Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ
ଆଜିର ଖବର

ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ

March 18, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
Release of 1st phage election notification
Release of 1st phage election notification

ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜି ବିଜ୍ଞପ୍ତି ପ୍ରକାଶ ପାଇଛି। ଏପ୍ରିଲ୍ ୧୧ ତାରିଖରେ ହେବ ପ୍ରଥମ ପର୍ଯ୍ୟାୟ ନିର୍ବାଚନ। ସେଥିପାଇଁ ଓଡ଼ିଶାର ୪ଟି ଲୋକସଭା ଆସନ ସହିତ ୨୮ଟି ବିଧାନସଭା ଆସନ ପାଇଁ ଏହି ବିଜ୍ଞପ୍ତି ପ୍ରକାଶ ପାଇଛି। ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟରେ କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି ଓ ବ୍ରହ୍ମପୁର ଲୋକସଭା ଆସନ ସହିତ ଏହା ଅଧୀନରେ ଆସୁଥିବା ୨୮ଟି ବିଧାନସଭା ନିର୍ବାଚନ ମଣ୍ଡଳୀରେ ଭୋଟ୍ ଗ୍ରହଣ କରାଯିବ। ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରାର୍ଥିପତ୍ର ଦାଖଲର ଶେଷ ତାରିଖ ହେଉଛି ମାର୍ଚ୍ଚ ୨୫।  ୨୮ ତାରିଖ ସୁଦ୍ଧା ପ୍ରାର୍ଥିପତ୍ର ପ୍ରତ୍ୟାହାର କରାଯାଇପାରିବ। ପ୍ରଥମ ପର୍ଯ୍ୟାୟରେ ସାରା ଦେଶରେ ୯୧ଟି ଲୋକସଭା ଆସନ ପାଇଁ ଭୋଟ୍ ଗ୍ରହଣ ହେବ। ତେବେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇସାରିଥିବାବେଳେ ରାଜନୈତିକ ଦଳଗୁଡ଼ିକ ସେମାନଙ୍କ ପ୍ରାର୍ଥୀ ତାଲିକା ଘୋଷଣା କରିନାହାନ୍ତି । ବିଜେଡ଼ି ଆଜି ପ୍ରାର୍ଥୀ ତାଲିକା ଘୋଷଣା କରିପାରେ ବୋଲି ସୂଚନା ରହିଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ନଭେମ୍ବର ୧୦ ତାରିଖ ସୋମବାରରେ ଆଠଟି ରାଶି ପ୍ରତି ମହାଦେବଙ୍କର ରହିଛି ଆଶୀର୍ବାଦ

November 10, 2025

ନୂତନ ଅପରାଧିକ ଆଇନ ସାରା ଦେଶରେ ଅକ୍ଷରେ ଅକ୍ଷରେ କାର୍ଯ୍ୟକାରୀ ହେଉଛି: କେନ୍ଦ୍ର ଗୃହ ସଚିବ

November 9, 2025

ପୁରୁଣା ପେନସନ ଦାବି: ୨୫ ନଭେମ୍ବର ଦିଲ୍ଲୀ ଚାଲ ମହାଆନ୍ଦୋଳନ

November 9, 2025

ଡିମିରିକୁଦା ଗ୍ରାମ ନିକଟରେ ଅଜଣା ଗାଡ଼ି ଧକ୍କାରେ ମା’ ପୁଅ ମୃତ

November 9, 2025
Latest News

ଆଜି ନଭେମ୍ବର ୧୦ ତାରିଖ ସୋମବାରରେ ଆଠଟି ରାଶି ପ୍ରତି ମହାଦେବଙ୍କର ରହିଛି ଆଶୀର୍ବାଦ

November 10, 2025

“ବେଇମାନ ଓ ଚୋରୀ” କୁ ନେଇ ନୂଆପଡାରେ ବିଜେପି ସଭାପତି ମନମୋହନ ସାମଲ କହିଲେ.. 

November 9, 2025

ନୂତନ ଅପରାଧିକ ଆଇନ ସାରା ଦେଶରେ ଅକ୍ଷରେ ଅକ୍ଷରେ କାର୍ଯ୍ୟକାରୀ ହେଉଛି: କେନ୍ଦ୍ର ଗୃହ ସଚିବ

November 9, 2025

ପୁରୁଣା ପେନସନ ଦାବି: ୨୫ ନଭେମ୍ବର ଦିଲ୍ଲୀ ଚାଲ ମହାଆନ୍ଦୋଳନ

November 9, 2025

ବାଣପୁର: ମାନସିକ ଭରସାମ୍ୟ ହରାଇ ଆତ୍ମହତ୍ୟା କଲେ ମହିଳା

November 9, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.