Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିଜେଡିରୁ ଇସ୍ତଫା ଦେଲେ ଗୁଣୁପୁର ବିଧାୟକ ଗମାଙ୍ଗ
ଆଜିର ଖବର

ବିଜେଡିରୁ ଇସ୍ତଫା ଦେଲେ ଗୁଣୁପୁର ବିଧାୟକ ଗମାଙ୍ଗ

March 18, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
gunupur mla trinath gamang resigns from bjd
gunupur mla trinath gamang resigns from bjd

ବିଜେଡିରୁ ଇସ୍ତଫା ଦେଲେ ଗୁଣୁପୁର ବିଧାୟକ ତ୍ରିନାଥ ଗମାଙ୍ଗ । ଦଳର ପ୍ରାଥମିକ ସଦସ୍ୟ ପଦରୁ ତ୍ରିନାଥ ଗମାଙ୍ଗ ଇସ୍ତଫା ଦେଇଛନ୍ତି । ଇସ୍ତଫା କାରଣ ଦର୍ଶାଇ ତ୍ରିନାଥ କହିଛନ୍ତି ଯେ, ଦଳରେ ତାଙ୍କୁ ଅଣଦେଖା କରାଯାଉଥିବାର ଅଭିଯୋଗ କରି ସେ ଇସ୍ତଫା ଦେଇଛନ୍ତି ବୋଲି ଇସ୍ତଫା ପତ୍ରରେ ଉଲ୍ଲେଖ କରିଛନ୍ତି ।  ଗତ ୧୬ତାରିଖରେ ଗୁଣୁପୁର ନିର୍ବାଚନ ମଣ୍ଡଳୀରେ ଅନ୍ୟ ଆଶାୟୀ ପ୍ରାର୍ଥୀଙ୍କୁ ନେଇ ମିଶ୍ରଣ ପର୍ବରେ ତାଙ୍କ ସାମିଲ୍‌ କରାନଯିବା ନେଇ ମର୍ମାହତ ହୋଇ ଦଳ ଛାଡ଼ିବାକୁ ନିଷ୍ପତ୍ତି ନେଇଛନ୍ତି ବୋଲି ସେ କହିଛନ୍ତି ।  ୨୦୦୯ରେ ତ୍ରିନାଥ ଦଳରେ ସାମିଲ୍‌ ହୋଇଥିବାବେଳେ ୨୦୧୪ରେ ଗୁଣୁପୁର ବିଜେଡ଼ି ବିଧାୟକ ପ୍ରାର୍ଥୀ ଭାବେ ନିର୍ବାଚନ ଲଢି ବିଜୟ ହୋଇଥିଲେ ।  ତେବେ ଇସ୍ତଫା ଦେବେ ପରେ କେଉଁଦଳରେ ଯୋଗଦେବେ ସେନେଇ କିଛି ସ୍ଥିର କରିନାହାନ୍ତି ବୋଲି କହିଛନ୍ତି ତ୍ରିନାଥ ।

BJD mla resigns thesamikhsya
Share. Facebook Twitter LinkedIn Email WhatsApp Copy Link

Related Posts

ଋଷିକେଶରେ ଆରଭିଏନଏଲ୍ ପ୍ରକଳ୍ପ ସାଇଟ୍ ପରିଦର୍ଶନ କଲେ ଓଡ଼ିଶା ପ୍ରତିନିଧି ଦଳ

March 13, 2026

ଖୋର୍ଦ୍ଧା ଟାଉନ୍ ଶାଖା ଚଣ୍ଡିଚୁଆ ନୁତନ ଷ୍ଟେଟ୍ ବ୍ୟାଙ୍କର ଶୁଭାରମ୍ଭ

March 13, 2026

ଓଡ଼ିଶାରେ କେତୋଟି ଆକାଶବାଣୀ କେନ୍ଦ୍ର କାର୍ଯ୍ୟ କରୁଛି?: ସଂସଦରେ ଉତ୍ତର ଦେଲେ କେନ୍ଦ୍ର ରାଷ୍ଟ୍ର ମନ୍ତ୍ରୀ

March 13, 2026

ରବିନ୍ଦ୍ର ଜେନାଙ୍କୁ ନେଇ ବାଲେଶ୍ବର ରାଜନୀତି ତାତିଲା, ବିଜେପି ଛାଡିଲେ ପୂର୍ବତନ ବିଧାୟକ ଜୀବନ ପ୍ରଦୀପ ଦାଶ

March 13, 2026
Latest News

ପି.ଏମ୍ କିଷାନରେ ଆବଶ୍ୟକ ହେଉଥିବା ସମସ୍ତ ମାନଦଣ୍ଡକୁ ପୂରଣ କରି ସହାୟତା ଲାଭ କରନ୍ତୁ: ମୁଖ୍ୟମନ୍ତ୍ରୀ

March 13, 2026

ଋଷିକେଶରେ ଆରଭିଏନଏଲ୍ ପ୍ରକଳ୍ପ ସାଇଟ୍ ପରିଦର୍ଶନ କଲେ ଓଡ଼ିଶା ପ୍ରତିନିଧି ଦଳ

March 13, 2026

ଖୋର୍ଦ୍ଧା ଟାଉନ୍ ଶାଖା ଚଣ୍ଡିଚୁଆ ନୁତନ ଷ୍ଟେଟ୍ ବ୍ୟାଙ୍କର ଶୁଭାରମ୍ଭ

March 13, 2026

ଓଡ଼ିଶାରେ କେତୋଟି ଆକାଶବାଣୀ କେନ୍ଦ୍ର କାର୍ଯ୍ୟ କରୁଛି?: ସଂସଦରେ ଉତ୍ତର ଦେଲେ କେନ୍ଦ୍ର ରାଷ୍ଟ୍ର ମନ୍ତ୍ରୀ

March 13, 2026

ରବିନ୍ଦ୍ର ଜେନାଙ୍କୁ ନେଇ ବାଲେଶ୍ବର ରାଜନୀତି ତାତିଲା, ବିଜେପି ଛାଡିଲେ ପୂର୍ବତନ ବିଧାୟକ ଜୀବନ ପ୍ରଦୀପ ଦାଶ

March 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.