Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ରାଜ୍ୟରୁ କରୋନା ଯୋଗୁଁ 9 ମୃତ : ରାଜ୍ୟରେ ମୋଟ୍‌ ମୃତ୍ୟୁ ସଂଖ୍ୟା 314 ଟପିଲା
ଆଜିର ଖବର

ଆଜି ରାଜ୍ୟରୁ କରୋନା ଯୋଗୁଁ 9 ମୃତ : ରାଜ୍ୟରେ ମୋଟ୍‌ ମୃତ୍ୟୁ ସଂଖ୍ୟା 314 ଟପିଲା

August 13, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ଆଜି ରାଜ୍ୟରେ କରୋନା ଯୋଗୁଁ 9 ଜଣଙ୍କ ମୃତ୍ୟୁ ଘଟିଛି । ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ3 ଜଣଙ୍କର ମୃତ୍ୟୁ ହୋଇଥିବାବେଳେ କଟକ ଓ ମୟୂରଭଞ୍ଜ ଜିଲ୍ଲାରୁ 2ଜଣ ଲେଖାଏଁ ମୃତ୍ୟୁ ହୋଇଛନ୍ତି । ସୁନ୍ଦରଗଡ ଓ କନ୍ଧମାଳରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବାର ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ।

ଗଞ୍ଜାମର ତିନି  ମୃତକଙ୍କ ବୟସ ଯଥାକ୍ରମେ 73, 82 ଓ 36 ବର୍ଷ ବୋଲି ସୂଚନା ରହିଛି । ସେହିପରି କଟକରୁ ଆଜି ଦୁଇ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବାବେଳେ ମୃତକଙ୍କ ବୟସ ଯଥାକମେ 23 ଓ 72 ବର୍ଷ । ସେହିପରି ମୟୂରଭଞ୍ଜରୁ 60 ଓ 58ବର୍ଷୀୟ ବ୍ୟକ୍ତି ମୃତ୍ୟୁ ହୋଇଛି । ସେହିପରି ସୁନ୍ଦରଗଡରୁ ମୃତ୍ୟୁବରଣ କରିଥିବା ଆକ୍ରାନ୍ତଙ୍କ ବୟସ 81ବର୍ଷ ହୋଇଥିବାବେଳେ କନ୍ଧମାଳରୁ ମୃତ୍ୟୁବରଣ କରିଥିବା ଆକ୍ରାନ୍ତଙ୍କ ବୟସ 61ବର୍ଷ ବୋଲି ସୂଚନା ରହିଛି ।

ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା 314ରେ ପହଞ୍ଚିଥିବାବେଳେ ଗଞ୍ଜାମ ଜିଲ୍ଲାରେ ଏହା 147କୁ ବୃଦ୍ଧି ହୋଇଛି । ସେହିପରି କଟକ ଜିଲ୍ଲାରେ ଏହା 13କୁ ବୃଦ୍ଧି ହୋଇଥିବାବେଳେ ସୁନ୍ଦରଗଡରେ 20 ଜଣଙ୍କର କରୋନା ଜନିତ ମୃତ୍ୟୁ ହୋଇଛି । ସେହିପରି ମୟୂରଭଞ୍ଜରେ 3 ଜଣଙ୍କର ମୃତ୍ୟୁ ହୋଇଥିବାବେଳେ କନ୍ଧମାଳରେ ମୃତ୍ୟୁ ସଂଖ୍ୟା 6କୁ ବୃଦ୍ଧି ହୋଇଛି ।

କଟକ ଗଞ୍ଜାମ ମୟୂରଭଞ୍ଜ
Share. Facebook Twitter LinkedIn Email WhatsApp Copy Link

Related Posts

କେନ୍ଦୁଝରରେ ବନ୍ୟା କ୍ଷୟକ୍ଷତି ଆକଳନ ଓ ପୁନରୁଦ୍ଧାର କାର୍ଯ୍ୟର ସମୀକ୍ଷା କଲେ ମନ୍ତ୍ରୀ ଶ୍ରୀ ରବି ନାରାୟଣ ନାଏକ

August 5, 2026

RBI MPC 2026: ରେପୋ ରେଟ୍‌ରେ କୌଣସି ପରିବର୍ତ୍ତନ ନାହିଁ, ହୋମ୍ ଲୋନ୍ ଓ କାର୍ ଲୋନ୍ EMI ରହିବ ପୂର୍ବଭଳି

August 5, 2026

ଜନ୍ତର ମନ୍ତରରେ ଷଡ଼ଯନ୍ତ୍ର ରଚିଥିଲା ପାକିସ୍ତାନ?: ଏକ ISI ମଡ୍ୟୁଲର ନଅ ସଦସ୍ୟ ଗିରଫ

August 5, 2026

ବୈପାରିଗୁଡ଼ାରେ ବିଲୁଆ ଆତଙ୍କ

August 5, 2026
Latest News

କେନ୍ଦୁଝରରେ ବନ୍ୟା କ୍ଷୟକ୍ଷତି ଆକଳନ ଓ ପୁନରୁଦ୍ଧାର କାର୍ଯ୍ୟର ସମୀକ୍ଷା କଲେ ମନ୍ତ୍ରୀ ଶ୍ରୀ ରବି ନାରାୟଣ ନାଏକ

August 5, 2026

ହଟ୍ଟଗୋଳ ମଧ୍ୟରେ ଏହି ପ୍ରମୁଖ ବିଲ୍ ପାସ୍ କଲେ ସୀତାରମଣ: ୩ ମିନିଟରେ କିପରି ହେଲା ସମ୍ଭବ?

August 5, 2026

RBI MPC 2026: ରେପୋ ରେଟ୍‌ରେ କୌଣସି ପରିବର୍ତ୍ତନ ନାହିଁ, ହୋମ୍ ଲୋନ୍ ଓ କାର୍ ଲୋନ୍ EMI ରହିବ ପୂର୍ବଭଳି

August 5, 2026

ଜନ୍ତର ମନ୍ତରରେ ଷଡ଼ଯନ୍ତ୍ର ରଚିଥିଲା ପାକିସ୍ତାନ?: ଏକ ISI ମଡ୍ୟୁଲର ନଅ ସଦସ୍ୟ ଗିରଫ

August 5, 2026

ବୈପାରିଗୁଡ଼ାରେ ବିଲୁଆ ଆତଙ୍କ

August 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.