Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ରାଜ୍ୟରେ କରୋନା ଯୋଗୁଁ 9ଜଣଙ୍କ ମୃତ୍ୟୁ : ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା 300 ଟପିଲା
ଆଜିର ଖବର

ଆଜି ରାଜ୍ୟରେ କରୋନା ଯୋଗୁଁ 9ଜଣଙ୍କ ମୃତ୍ୟୁ : ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା 300 ଟପିଲା

August 12, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ଆଜି ରାଜ୍ୟରେ କରୋନା ଯୋଗୁଁ 9 ଜଣଙ୍କ ମୃତ୍ୟୁ ଘଟିଛି । ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ 4 ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ରାୟଗଡାରୁ 2 ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ଅନୁଗୁଳ, ବାଲେଶ୍ବର ଓ ଖୋର୍ଦ୍ଧା ଜିଲ୍ଲାରୁ ଜଣେ ଲେଖାଏଁ ମୃତ୍ୟୁବରଣ କରିଛନ୍ତି ବୋଲି ରାଜ୍ୟ ସୂଚନା ଓ ପରିବାର ବିଭାଗ ସୂଚନାଦେଇଛି ।

ଗଞ୍ଜାମରୁ ଆଜି 4  ଜଣଙ୍କର ମୃତ୍ୟୁହୋଇଥିବାବେଳେ ତିନିଜଣ ପୁରୁଷ ଓ ଜଣେ ମହିଳା ରହିଛନ୍ତି । ମୃତ ମହିଳାଙ୍କ ବୟସ 48 ବର୍ଷ ହୋଇଥିବାବେଳେ ଅନ୍ୟ ତିନି ପୁରୁଷଙ୍କ ମଧ୍ୟରୁ ଦୁଇଜଣଙ୍କର ବୟସ 57 ବର୍ଷ ହୋଇଥିବାବେଳ ଅନ୍ୟ ଜଣେ 74 ବର୍ଷ ବୟସ୍କ ବୋଲି ସୂଚନା ରହିଛି । ସେହିପରି ରାୟଗଡାରୁ ଦୁଇ 65 ବର୍ଷୀୟ ପୁରୁଷ ମୃତ୍ୟୁବରଣ କରିଛନ୍ତି । ସେହିପରି ଖୋର୍ଦ୍ଧା ଜିଲ୍ଲାରୁ ମୃତ୍ୟୁବରଣ କରିଥିବା ବ୍ୟକ୍ତିଙ୍କ ବୟସ 58 ବର୍ଷ, ବାଲେଶ୍ବରରୁ ମୃତ୍ୟୁବରଣ କରିଥିବା ଆକ୍ରାନ୍ତଙ୍କ ବୟସ 38 ବର୍ଷ ଓ ଅନୁଗୁଳରୁ ଜଣେ 44 ବର୍ଷୀୟା ମହିଳା ମୃତ୍ୟୁ ବରଣ କରିଥିବାର ସୂଚନା ରହିଛି ।

ଆଜି ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା 305କୁ ବୃଦ୍ଧି ହୋଇଛି । କେବଳ ଗଞ୍ଜାମରେ ମୃ୍ତ୍ୟୁ ସଂଖ୍ୟା 144କୁ ବୃଦ୍ଧି ହୋଇଥିବାବେଳେ ଖୋର୍ଦ୍ଧା ଜିଲ୍ଲାରେ ଏହା 44କୁ ବୃଦ୍ଧି ହୋଇଛି । ସେହିପରି ରାୟଗଡାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା 14କୁ ବୃଦ୍ଧି ହୋଇଥିବାବେଳେ ବାଲେଶ୍ବରରୁ 7, ଅନୁଗୁଳରେ ଏହା 3କୁ ବୃଦ୍ଧି ହୋଇଛି।

Share. Facebook Twitter LinkedIn Email WhatsApp Copy Link

Related Posts

ଭୁବନେଶ୍ୱରରେ ଆୟୋଜିତ ହେଲା ଆଇସିଏମ୍‍ଆର-ଶାଇନ୍‍ ୨୦୨୬

August 12, 2026

ଓଡିଶା ବିଧାନସଭାର ବିଭାଗୀୟ ସ୍ଥାୟୀ କମିଟି – ୭ ର ସଦସ୍ୟମାନଙ୍କ ତାମିଲନାଡ଼ୁ ଗସ୍ତ

August 12, 2026

ଡ. ଜିତେନ୍ଦ୍ର ସିଂହଙ୍କୁ ସାକ୍ଷାତ କଲେ ଓଡ଼ିଶାର ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର

August 12, 2026

ରାଶିଫଳ: ସେପ୍ଟେମ୍ବର ୧୨ ତାରିଖରେ ସାତୋଟି ରାଶିର ଲୋକଙ୍କ ପାଇଁ ରହିଛି ବିପଦ

August 12, 2026
Latest News

ଭୁବନେଶ୍ୱରରେ ଆୟୋଜିତ ହେଲା ଆଇସିଏମ୍‍ଆର-ଶାଇନ୍‍ ୨୦୨୬

August 12, 2026

ଓଡିଶା ବିଧାନସଭାର ବିଭାଗୀୟ ସ୍ଥାୟୀ କମିଟି – ୭ ର ସଦସ୍ୟମାନଙ୍କ ତାମିଲନାଡ଼ୁ ଗସ୍ତ

August 12, 2026

ଡ. ଜିତେନ୍ଦ୍ର ସିଂହଙ୍କୁ ସାକ୍ଷାତ କଲେ ଓଡ଼ିଶାର ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର

August 12, 2026

ରାଶିଫଳ: ସେପ୍ଟେମ୍ବର ୧୨ ତାରିଖରେ ସାତୋଟି ରାଶିର ଲୋକଙ୍କ ପାଇଁ ରହିଛି ବିପଦ

August 12, 2026

ଜିଲ୍ଲାପାଳଙ୍କ ଅଫିସ୍‌ରେ କୀଟନାଶକ ପିଇଲେ ବ୍ୟକ୍ତି

August 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.