Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଓଏସ୍‌ଡିଏର ଅଧ୍ୟକ୍ଷ ପଦରୁ ସୁବ୍ରତ ବାଗ୍‌ଚୀଙ୍କ ଇସ୍ତଫା
ଆଜିର ଖବର

ଓଏସ୍‌ଡିଏର ଅଧ୍ୟକ୍ଷ ପଦରୁ ସୁବ୍ରତ ବାଗ୍‌ଚୀଙ୍କ ଇସ୍ତଫା

March 18, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
subroto bagchi resigns from osda
subroto bagchi resigns from osda

ଓଡ଼ିଶା ସ୍କିଲ୍‌ ଡେଭଲପ୍‌ମେଣ୍ଟ୍‌ ଅଥରିଟି (ଓଏସ୍‌ଡିଏ)ର ଅଧ୍ୟକ୍ଷ ପଦରୁ ସୁବ୍ରତ ବାଗ୍‌ଚୀ ଇସ୍ତଫା ଦେଇଛନ୍ତି। ଗତକାଲି ଟ୍ୱିଟ୍ କରି ସେ ଏ ସଂପର୍କରେ ସୂଚନା ଦେଇଥିଲେ। ମଲ୍‌ଟିନ୍ୟାସନାଲ୍‌ ଆଇଟି କମ୍ପାନୀ ‘ମାଇଣ୍ଡଟ୍ରି’ରେ ଦେଖାଦେଇଥିବା ସମସ୍ୟାର ସମାଧାନ ସହ କମ୍ପାନୀକୁ ଉଦ୍ଧାର କରିବା ଦର୍ଶାଇ ସେ ନିଜ ପଦବୀରୁ ଇସ୍ତଫା ଦେଇଛନ୍ତି। ୨୦୧୬ ମସିହାରେ ରାଜ୍ୟ ସରକାର ବାଗ୍‌ଚୀଙ୍କୁ ଓଏସ୍‌ଡିଏର ଚେୟାରମ୍ୟାନ୍‌ ଦାୟିତ୍ୱ ପ୍ରଦାନ କରିଥିଲେ।

resigns subrotobagchi thesamikhsya
Share. Facebook Twitter LinkedIn Email WhatsApp Copy Link

Related Posts

ଭୋଟ ଦେଉଛି ତାମିଲନାଡୁ

April 23, 2026

ଆଜି ପଶ୍ଚିମବଙ୍ଗରେ ପ୍ରଥମ ପର୍ଯ୍ୟାୟ ଭୋଟିଂ

April 23, 2026

ଆପଣ ମାତ୍ରାଧିକ ପେନକିଲର ସେବନ କରୁଛନ୍ତି କି, ଜାଣନ୍ତୁ ଏହାର ଭଲ ଓ ମନ୍ଦ ବିଷୟରେ

April 23, 2026

ମୂଳାଙ୍କ ୪, ୮ ଏବଂ ୯ ଥିବା ଲୋକଙ୍କର ବିଶେଷ ଶକ୍ତି ସମ୍ପର୍କରେ ଜାଣନ୍ତୁ

April 23, 2026
Latest News

ଭୋଟ ଦେଉଛି ତାମିଲନାଡୁ

April 23, 2026

ଆଜି ପଶ୍ଚିମବଙ୍ଗରେ ପ୍ରଥମ ପର୍ଯ୍ୟାୟ ଭୋଟିଂ

April 23, 2026

ଆପଣ ମାତ୍ରାଧିକ ପେନକିଲର ସେବନ କରୁଛନ୍ତି କି, ଜାଣନ୍ତୁ ଏହାର ଭଲ ଓ ମନ୍ଦ ବିଷୟରେ

April 23, 2026

ମୂଳାଙ୍କ ୪, ୮ ଏବଂ ୯ ଥିବା ଲୋକଙ୍କର ବିଶେଷ ଶକ୍ତି ସମ୍ପର୍କରେ ଜାଣନ୍ତୁ

April 23, 2026

ଆଜି ଏପ୍ରିଲ ୨୩ ତାରିଖ ଗୁରୁବାରରେ ସାତୋଟି ରାଶି ପାଇଁ ରହିଛି ଶୁଭ ଖବର, ଜାଣନ୍ତୁ ରାଶିଫଳ

April 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.