Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କରୋନା ସମୟରେ ଇଲେକ୍ଟି ବିଲ୍‌: ବୋଝ ଉପରେ ନଳିତା ବିଡ଼ା
ଆଜିର ଖବର

କରୋନା ସମୟରେ ଇଲେକ୍ଟି ବିଲ୍‌: ବୋଝ ଉପରେ ନଳିତା ବିଡ଼ା

August 13, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ହେମାଙ୍ଗ ପ୍ରସାଦ ରାଉଳ

ବ୍ରହ୍ମପୁର: ଗତ ମାର୍ଚ୍ଚ ମାସଠାରୁ ଧିରେ ଧିରେ କରୋନା ମହାମାରୀର ଉଗ୍ର ରୂପ ଦେଖିବାକୁ ମିଳୁଛି । ଯାହାଫଳରେ କ୍ଷୁଦ୍ର ବ୍ୟବସାୟୀଙ୍କଠାରୁ ଆରମ୍ଭ କରି ମଧ୍ୟବର୍ତ୍ତୀ ତଥା ଖଟିଖିଆମାନେ ବିଭିନ୍ନ ପ୍ରକାରର ଅସୁବିଧା ଦେଇ ଗତି କରୁଛନ୍ତି । ରାଜ୍ୟ ସରକାରଙ୍କ ନିଷ୍ପତ୍ତି କ୍ରମେ ଲକ୍‌ଡ଼ାଉଡ଼୍ ଏବଂ ସଟ୍‌ଡ଼ାଉନ୍ ଦୀର୍ଘ ଛଅମାସ ହେଲା ଲୋକଙ୍କ ମେରୁଦଣ୍ଡ ଭାଙ୍ଗିଦେଲାଣି ।

ମୁଖ୍ୟତଃ ବ୍ୟବସାୟୀ ଏବଂ ମଧ୍ୟବର୍ତ୍ତୀ ପରିବାରର ଲୋକମାନେ ନାନା ପ୍ରକାର ଅସୁବିଧାର ସମ୍ମୁଖୀନ ହେଉଛନ୍ତି । ଏହି ସମୟରେ ଦୋକାନବଜାର ବନ୍ଦ ରହୁଥିବା ଯୋଗୁଁ ବ୍ୟବସାୟ ପ୍ରାୟ ବନ୍ଦ କହିଲେ ଚଳେ । ସବୁଠାରୁ ଅଧିକ କ୍ଷତିଗସ୍ତ ହୋଇଛି ଗଂଜାମ ଜିଲ୍ଲା। ଏଠାରେ ଗତ କିଛି ମାସ ହେଲା ପ୍ରାୟ ସଟ୍‌ଡ଼ାଉନ୍‌, ଲକ୍‌ଡ଼ାଉନ୍ ହୋଇଛି । ଫଳରେ ଦୋକାନୀ ଏବଂ ଅନ୍ୟାନ୍ୟ ବ୍ୟବସାୟୀମାନଙ୍କ ଆୟର ସ୍ରୋତ ବନ୍ଦ ହୋଇଯାଇଛି । ଏମାନଙ୍କୁ ଦୁଇଓଳି ଖାଇବା ମଧ୍ୟ କଷ୍ଟକର ହୋଇପଡ଼ିଲାଣି ।

ଗତକିଛି ମାସ ହେଲା ନିୟମିତ ଭାବେ ଇଲେକ୍ଟି ବିଲ୍ ଆସୁନଥିବାବେଳେ ଏକଥରକରେ ବିଲ୍ ଆସିବାରୁ ଉପଭୋକ୍ତାମାନେ ଏହାକୁ ପୈଠ କରିବାକୁ ବର୍ତ୍ତମାନ ଅସମର୍ଥ । ତେଣୁ ରାଜ୍ୟ ସରକାର ଗଂଜାମ ଜିଲ୍ଲାର ବିଦ୍ୟୁତ ଉପଭୋକ୍ତାଙ୍କ ପାଇଁ କିଛି ସବ୍‌ସିଡ଼ି କିମ୍ବା ସଂପୂର୍ଣ୍ଣ ବିଲ୍ ଛାଡ଼ କରିବାକୁ ସହରର ବିଭିନ୍ନ ସଂଗଠନ ତଥା ଅଂଚଳର ବୁଦ୍ଧିଜୀବୀ ଏବଂ ଜନସାଧାରଣରେ ଦାବି ହୋଇଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟସଭା ନିର୍ବାଚନ: ଦତ୍ତେଶ୍ୱର ହୋତାଙ୍କ ପକ୍ଷରେ ମତଦାନ କରିବାକୁ ସି.ପି.ଆଇ.(ଏମ୍) ର ଆହ୍ୱାନ

March 15, 2026

ଆସନ୍ତାକାଲି ରାଜ୍ୟସଭା ନିର୍ବାଚନ: ଓଡ଼ିଶାର ୪ଟି ଆସନ ପାଇଁ ହେବ ମତଦାନ

March 15, 2026

ଦିଲ୍ଲୀ-ସାହରନପୁର-ଡେରାଡୁନ ଏକ୍ସପ୍ରେସୱେ ପ୍ରକଳ୍ପ ପରିଦର୍ଶନ କଲେ ଗଣମାଧ୍ୟମ ପ୍ରତିନିଧି

March 15, 2026

ଆଞ୍ଚଳିକ ଶିକ୍ଷା ପ୍ରତିଷ୍ଠାନ ଭୁବନେଶ୍ବରରେ ଶୈଶବ ଯତ୍ନ ଓ ଶିକ୍ଷା ଉପରେ ଦୁଇଦିନିଆ କର୍ମଶାଳା

March 15, 2026
Latest News

ରାଜ୍ୟସଭା ନିର୍ବାଚନ: ଦତ୍ତେଶ୍ୱର ହୋତାଙ୍କ ପକ୍ଷରେ ମତଦାନ କରିବାକୁ ସି.ପି.ଆଇ.(ଏମ୍) ର ଆହ୍ୱାନ

March 15, 2026

ଆସନ୍ତାକାଲି ରାଜ୍ୟସଭା ନିର୍ବାଚନ: ଓଡ଼ିଶାର ୪ଟି ଆସନ ପାଇଁ ହେବ ମତଦାନ

March 15, 2026

ଦିଲ୍ଲୀ-ସାହରନପୁର-ଡେରାଡୁନ ଏକ୍ସପ୍ରେସୱେ ପ୍ରକଳ୍ପ ପରିଦର୍ଶନ କଲେ ଗଣମାଧ୍ୟମ ପ୍ରତିନିଧି

March 15, 2026

ଆଞ୍ଚଳିକ ଶିକ୍ଷା ପ୍ରତିଷ୍ଠାନ ଭୁବନେଶ୍ବରରେ ଶୈଶବ ଯତ୍ନ ଓ ଶିକ୍ଷା ଉପରେ ଦୁଇଦିନିଆ କର୍ମଶାଳା

March 15, 2026

ପଶ୍ଚିମ ଏସିଆରେ ସାମ୍ପ୍ରତିକ ଘଟଣାକ୍ରମ ଉପରେ ଆନ୍ତଃମନ୍ତ୍ରଣାଳୟ ସାମ୍ବାଦିକ ସମ୍ମିଳନୀ

March 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.