Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଜୁଆଆଡ୍ଡା ଚଢ଼ାଉ: ୮ ଗିରଫ ସହ ୧ ଲକ୍ଷ ୮୦ ହଜାର ଟଙ୍କା ଜବତ
ଆଜିର ଖବର

ଜୁଆଆଡ୍ଡା ଚଢ଼ାଉ: ୮ ଗିରଫ ସହ ୧ ଲକ୍ଷ ୮୦ ହଜାର ଟଙ୍କା ଜବତ

August 12, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ହେମାଙ୍ଗ ପ୍ରସାଦ ରାଉଳ
ବ୍ରହ୍ମପୁର: ଗୋଳନ୍ଥରା ପୋଲିସ୍ ପକ୍ଷରୁ ସୋରଳ ଜଙ୍ଗସନ୍ ନିକଟରେ ଏକ ଜୁଆଆଡ୍ଡା ଉପରେ ଚଢ଼ାଉ କରାଯାଇ ୯ ଜଣ ଅଭିଯୁକ୍ତକୁ ଗିରଫ କରାଯାଇଥିବା ଜଣାପଡ଼ିଛି। ଘଟଣାରୁ ପ୍ରକାଶ ଯେ ଏହି ଅଂଚଳରେ ବହୁଦିନ ହେବ ଜୁଆଆଡ୍ଡାଟି ଚାଲିଥିଲା। ଆଜି ଗୋଳନ୍ଥରା ପୋଲିସ୍ କୌଣସି ବିଶେଷ ସୂତ୍ରରୁ ଖବର ପାଇ ସୋରଳ ଛକ ଅଂଚଳରେ ଚଢ଼ାଉ କରିଥିଲେ। ୮ ଜଣ ଜୁଆଡ଼ିକୁ ଗିରଫ କରାଯାଇଥିବାବେଳେ ଜୁଆଆଡ୍ଡାରୁ ୧ ଲକ୍ଷ ୮୦ ହଜାର ଟଙ୍କା ଜବତ ହୋଇଛି। ୫ଟି ମୋଟର ସାଇକେଲ୍‌କୁ ମଧ୍ୟ ପୋଲିସ୍ ଜବତ କରିଛି। ଏନେଇ ଗୋଳନ୍ଥରା ଥାନାରେ ୨୧୧/୧୨.୮.୨୦୨୦/ ୩ ଓପିଜି ଆକ୍ଟରେ ମାମଲା ରୁଜୁ ହୋଇଛି।

ଗୋଳନ୍ଥରା ପୋଲିସ୍ ଜୁଆଆଡ୍ଡା
Share. Facebook Twitter LinkedIn Email WhatsApp Copy Link

Related Posts

ହାଇଦ୍ରାବାଦକୁ ପରାସ୍ତ କରି କ୍ୱାଲିଫାୟର ୨ ରେ ସ୍ଥାନ ସୁରକ୍ଷିତ କଲା ରାଜସ୍ଥାନ: ଇତିହାସ ରଚିଲେ ବୈଭବ

May 27, 2026

ଓଡିଶା ବିଧାନସଭାର ଶ୍ରେଷ୍ଠ ବିଧାୟକ ଚୟନ ପାଇଁ କମିଟି ଗଠନ

May 27, 2026

ପୁଣି ଚର୍ଚ୍ଚା ଧରିଲା ଫଡନଭିସ୍ ଏବଂ ଠାକରେ ଗୋଷ୍ଠୀ ମଧ୍ୟରେ ଘନିଷ୍ଠତା !

May 27, 2026

ଘର ଉପରେ ଗଛ ପଡି ମହିଳା ମୃତ

May 27, 2026
Latest News

ହାଇଦ୍ରାବାଦକୁ ପରାସ୍ତ କରି କ୍ୱାଲିଫାୟର ୨ ରେ ସ୍ଥାନ ସୁରକ୍ଷିତ କଲା ରାଜସ୍ଥାନ: ଇତିହାସ ରଚିଲେ ବୈଭବ

May 27, 2026

ଓଡିଶା ବିଧାନସଭାର ଶ୍ରେଷ୍ଠ ବିଧାୟକ ଚୟନ ପାଇଁ କମିଟି ଗଠନ

May 27, 2026

ପୁଣି ଚର୍ଚ୍ଚା ଧରିଲା ଫଡନଭିସ୍ ଏବଂ ଠାକରେ ଗୋଷ୍ଠୀ ମଧ୍ୟରେ ଘନିଷ୍ଠତା !

May 27, 2026

ଘର ଉପରେ ଗଛ ପଡି ମହିଳା ମୃତ

May 27, 2026

ଖୁବଶୀଘ୍ର ଚାଲିବ ପ୍ରଥମ ସ୍ବଦେଶୀ ହାଇଡ୍ରୋଜେନ୍‌ ଟ୍ରେନ୍

May 27, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.