
ଭୁବନେଶ୍ବର: ଆଜି ଦିନ ୧୨ଟା ୩୦ ମିନଟ୍ ରେପ୍ରକାଶ ପାଇବ ଯୁକ୍ତ ଦୁଇ ବିଜ୍ଞାନ ପରୀକ୍ଷା ଫଳ। ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ପରିଚାଳିତ ଏହି ପରୀକ୍ଷା ଫଳ ଅନଲାଇନରେ ପ୍ରକାଶ ପାଇବ। ପରୀକ୍ଷାର୍ଥୀମାନେ orissaresults.nic.in ଜରିଆରେ ସେମାନଙ୍କର ରେଜଲ୍ଟ ବିଷୟରେ ଜାଣି ପାରିବେ।
ଏହା ବ୍ୟତିତ ମୋବାଇଲ ନମ୍ବର ୦୬୭୪-୨୩୦୦୯୧୪ କିମ୍ବା ୦୬୭୪-୨୩୦୦୯୦୭ ମାଧ୍ୟମରେ ବି ପରୀକ୍ଷାର୍ଥୀ ସେମାନଙ୍କ ଫଳ ପାଇପାରିବେ। ଚଳିତବର୍ଷ ୯୫ ହଜାରରୁ ଅଧିକ ଛାତ୍ରଛାତ୍ରୀ ବିଜ୍ଞାନ ବିଭାଗରେ ପରୀକ୍ଷା ଦେଇଛନ୍ତି।
ଛାତ୍ରଛାତ୍ରୀମାନେ ତଳେ ଥିବା ଲିଙ୍କ୍ କୁ କ୍ଲିକ କରି ଜାଣନ୍ତୁ କଣ ହୋଇଛି ରେଜଲଟ