Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଏହି ତାରିଖରୁ ଜମ୍ମୁକାଶ୍ମୀରରେ ଚାଲୁ ହେବ 4 ଜି ସେବା
ଆଜିର ଖବର

ଏହି ତାରିଖରୁ ଜମ୍ମୁକାଶ୍ମୀରରେ ଚାଲୁ ହେବ 4 ଜି ସେବା

August 11, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : ଦୀର୍ଘ ଏକ ବର୍ଷ ହେବ ଇଣ୍ଟରନେଟରୁ ଦୂରରେ ରହିଥିବା ଜମ୍ମୁ କାଶ୍ମୀର ବାସୀଙ୍କ ପାଇଁ ଆଶ୍ୱସ୍ତିକର ଖବର ରହିଛି । କେନ୍ଦ୍ର ସରକାରଙ୍କ ପକ୍ଷରୁ ଜମ୍ମୁ କାଶ୍ମୀରରେ ପରୀକ୍ଷା ମୂଳକ ଭାବରେ ପୁଣି ଥରେ 4 ଜି ସେବା ଆରମ୍ଭ ହେବାକୁ ଯାଉଛି ।

ମଙ୍ଗଳବାର କେନ୍ଦ୍ର ସରକାରଙ୍କ ପକ୍ଷରୁ ସର୍ବୋଚ୍ଚ କୋର୍ଟଙ୍କୁ ଏହି ସୂଚନା ପ୍ରଦାନ କରାଯାଇଛି । ତେବେ ସମ୍ପୂର୍ଣ୍ଣ ଜମ୍ମୁ କାଶ୍ମୀରରେ ଏହି ସେବା ଆରମ୍ଭ କରାଯିବ ନାହିଁ । କିଛି  କମ୍ ସମ୍ବେଦନଶୀଳ  ଅଞ୍ଚଳରେ ଏହି ସେବା ଅଗଷ୍ଟ 15 ପରଠାରୁ ଆରମ୍ଭ କରାଯିବ । ଉକ୍ତ ଅଞ୍ଚଳରେ ସମୀକ୍ଷା କରାଯିବା ପରେ ସମ୍ପୂର୍ଣ୍ଣ ଭାବରେ ଇଣ୍ଟରନେଟ ସେବା ଚାଲୁ କରାଯିବ କି ନାହିଁ ତାହା ସ୍ଥିର କରାଯିବ ବୋଲି ସରକାରଙ୍କ ପକ୍ଷରୁ କୁହାଯାଇଛି । ଦୁଇ ମାସ ସେବା ଚାଲୁ ରହିବା ପରେ ସମୀକ୍ଷା କରାଯାଇ ପରବର୍ତ୍ତୀ ପଦକ୍ଷେପ ଗ୍ରହଣ କରାଯିବ ବୋଲି ସରକାରଙ୍କ ପକ୍ଷରୁ ସ୍ପଷ୍ଟୀକରଣ ପ୍ରଦାନ କରାଯିବ ।

ସୂଚନାଯୋଗ୍ୟ, 2019 ତାରିଖ ଅଗଷ୍ଟ 5 ତାରିଖ ପରଠାରୁ ଜମ୍ମୁକାଶ୍ମୀରରେ ସ୍ପିଡ୍‌ ଇଣ୍ଟରନେଟ୍‌ ସୁବିଧା ମିଳୁନାହିଁ । 2019 ଅଗଷ୍ଟ 5 ତାରିଖରେ ଜମ୍ମୁକାଶ୍ମୀରରୁ ଧାରା 370 ଓ 35ଏକୁ ଉଚ୍ଛେଦ କରାଯାଇଥିଲା ।  ଜମ୍ମୁକାଶ୍ମୀରକୁ କେନ୍ଦ୍ର ଶାସିତ ଅଞ୍ଚଳ  ଭାବେ ପରିବର୍ତ୍ତନ କରାଯାଇଥିଲା ।   (ଏଜେନ୍ସି)

Share. Facebook Twitter LinkedIn Email WhatsApp Copy Link

Related Posts

ଟିଏମସି ବିଦ୍ରୋହୀଙ୍କୁ ଝଟକା!: ଅଭିଷେକ ବାନାର୍ଜୀଙ୍କ ଆବେଦନ ଉପରେ ନୋଟିସ ଜାରି କଲେ ସୁପ୍ରିମକୋର୍ଟ

August 25, 2026

ରକ୍ଷାବନ୍ଧନ ପୂର୍ବରୁ ୯୫୫ କିଲୋଗ୍ରାମ ଅପମିଶ୍ରଣ କ୍ରିମ୍ ଜବତ: କାରଖାନା ସିଲ୍

August 25, 2026

ଦୁଦୁରା ଫଳ ବିକ୍ରୟ ପାଇଁ କାର୍ଯ୍ୟାନୁଷ୍ଠାନ: ଆମାଜନ, ସ୍ୱିଗି ଏବଂ ବିଗବାସ୍କେଟର ଖାଦ୍ୟ ଲାଇସେନ୍ସ ରଦ୍ଦ

August 25, 2026

ଏହି ୫ ଟି ସହରରେ ୩୫ ଟଙ୍କାରେ ମିଳିବ ପିଆଜ: ସରକାରଙ୍କ ବଡ଼ ନିଷ୍ପତ୍ତି

August 25, 2026
Latest News

ଟିଏମସି ବିଦ୍ରୋହୀଙ୍କୁ ଝଟକା!: ଅଭିଷେକ ବାନାର୍ଜୀଙ୍କ ଆବେଦନ ଉପରେ ନୋଟିସ ଜାରି କଲେ ସୁପ୍ରିମକୋର୍ଟ

August 25, 2026

ରକ୍ଷାବନ୍ଧନ ପୂର୍ବରୁ ୯୫୫ କିଲୋଗ୍ରାମ ଅପମିଶ୍ରଣ କ୍ରିମ୍ ଜବତ: କାରଖାନା ସିଲ୍

August 25, 2026

ଦୁଦୁରା ଫଳ ବିକ୍ରୟ ପାଇଁ କାର୍ଯ୍ୟାନୁଷ୍ଠାନ: ଆମାଜନ, ସ୍ୱିଗି ଏବଂ ବିଗବାସ୍କେଟର ଖାଦ୍ୟ ଲାଇସେନ୍ସ ରଦ୍ଦ

August 25, 2026

ଏହି ୫ ଟି ସହରରେ ୩୫ ଟଙ୍କାରେ ମିଳିବ ପିଆଜ: ସରକାରଙ୍କ ବଡ଼ ନିଷ୍ପତ୍ତି

August 25, 2026

ପୋଖରୀରେ ବୁଡି ବୃଦ୍ଧଙ୍କ ମୃତ୍ୟୁ

August 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.