Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ରାଜ୍ୟରୁ 10 ଜଣଙ୍କ ଜୀବନ ନେଲା କରୋନା : ରାଜ୍ୟରେ କରୋନା ଜନିତ ମୋଟ୍‌‌ ମୃତ୍ୟୁ ସଂଖ୍ୟା 296କୁ ବୃଦ୍ଧି
ଆଜିର ଖବର

ଆଜି ରାଜ୍ୟରୁ 10 ଜଣଙ୍କ ଜୀବନ ନେଲା କରୋନା : ରାଜ୍ୟରେ କରୋନା ଜନିତ ମୋଟ୍‌‌ ମୃତ୍ୟୁ ସଂଖ୍ୟା 296କୁ ବୃଦ୍ଧି

August 11, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ରାଜ୍ୟରେ କରୋନା ସଂକ୍ରମଣ ଯୋଗୁଁ 10 ଜଣଙ୍କ ମୃତ୍ୟୁ ହୋଇଛି । ଗଞ୍ଜାମ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ 3ଜଣ ଲେଖାଏଁ ମୃତ୍ୟୁବରଣ କରିଥିବାବେଳେ ରାୟଗଡା, ବାଲେଶ୍ବର, ପୁରୀ, ସୁନ୍ଦରଗଡରୁ ଜଣେ ଲେଖାଏଁ ମୃତ୍ୟୁବରଣ କରିଛନ୍ତି ବୋଲି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର ବିଭାଗ ସୂଚନାଦେଇଛି ।

ଗଞ୍ଜାମର ତିନି ମୃତକଙ୍କ ପୁରୁଷ ହୋଇଥିବାବେଳେ ସେମାନଙ୍କ ବୟସ ଯଥାକ୍ରମେ 64, 72 ଓ 52 ବର୍ଷ ବୋଲି ସୂଚନା ରହିଛି । ଖୋର୍ଦ୍ଧାର ତିନି ମୃତକଙ୍କ ମଧ୍ୟରେ ଦୁଇଜଣ ମହିଳା ଓ ଜଣେ ପୁରୁଷ ରହିଛନ୍ତି ।  ଦୁଇ ମୃତକ ହେଉଛନ୍ତି 55  ଓ 26 ବର୍ଷୀୟ ମହିଳା ହୋଇଥିବାବେଳେ ଅନ୍ୟ ଜଣେ 80 ବର୍ଷୀୟ ବ୍ୟକ୍ତି ବୋଲି ସୂଚନା ରହିଛି ।

ବାଲେଶ୍ବରରୁ ମୃତ୍ୟୁବରଣ କରିଥିବା କରୋନା ଆକ୍ରାନ୍ତଙ୍କ ବୟସ 58 ବର୍ଷ ବୋଲି ସୂଚନା ରହିଛି । ସେହିପରି ପୁରୀରୁ 56 ବର୍ଷୀୟ ଜଣେ ପୁରୁଷଙ୍କର ମୃତ୍ୟୁ ହୋଇଥିବାବେଳେ ରାୟଗଡାରୁ ମୃତ୍ୟୁବରଣ କରିଥିବା ଆକ୍ରାନ୍ତଙ୍କ ବୟସ 47 ବର୍ଷ ବୋଲି ଜଣାପଡିଛି। ସୁନ୍ଦରଗଡରୁ ମୃତ୍ୟୁବରଣ କରିଥିବା ଆକ୍ରାନ୍ତ ଜଣକ 57 ବର୍ଷୀୟ ମହିଳା ବୋଲି ସୂଚନା ରହିଛି ।

ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା 296କୁ ବୃଦ୍ଧି ହୋଇଥିବାବେଳେ ଗଞ୍ଜାମ ଜିଲ୍ଲାରେ ଏହି ସଂଖ୍ୟା 140କୁ ବୃଦ୍ଧି ହୋଇଛି ।

ଖୋର୍ଦ୍ଧା ଗଞ୍ଜାମ
Share. Facebook Twitter LinkedIn Email WhatsApp Copy Link

Related Posts

ଶ୍ରୀମୟୀ ମିଶ୍ରଙ୍କ ଅଭିନିତ ଚଳଚ୍ଚିତ୍ର “ପଶାପାଲି-ଖେଳ ରାଜନୀତିର” ପୋଷ୍ଟର ଉନ୍ମୋଚନ

August 18, 2026

“ହରମୁଜ୍ ଉପରେ ଆମର ସମ୍ପୂର୍ଣ୍ଣ ନିୟନ୍ତ୍ରଣ”: ଦାବି କଲେ ଟ୍ରମ୍ପ୍

August 18, 2026

“ମତେ ଫାଶୀ ଦିଅ ନଚେତ୍ ଜେଲ୍ ପଠାଅ”: “ବନ୍ଦେ ମାତରମ୍” ପ୍ରସଙ୍ଗରେ କଂଗ୍ରେସ ନେତାଙ୍କ ବିବୃତ୍ତି

August 18, 2026

CJP ପ୍ରତିବାଦ ମାମଲା: ଜାଣନ୍ତୁ FIR ରଦ୍ଦ କରିବା ଦାବି ଉପରେ କ’ଣ କହିଲେ CJI?

August 18, 2026
Latest News

ସରକାରୀ କାର୍ଯ୍ୟାନୁଷ୍ଠାନ ପରେ ହାର ମାନିଲା ମେଟା!: ହଟାଗଲା ଶିଶୁ ଯୌନ ନିର୍ଯାତନା ସାମଗ୍ରୀ

August 18, 2026

ଶ୍ରୀମୟୀ ମିଶ୍ରଙ୍କ ଅଭିନିତ ଚଳଚ୍ଚିତ୍ର “ପଶାପାଲି-ଖେଳ ରାଜନୀତିର” ପୋଷ୍ଟର ଉନ୍ମୋଚନ

August 18, 2026

“ହରମୁଜ୍ ଉପରେ ଆମର ସମ୍ପୂର୍ଣ୍ଣ ନିୟନ୍ତ୍ରଣ”: ଦାବି କଲେ ଟ୍ରମ୍ପ୍

August 18, 2026

“ମତେ ଫାଶୀ ଦିଅ ନଚେତ୍ ଜେଲ୍ ପଠାଅ”: “ବନ୍ଦେ ମାତରମ୍” ପ୍ରସଙ୍ଗରେ କଂଗ୍ରେସ ନେତାଙ୍କ ବିବୃତ୍ତି

August 18, 2026

CJP ପ୍ରତିବାଦ ମାମଲା: ଜାଣନ୍ତୁ FIR ରଦ୍ଦ କରିବା ଦାବି ଉପରେ କ’ଣ କହିଲେ CJI?

August 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.