Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»30ଟି ଜିଲ୍ଲାରୁ1876, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ରହିଛନ୍ତି ଆକ୍ରାନ୍ତ
ଆଜିର ଖବର

30ଟି ଜିଲ୍ଲାରୁ1876, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ରହିଛନ୍ତି ଆକ୍ରାନ୍ତ

August 12, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ଆଜି ରାଜ୍ୟର 30ଟି ଜିଲ୍ଲାରେ 1876ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଆଜି ଖୋର୍ଦ୍ଧାରୁ ସର୍ବାଧିକ 297 ଚିହ୍ନଟ ହୋଇଥିବାବେଳେ ଗଞ୍ଜାମରୁ 260, ସୁନ୍ଦରଗଡରୁ 119, କଟକରୁ 109, ନୟାଗଡରୁ 105, ରାୟଗଡାରୁ 98,  ବାଲେଶ୍ବରରୁ 81, ପୁରୀରୁ 80, କୋରାପୁଟରୁ 77, ଗଜପତିରୁ 71, ମୟୂରଭଞ୍ଜରୁ 70, କେନ୍ଦ୍ରାପଡାରୁ 58, ଯାଜପୁରରୁ 53, ଭଦ୍ରକରୁ 50, କଳାହାଣ୍ଡିରୁ 41, ଢେଙ୍କାନାଳ ଓ ସମ୍ବଲପୁରରୁ 36ଜଣ ଲେଖାଏଁ ଚିହ୍ନଟ ହୋଇଥିବାବେଳେ ବଲାଙ୍ଗିରୁର 31,  କନ୍ଧମାଳ ଓ ନବରଙ୍ଗପୁରରୁ 30ଜଣ ଲେଖାଏଁ ଚିହ୍ନଟ ହୋଇଛନ୍ତି । ଜଗତସିଂହପୁରରୁ 26, ମାଲ୍‌କାନଗିରିରୁ 24,  ସୋନପୁରରରୁ 22, କେଉଁଝରରୁ 21, ଅନୁଗଳ ଓ ବରଗଡରୁ 15 ଜଣ ଲେଖାଏଁ ଚିହ୍ନଟ ହୋଇଛନ୍ତି । ବୌଦ୍ଧରୁ 10, ଝାରସୁଗୁଡାରୁ 6,  ନୂଆପଡାରୁ 3 ଓ ଦେବଗଡରୁ 2 ଜଣ ଚିହ୍ନଟ ହୋଇଛନ୍ତି ।

କଟକ ଖୋର୍ଦ୍ଧା ଗଞ୍ଜାମ ରାୟଗଡା
Share. Facebook Twitter LinkedIn Email WhatsApp Copy Link

Related Posts

ନିର୍ବାଚନ କମିଶନଙ୍କ କଠୋର ଆଭିମୁଖ୍ୟ: ବଙ୍ଗଳାରେ ଭୋଟର ତାଲିକାର ପୁଙ୍ଖାନୁପୁଙ୍ଖ ଯାଞ୍ଚ ନିର୍ଦ୍ଦେଶ

February 13, 2026

ରାଷ୍ଟ୍ରୀୟ ବାଲ୍ୟ ବିବାହ ମୁକ୍ତ ଭାରତ ଅଭିଯାନ ଅନ୍ତର୍ଗତ ଜିଲ୍ଲା ସ୍ତରୀୟ ସଚେତନତା କର୍ମଶାଳା

February 13, 2026

ଆସନ୍ନ ଅଙ୍ଗଚ୍ଛେଦକୁ ପ୍ରତିହତ କରି ରୋଗୀର ଗୋଡ଼କୁ ରକ୍ଷା କରିବାରେ ସଫଳ ହେଲେ ସମ୍ମମ ଡାକ୍ତର

February 13, 2026

ଜିଲ୍ଲାପାଳ ଅମ୍ରିତ୍ ଋତୁରାଜାଙ୍କ ରାଧାଗୋବିନ୍ଦ ଶେଫାଳି ସଂଗ୍ରହଶାଳା ପରିଦର୍ଶନ

February 13, 2026
Latest News

‘ସେବା ତୀର୍ଥ’କୁ ରାଷ୍ଟ୍ର ଉଦ୍ଦେଶ୍ୟରେ ଲୋକାର୍ପଣ କଲେ ପ୍ରଧାନମନ୍ତ୍ରୀ

February 13, 2026

ନିର୍ବାଚନ କମିଶନଙ୍କ କଠୋର ଆଭିମୁଖ୍ୟ: ବଙ୍ଗଳାରେ ଭୋଟର ତାଲିକାର ପୁଙ୍ଖାନୁପୁଙ୍ଖ ଯାଞ୍ଚ ନିର୍ଦ୍ଦେଶ

February 13, 2026

ରାଷ୍ଟ୍ରୀୟ ବାଲ୍ୟ ବିବାହ ମୁକ୍ତ ଭାରତ ଅଭିଯାନ ଅନ୍ତର୍ଗତ ଜିଲ୍ଲା ସ୍ତରୀୟ ସଚେତନତା କର୍ମଶାଳା

February 13, 2026

ରଣପୁର: ଜିଲ୍ଲା ସ୍ତରୀୟ ପାଠଚକ୍ର ଉଦଯାପିତ

February 13, 2026

ଆସନ୍ନ ଅଙ୍ଗଚ୍ଛେଦକୁ ପ୍ରତିହତ କରି ରୋଗୀର ଗୋଡ଼କୁ ରକ୍ଷା କରିବାରେ ସଫଳ ହେଲେ ସମ୍ମମ ଡାକ୍ତର

February 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.