Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆସନ୍ତା 12 ତାରିଖରେ ପ୍ରକାଶ ପାଇବ ଯୁକ୍ତ ଦୁଇ ବିଜ୍ଞାନ ରେଜଲ୍ଟ
ଆଜିର ଖବର

ଆସନ୍ତା 12 ତାରିଖରେ ପ୍ରକାଶ ପାଇବ ଯୁକ୍ତ ଦୁଇ ବିଜ୍ଞାନ ରେଜଲ୍ଟ

August 10, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ଆସନ୍ତା 12 ତାରିଖରେ ଯୁକ୍ତ ଦୁଇ ବିଜ୍ଞାନ ରେଜଲ୍ଟ ବାହାରିବ ବୋଲି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ସୂଚନା ଦେଇଛନ୍ତି । ମଧ୍ୟାହ୍ନ 12.30ରେ ସିଏଚ୍‌ଏସ୍‌ଇ ଅଫିସ୍‌ରେ ରେଜଲ୍ଟ ପ୍ରକାଶ ପାଇବ । ସେହିପରି ଚଳିତ ମାସ ତୃତୀୟ ସପ୍ତାହରେ ପ୍ରକାଶ ପାଇବ ବାଣିଜ୍ୟ ରେଜଲ୍ଟ । ଅଗଷ୍ଟର ଶେଷ ସପ୍ତାହ ଆଡକୁ ଯୁକ୍ତ ଦୁଇ କଳା  ରେଜଲ୍ଟ ବାହାରିବ ବୋଲି ସୂଚନା ରହିଛି । ଚଳିତ ବର୍ଷ 3ଲକ୍ଷ 50 ହଜାର ଛାତ୍ରଛାତ୍ରୀ ଯୁକ୍ତ ଦୁଇ ପରୀକ୍ଷା ଦେଇଥିବାବେଳେ 97 ହଜାର 536ଜଣ ଛାତ୍ରଛାତ୍ରୀ ବିଜ୍ଞାନ ପରୀକ୍ଷା  ଦେଇଛନ୍ତି ।

ସୂଚନାଯୋଗ୍ୟ, କରୋନା ଯୋଗୁଁ ଯୁକ୍ତ ଦୁଇ ପରୀକ୍ଷାରେ ସମସ୍ୟା ସୃଷ୍ଟି ହେବା ସହିତ କେତୋଟି ପରୀକ୍ଷା ମଧ୍ୟ ଅନୁଷ୍ଠିତ ହୋଇପାରିନଥିଲା । ଅପରପକ୍ଷରେ ଲକ୍‌ଡାଉନ୍‌, ସଟ୍‌ଡାଉନ୍‌ ଯୋଗୁଁ ଖାତା ଦେଖା ମଧ୍ୟ ବାଧାପ୍ରାପ୍ତ ହୋଇଥିଲା । ସିବିଏସ୍‌ଇ ଓ  ଆଇସିଏସଇର ଯୁକ୍ତ ଦୁଇ ରେଜଲ୍ଟ ପ୍ରକାଶ ପାଇ ସାରିଥିବାରୁ ଓଡିଶା ସିଏଚସିଇ ଦ୍ୱାରା ପରିଚାଳିତ ପରୀକ୍ଷା ଫଳ କେବେ ପ୍ରକାଶ ପାଇବ ତାକୁ ନେଇ ଛାତ୍ରଛାତ୍ରୀମାନେ ଚିନ୍ତାରେ ରହିଥିଲେ ।

ଯୁକ୍ତ ଦୁଇ ରେଜଲ୍ଟ
Share. Facebook Twitter LinkedIn Email WhatsApp Copy Link

Related Posts

ନାକଟିଦେଉଳରେ ଯୁବକଙ୍କୁ ଧାରୁଆ ଅସ୍ତ୍ରରେ ଆକ୍ରମଣ ଅଭିଯୋଗ; ୮ ଜଣ ଅଟକ, ଗୁରୁତର ଆହତଙ୍କୁ ବୁର୍ଲା ସ୍ଥାନାନ୍ତର

August 2, 2026

ବିକଶିତ ଭାରତ ପାଇଁ ନିଶାମୁକ୍ତ ଯୁବ ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ

August 2, 2026

National Handloom Day: ବୟନ ବିଭାଗ ଅଗଷ୍ଟ ୫ ତାରିଖରୁ କରିବ ଭିନ୍ନ ଏକ ପ୍ରଦର୍ଶନୀ

August 2, 2026

ଆସନ୍ତାକାଲି ଓଡିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଦେବୀ ମନ୍ଦିରରେ କରିବେ ପୂଜାଅର୍ଚ୍ଚନା

August 2, 2026
Latest News

ନାକଟିଦେଉଳରେ ଯୁବକଙ୍କୁ ଧାରୁଆ ଅସ୍ତ୍ରରେ ଆକ୍ରମଣ ଅଭିଯୋଗ; ୮ ଜଣ ଅଟକ, ଗୁରୁତର ଆହତଙ୍କୁ ବୁର୍ଲା ସ୍ଥାନାନ୍ତର

August 2, 2026

ବିକଶିତ ଭାରତ ପାଇଁ ନିଶାମୁକ୍ତ ଯୁବ ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ

August 2, 2026

Nasha Mukt Yuva: ନିଶାମୁକ୍ତ ଯୁବ ସଂକଳ୍ପ ଅଭିଯାନ ଆରମ୍ଭ କଲେ ପ୍ରଧାନମନ୍ତ୍ରୀ ମୋଦୀ

August 2, 2026

National Handloom Day: ବୟନ ବିଭାଗ ଅଗଷ୍ଟ ୫ ତାରିଖରୁ କରିବ ଭିନ୍ନ ଏକ ପ୍ରଦର୍ଶନୀ

August 2, 2026

ଆସନ୍ତାକାଲି ଓଡିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଦେବୀ ମନ୍ଦିରରେ କରିବେ ପୂଜାଅର୍ଚ୍ଚନା

August 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.