

August 10, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର :  କରୋନା ଚିକିତ୍ସାରେ ଅବ୍ୟବସ୍ଥାକୁ ନେଇ ଭାଇରାଲ୍‌ ହୋଇଥିବା ଭିଡିଓ ଘଟଣାରେ ଦୁଇଜଣ ଗିରଫ ହୋଇଛନ୍ତି । ଭାଇରାଲ ଅଡ଼ିଓକୁ ନେଇ ସାରା ରାଜ୍ୟରେ ଜୋରଦାର ଚର୍ଚ୍ଚା ଜାରିରହିଛି । ଗୋଟିଏ ପଟେ ବିଏମସିର ନୋଟିସ ପ୍ରସଙ୍ଗକୁ କେତେକ ସାମ୍ବାଦିକ ଓ ରାଜନେତା ନିନ୍ଦା କରୁଥିବାବେଳେ ଅପରପକ୍ଷରେ ପୁଲିସ ଘଟଣାର ତଦନ୍ତ କରୁଛି । ତେବେ ଭାଇରାଲ ଅଡ଼ିଓ ପଛରେ ଅରଟେଲ କର୍ମଚାରୀ ଥିବା କ୍ୟାପିଟାଲ ପୁଲିସ ପକ୍ଷରୁ କୁହାଯାଇଛି । ଏହି ଘଟଣାରେ 2ଜଣଙ୍କୁ କମିଶନରେଟ୍‌ ପୋଲିସ୍‌ଙ୍କୁ ଗିରଫ କରିଛି।

ଭାଇରାଲ ଅଡ଼ିଓ ପଛରେ କାହାର ହାତ ରହିଛି ସେନେଇ ତଦନ୍ତ କରାଯାଉଥିଲା। ତଦନ୍ତ ପରେ ପୁଲିସ ଅରଟେଲର କର୍ମଚାରୀ ଲକ୍ଷ୍ମୀକାନ୍ତ ବେହେରା ଓ ତାଙ୍କ ସାଙ୍ଗ ବିଶ୍ୱଜିତ ମହାନ୍ତିଙ୍କୁ ପୁଲିସ ଗିରଫ କରିଛି। ସେମାନଙ୍କର ସ୍ୱାସ୍ଥ୍ୟ ପରୀକ୍ଷା ପରେ ସେମାନଙ୍କୁ କୋର୍ଟ ଚାଲାଣ କରାଯିବ। ସେହିପରି ବିଶ୍ୱଜିତ ଯେଉଁ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କଥା ହେଉଥିଲେ, ତାଙ୍କୁ ମଧ୍ୟ ପୁଲିସ ପଚରାଉଚରା କରିଥିବା ଜାଣିବାକୁ ମିଳିଛି । ସୂଚନାଯୋଗ୍ୟଯେ, ସୁସ୍ଥ ହେବା ପରେ ଜଣେ କରୋନା ରୋଗୀଙ୍କ ସହ ବିଶ୍ୱଜିତ କଥା ହୋଇଥିଲେ । ସଂପୃକ୍ତ ସୁସ୍ଥ ରୋଗୀ ତାଙ୍କର ଅଭିଜ୍ଞତା ବଖାଣିବା ବେଳେ କେତେକ ଭୁଲ ତଥ୍ୟ ଦେଇଥିଲେ। ଓଟିଭିର ଡିଜିଟାଲ ପ୍ଲାଟଫର୍ମରେ ଏହା ପ୍ରଚାର କରାଯିବା ପରେ ବିଏମସି ପକ୍ଷରୁ ଏତଲା ଦିଆଯାଇଥିଲା ।

ଗିରଫ
Share. Facebook Twitter LinkedIn Email WhatsApp Copy Link

Related Posts

ପୂର୍ତ୍ତ ବିଭାଗ ପ୍ରକଳ୍ପର ସମୀକ୍ଷା କଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ

April 5, 2026

ଏପ୍ରିଲ ପାଞ୍ଚ ତାରିଖରେ ଏହି ସାତୋଟି ରାଶିର ବ୍ୟକ୍ତିମାନେ ରୁହନ୍ତୁ ସାବଧାନ

April 5, 2026

ରାଜ୍ୟସ୍ତରୀୟ ପ୍ରବେଶ ଉତ୍ସବ ଓ ଖଡିଛୁଆଁ କାର୍ଯ୍ୟକ୍ରମରେ ପିଲାଙ୍କୁ ଖଡି ଛୁଆଁଇଲେ ମୁଖ୍ୟମନ୍ତ୍ରୀ

April 4, 2026

ସଡ଼କ ଦୁର୍ଘଟଣାରେ ଗୁରୁତର ଆହତ ହୋଇଥିବା ଅତିରିକ୍ତ ଡିସିପିଙ୍କ ସ୍ୱାସ୍ଥ୍ୟବସ୍ଥା ବୁଝିଲେ ଡିଜିପି

April 4, 2026
Latest News

ପୂର୍ତ୍ତ ବିଭାଗ ପ୍ରକଳ୍ପର ସମୀକ୍ଷା କଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ

April 5, 2026

ଏପ୍ରିଲ ପାଞ୍ଚ ତାରିଖରେ ଏହି ସାତୋଟି ରାଶିର ବ୍ୟକ୍ତିମାନେ ରୁହନ୍ତୁ ସାବଧାନ

April 5, 2026

ରାଜ୍ୟସ୍ତରୀୟ ପ୍ରବେଶ ଉତ୍ସବ ଓ ଖଡିଛୁଆଁ କାର୍ଯ୍ୟକ୍ରମରେ ପିଲାଙ୍କୁ ଖଡି ଛୁଆଁଇଲେ ମୁଖ୍ୟମନ୍ତ୍ରୀ

April 4, 2026

ସଡ଼କ ଦୁର୍ଘଟଣାରେ ଗୁରୁତର ଆହତ ହୋଇଥିବା ଅତିରିକ୍ତ ଡିସିପିଙ୍କ ସ୍ୱାସ୍ଥ୍ୟବସ୍ଥା ବୁଝିଲେ ଡିଜିପି

April 4, 2026

କଂଗ୍ରେସ ନେତା ଶଶି ଥରୁରଙ୍କ ଗାଡ଼ି ଉପରକୁ ଆକ୍ରମଣ: ସୁରକ୍ଷା କର୍ମୀ ଏବଂ ଡ୍ରାଇଭର ଆହତ

April 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.