Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଜମିବାଡି ବିବାଦକୁ ନେଇ ଆକ୍ରମଣ : ପୋଲିସ୍‌କୁ ଆକ୍ରମଣ, ଗାଡି ପୋଡି
ଆଜିର ଖବର

ଜମିବାଡି ବିବାଦକୁ ନେଇ ଆକ୍ରମଣ : ପୋଲିସ୍‌କୁ ଆକ୍ରମଣ, ଗାଡି ପୋଡି

August 12, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଯାଜପୁର :  ଜମିବାଡି ବିବାଦରୁ ଦୁଇ ଭାଇଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି । ଏପରିକି ଘଟଣାସ୍ଥଳକୁ ଯାଇଥିବା ପୋଲିସ୍‌କୁ ମଧ୍ୟ ଆକ୍ରମଣ ହୋଇଥିବାର ସୂଚନା ରହିଛି । ପାଣିକୋଇଲି ଥାନା ଅମୃତିଆ ଗ୍ରାମରେ ଏହି ଆକ୍ରମଣ ହୋଇଥିବାର ଖବର ମିଳିଛି । ଟେକାପଥର ମାଡ଼ରେ ପୋଲିସ୍‌ ପିସିଆର ଭ୍ୟାନ୍‌ କ୍ଷତିଗ୍ରସ୍ତ ହୋଇଛି । ଆକ୍ରମଣକାରୀମାନେ 2 ଟି ବାଇକ୍‌କୁ ମଧ୍ୟ ଜାଳି ଦେଇଛନ୍ତି ଆକ୍ରମଣକାରୀ । ଏହି ଘଟଣାରେ ଗୁରୁତର ଆହତ 4 ଜଣ ସଦର ମେଡ଼ିକାଲରେ ଭର୍ତ୍ତି ହୋଇଛନ୍ତି । ପୋଲିସ୍‌ ମଧ୍ୟ ଘଟଣାସ୍ଥଳରୁ ପଳାଇ ଆସିଥିବା ସୂଚନା ରହିଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟସଭା ନିର୍ବାଚନ: ଦତ୍ତେଶ୍ୱର ହୋତାଙ୍କ ପକ୍ଷରେ ମତଦାନ କରିବାକୁ ସି.ପି.ଆଇ.(ଏମ୍) ର ଆହ୍ୱାନ

March 15, 2026

ଆସନ୍ତାକାଲି ରାଜ୍ୟସଭା ନିର୍ବାଚନ: ଓଡ଼ିଶାର ୪ଟି ଆସନ ପାଇଁ ହେବ ମତଦାନ

March 15, 2026

ଦିଲ୍ଲୀ-ସାହରନପୁର-ଡେରାଡୁନ ଏକ୍ସପ୍ରେସୱେ ପ୍ରକଳ୍ପ ପରିଦର୍ଶନ କଲେ ଗଣମାଧ୍ୟମ ପ୍ରତିନିଧି

March 15, 2026

ଆଞ୍ଚଳିକ ଶିକ୍ଷା ପ୍ରତିଷ୍ଠାନ ଭୁବନେଶ୍ବରରେ ଶୈଶବ ଯତ୍ନ ଓ ଶିକ୍ଷା ଉପରେ ଦୁଇଦିନିଆ କର୍ମଶାଳା

March 15, 2026
Latest News

ରାଜ୍ୟସଭା ନିର୍ବାଚନ: ଦତ୍ତେଶ୍ୱର ହୋତାଙ୍କ ପକ୍ଷରେ ମତଦାନ କରିବାକୁ ସି.ପି.ଆଇ.(ଏମ୍) ର ଆହ୍ୱାନ

March 15, 2026

ଆସନ୍ତାକାଲି ରାଜ୍ୟସଭା ନିର୍ବାଚନ: ଓଡ଼ିଶାର ୪ଟି ଆସନ ପାଇଁ ହେବ ମତଦାନ

March 15, 2026

ଦିଲ୍ଲୀ-ସାହରନପୁର-ଡେରାଡୁନ ଏକ୍ସପ୍ରେସୱେ ପ୍ରକଳ୍ପ ପରିଦର୍ଶନ କଲେ ଗଣମାଧ୍ୟମ ପ୍ରତିନିଧି

March 15, 2026

ଆଞ୍ଚଳିକ ଶିକ୍ଷା ପ୍ରତିଷ୍ଠାନ ଭୁବନେଶ୍ବରରେ ଶୈଶବ ଯତ୍ନ ଓ ଶିକ୍ଷା ଉପରେ ଦୁଇଦିନିଆ କର୍ମଶାଳା

March 15, 2026

ପଶ୍ଚିମ ଏସିଆରେ ସାମ୍ପ୍ରତିକ ଘଟଣାକ୍ରମ ଉପରେ ଆନ୍ତଃମନ୍ତ୍ରଣାଳୟ ସାମ୍ବାଦିକ ସମ୍ମିଳନୀ

March 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.