Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି କଟକରୁ 73 ପଜିଟିଭ୍‌ : ଜାଲୁଆସାହିରୁ ଚିହ୍ନଟ ହୋଇଛନ୍ତି 43
ଆଜିର ଖବର

ଆଜି କଟକରୁ 73 ପଜିଟିଭ୍‌ : ଜାଲୁଆସାହିରୁ ଚିହ୍ନଟ ହୋଇଛନ୍ତି 43

August 11, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

କଟକ : ଆଜି କଟକରୁ 73 ଜଣ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ଆଜି ପଜିଟିଭ୍ ଚିହ୍ନଟଙ୍କ ମଧ୍ୟରେ 68ଜଣ  କ୍ବାରେଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ   5 ଜଣ ଲୋକାଲ୍‌ କଣ୍ଟାକ୍ଟ କେସ୍‌  ରହିଛି ବୋଲି ସିଏମ୍‌ସି ଟୁଇଟ୍‌ ଯୋଗେ ସୂଚନା ଦେଇଛି।

କ୍ବାରେଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବା 68 ଜଣଙ୍କ ମଧ୍ୟରେ 43 ଜଣ କଣ୍ଟେନମେଣ୍ଟ ଜୋନ୍‌ରୁ ଚିହ୍ନଟ ହୋଇଥିବାବେଳେ 13 ଜଣ ସରକାରୀ କ୍ବାରେଣ୍ଟାଇନ୍‌ ଓ 12 ଜଣ ହୋମ୍‌ କ୍ବାରେଣ୍ଟାଇନ୍‌ରୁ ଚିହ୍ନଟ ହୋଇଛନ୍ତି ।  କଟକ ମାଲଗୋଦାମ ଜାଲୁଆ ସାହିରୁ ଆଜି 43 ଜଣ ଚିହ୍ନଟ ହୋଇଛନ୍ତି । ବେହେରା ସାହି ପରେ ଏବେ ଜାଲୁଆ ସାହି ଚିନ୍ତା ବଢାଇଛି । ଜାଲୁଆ ସାହିରୁ 23 ଜଣ ପୁରୁଷ ଥିବାବେଳେ 20 ଜଣ ମହିଳା ରହିଛନ୍ତି।ସେହିପରି ହୋମ୍‌ କ୍ବାରେଣ୍ଟାଇନ୍‌ରୁ ଚିହ୍ନଟ 12 ଜଣଙ୍କ ମଧ୍ୟରୁ ସୂତାହାଟରୁ 8 ଜଣ ଚିହ୍ନଟ ହୋଇଛନ୍ତି ।

Image

ଆଜି ଚିହ୍ନଟ 5  ଲୋକାଲ୍‌ କଣ୍ଟାକ୍ଟ କେସ୍‌ ମଧ୍ୟରେ 2 ଜଣ କୋଭିଡ୍‌ ଯୋଦ୍ଧା ରହିଛନ୍ତି  ଅନ୍ୟ ତିନି ଜଣଙ୍କ ମଧ୍ୟରେ  କାଠଗଡା ସାହିରୁ ଜଣେ 31 ବର୍ଷୀୟ ମହିଳା ଥିବାବେଳେ ଅନ୍ୟ ଜଣେ 75 ବର୍ଷୀୟ ପୁରୁଷ ରହିଛନ୍ତି । ବାଦାବାଡି ବିକାଶ ନଗରରୁ ଜଣେ 50 ବର୍ଷୀୟ ପୁରୁଷ ରହିଛନ୍ତି ।

ଆଜି ନୂତନ 73 ଜଣ ଆକ୍ରାନ୍ତ ଚିହ୍ନଟ ହେବା ପରେ କଟକ ସହରରେ ମୋଟ୍‌ ପଜିଟିଭଙ୍କ ସଂଖ୍ୟା 1ହଜାର 794ରେ ପହଞ୍ଚିଛି । ସେହିପରି ସୁସ୍ଥ ହୋଇଛନ୍ତି 914 ଜଣ । 10ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ଏବେ ସୁଦ୍ଧା କଟକରେ 870 ଜଣ ଚିକିତ୍ସାଧୀନ ରହିଛନ୍ତି ।

କଟକ କରୋନା
Share. Facebook Twitter LinkedIn Email WhatsApp Copy Link

Related Posts

ଡାଇରିଆର ତ୍ୱରିତ ନିଦାନ ଲାଗି ବିକଶିତ ହେବ ସ୍ୱଦେଶୀ କିଟ୍

March 10, 2026

ଓଡ଼ିଶାରେ ଆୟୋଜିତ ହେବ ଫିଟ୍ ଇଣ୍ଡିଆ କାର୍ନିଭାଲ- ୨୦୨୬

March 10, 2026

ଖୋର୍ଦ୍ଧା ଜିଲ୍ଲା ସରକାରୀ କର୍ମଚାରୀ ସାଂସ୍କୃତିକ ପରିଷଦ ଉପଦେଷ୍ଟା ମଣ୍ଡଳୀ ବୈଠକ

March 10, 2026

ଆଜି ଭୁବନେଶ୍ୱର ଅନେକ ସ୍ଥାନରେ ବନ୍ଦ ରହିବ ବିଦ୍ୟୁତ୍ ଯୋଗାଣ: ଜାଣନ୍ତୁ କେଉଁଠି ଓ କେତେବେଳେ?

March 10, 2026
Latest News

ଡାଇରିଆର ତ୍ୱରିତ ନିଦାନ ଲାଗି ବିକଶିତ ହେବ ସ୍ୱଦେଶୀ କିଟ୍

March 10, 2026

ଓଡ଼ିଶାରେ ଆୟୋଜିତ ହେବ ଫିଟ୍ ଇଣ୍ଡିଆ କାର୍ନିଭାଲ- ୨୦୨୬

March 10, 2026

‘ସବ୍‌କା ସାଥ୍‌ ସବ୍‌କା ବିକାଶ-ଲୋକଙ୍କ ଆକାଂକ୍ଷା ପୂରଣ’ ବିଷୟ ଉପରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ

March 10, 2026

ଖୋର୍ଦ୍ଧା ଜିଲ୍ଲା ସରକାରୀ କର୍ମଚାରୀ ସାଂସ୍କୃତିକ ପରିଷଦ ଉପଦେଷ୍ଟା ମଣ୍ଡଳୀ ବୈଠକ

March 10, 2026

ଆଜି ଭୁବନେଶ୍ୱର ଅନେକ ସ୍ଥାନରେ ବନ୍ଦ ରହିବ ବିଦ୍ୟୁତ୍ ଯୋଗାଣ: ଜାଣନ୍ତୁ କେଉଁଠି ଓ କେତେବେଳେ?

March 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.