Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପ୍ରାୟ 16 ଲକ୍ଷ ସୁସ୍ଥଙ୍କ ସହ ଭାରତର ଆରୋଗ୍ୟ ହାର ପାଖାପାଖି 70 ପ୍ରତିଶତ,ମୃତ୍ୟୁହାର 2 ପ୍ରତିଶତ ଖସିଲା
ଆଜିର ଖବର

ପ୍ରାୟ 16 ଲକ୍ଷ ସୁସ୍ଥଙ୍କ ସହ ଭାରତର ଆରୋଗ୍ୟ ହାର ପାଖାପାଖି 70 ପ୍ରତିଶତ,ମୃତ୍ୟୁହାର 2 ପ୍ରତିଶତ ଖସିଲା

August 12, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ, ସକ୍ରିୟ ଆବଧାଞ୍ଚଳର ସଫଳ ପରିଚାଳନା, ବ୍ୟାପକ ପରୀକ୍ଷା ଓ ଉତ୍ତମ ଚିକିତ୍ସା ଯୋଗୁଁ ଦେଶରେ କରୋନା ରୋଗୀ ସଂଖ୍ୟା ହ୍ରାସ ପାଇ ପାଖାପାଖି ଶତକଡା 70ରେ ପହଞ୍ଚିଛି। ଅଧିକରୁ  ଅଧିକ ରୋଗୀ ସୁସ୍ଥ ହୋଇ ଚିକିତ୍ସାଳୟ ଓ ଘରୋଇ ଏକାନ୍ତବାସରୁ ମୁକ୍ତି ପାଉଥିବା ବେଳେ ମୋଟ ସଂଖ୍ୟା 15,83,489ରେ ପହଞ୍ଚିଛି । କେବଳ ଗତ 24 ଘଣ୍ଟା ମଧ୍ୟରେ 47,746 ଜଣ ହସ୍ପିଟାଲରୁ ଘରକୁ ଫେରିଛନ୍ତି ।

ଦେଶରେ ପ୍ରକୃତ ସକ୍ରିୟ ରୋଗୀଙ୍କ ସଂଖ୍ୟା 6,39,929 ହୋଇଥିବାବେଳେ ଏହା ମୋଟ ପଜିଟିଭ ମାମଲାର ମାତ୍ର 28.21 ପ୍ରତିଶତ । ସେମାନେ ବିଭିନ୍ନ ହସପିଟାଲର ତତ୍ଵାବଧାନରେ ଚିକିତ୍ସିତ ହେଉଛନ୍ତି । ନିରବଚ୍ଛିନ୍ନ ଭାବେ ସୁସ୍ଥତା ହାର ବୃଦ୍ଧି ପାଉଥିବା ଯୋଗୁଁ ସକ୍ରିୟ ରୋଗୀଙ୍କ ତୁଳନାରେ କରୋନା ସଂକ୍ରମଣରୁ ଆରୋଗ୍ୟ ହୋଇଥିବା ରୋଗୀଙ୍କ ସଂଖ୍ୟା  9.5 ଲକ୍ଷ ହୋଇଛି । ଭାରତର ପରୀକ୍ଷା, ଚିହ୍ନଟ, ଚିକିତ୍ସା ରଣନୀତି ସଫଳ ହୋଇଥିବାରୁ ପ୍ରତିଦିନ ଆରୋଗ୍ୟ ଓ ସଂକ୍ରମିତ ରୋଗୀଙ୍କ ମଧ୍ୟରେ ପାର୍ଥକ୍ୟ ବୃଦ୍ଧି ପାଇବାରେ ଲାଗିଛି ।

ଦକ୍ଷ କ୍ଲିନିକାଲ ଚିକିତ୍ସା, ଗୁଣାତ୍ମକ ସେବା ଓ ସମୟାନୁଯାୟୀ ଚିକିତ୍ସା ଯୋଗୁଁ କୋଭିଡ-19 ପରିଚାଳନାରେ ଆଶାନୁରୂପ ଉନ୍ନତି ପରିଲକ୍ଷିତ ହୋଇଛି, ଫଳରେ ମୃତ୍ୟୁ ହାର ବିଶ୍ଵର ଅନ୍ୟାନ୍ୟ ଦେଶ ତୁଳନାରେ ଯଥେଷ୍ଟ କମ ରହିଛି । ଆଜି ଏହା 2 ପ୍ରତିଶତରୁ ହ୍ରାସ ପାଇଁ 1.99 ପ୍ରତିଶତରେ ପହଞ୍ଚିଛି ।

Covid Recovery
Share. Facebook Twitter LinkedIn Email WhatsApp Copy Link

Related Posts

ସୁପର-୮ ରେ ସୁପର ଫ୍ଲପ୍: ଦକ୍ଷିଣ ଆଫ୍ରିକାଠାରୁ ୭୬ ରନରେ ହାରିଲା ଭାରତ

February 22, 2026

ସତ୍ୟାନନ୍ଦ ଦାସ ମହାରାଜଙ୍କ ସ୍ବନକ୍ଷତ୍ରରେ “ଗୁରୁକୃପା ସମ୍ମାନ”ରେ ସମ୍ମାନିତ ହେଲେ ଡଃ ଆର୍ଯ୍ୟ କୁମାର ଜ୍ଞାନେନ୍ଦ୍ର

February 22, 2026

ନ୍ୟାୟ ରାଷ୍ଟ୍ର ପରିଚାଳନାରେ ଇଞ୍ଜିନ୍ ସଦୃଶ: ନ୍ୟାୟମୂର୍ତ୍ତି ଶଶିକାନ୍ତ ମିଶ୍ର

February 22, 2026

ଭାରତୀୟ କୃଷି କ୍ଷେତ୍ରରେ ପରିବର୍ତ୍ତନ ଆଣୁଛି ଏଆଇ

February 22, 2026
Latest News

ସୁପର-୮ ରେ ସୁପର ଫ୍ଲପ୍: ଦକ୍ଷିଣ ଆଫ୍ରିକାଠାରୁ ୭୬ ରନରେ ହାରିଲା ଭାରତ

February 22, 2026

ସତ୍ୟାନନ୍ଦ ଦାସ ମହାରାଜଙ୍କ ସ୍ବନକ୍ଷତ୍ରରେ “ଗୁରୁକୃପା ସମ୍ମାନ”ରେ ସମ୍ମାନିତ ହେଲେ ଡଃ ଆର୍ଯ୍ୟ କୁମାର ଜ୍ଞାନେନ୍ଦ୍ର

February 22, 2026

ନ୍ୟାୟ ରାଷ୍ଟ୍ର ପରିଚାଳନାରେ ଇଞ୍ଜିନ୍ ସଦୃଶ: ନ୍ୟାୟମୂର୍ତ୍ତି ଶଶିକାନ୍ତ ମିଶ୍ର

February 22, 2026

ଭାରତୀୟ କୃଷି କ୍ଷେତ୍ରରେ ପରିବର୍ତ୍ତନ ଆଣୁଛି ଏଆଇ

February 22, 2026

ସୁରକ୍ଷା ବାହିନୀକୁ ବଡ଼ ସଫଳତା: ତୃତୀୟ ଆତଙ୍କବାଦୀର ମୃତଦେହ ଉଦ୍ଧାର

February 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.