Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପୋଲିଓ ବୁନ୍ଦା ଖାଇବାକୁ ଆସିଥିବା ଶିଶୁକୁ ଦିଆଗଲା ସାନିଟାଇଜର୍ ମିଶା‌ ପାଣି : ଗୁରୁତର ଅବସ୍ଥାରେ ହସ୍ପିଟାଲ ଭର୍ତ୍ତି
ଆଜିର ଖବର

ପୋଲିଓ ବୁନ୍ଦା ଖାଇବାକୁ ଆସିଥିବା ଶିଶୁକୁ ଦିଆଗଲା ସାନିଟାଇଜର୍ ମିଶା‌ ପାଣି : ଗୁରୁତର ଅବସ୍ଥାରେ ହସ୍ପିଟାଲ ଭର୍ତ୍ତି

August 13, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଅଗରତାଲା : ତ୍ରିପୁରାର ଏକ ସ୍ବାସ୍ଥ୍ୟକେନ୍ଦ୍ରର ଦାୟିତ୍ବହୀନତା କାର୍ଯ୍ୟ ସାମ୍ନାକୁ ଆସିଛି। ଏଠାରେ ଏକ 10 ମାସ ଶିଶୁର ଅବସ୍ଥା ଗୁରୁତର ହୋଇଛି । ଘଟଣାଟି ସାମ୍ନାକୁ ଆସିବା ପରେ ଏହି କାର୍ଯ୍ୟ ପାଇଁ ଜଣେ ଆଶା କର୍ମୀଙ୍କ ବିରୋଧରେ ପୋଲିସ୍‌ ଏତଲା ଦେଇଛି ।

ମିଳିଥିବା ସୂଚନା ଅନୁସାରେ ବୁଧବାର ଦିନ ଉନ୍‌କୋଟି ଜିଲ୍ଲାର ସୋନମୁରା ଗ୍ରାମର ସ୍ବାସ୍ଥ୍ୟକେନ୍ଦ୍ରକୁ ଏକ 10 ମାସର ଶିଶୁ ପୋଲିଓ ଟୀକା ଲଗାଇବା ପାଇଁ ଆସିଥିବାବେଳେ ସ୍ବାସ୍ଥ୍ୟକେନ୍ଦ୍ରରେ ଶିଶୁକୁ ସାନିଟାଇଜର୍‌ ମିଶା ପାଣି ପିଆଇ ଦେଇଥିବାର ଅଭିଯୋଗ ଆସିଛି । ଏହି ପାଣି ପିଇବା ପରେ ଶିଶୁଟି ଅସୁସ୍ଥ ହୋଇପଡିଥିବାବେଳେ ହସ୍ପିଟାଲରେ ଭର୍ତ୍ତି ହୋଇଛି । ସ୍ବାସ୍ଥ୍ୟ ଅଧିକାରୀ କହିଛନ୍ତି ଯେ, ଶିଶୁଟିର ଅବସ୍ଥା ଏବେ ସ୍ଥିର ରହିଛି । ଏହି ଘଟଣାରେ ଆଶା କର୍ମୀଙ୍କ ବିରୋଧରେ ମାମଲା ରୁଜୁ ହୋଇଛି ।

ପୋଲିଓ ରୋଗରୁ ମୁକ୍ତି ପାଇଁ ଶିଶୁକୁ 6 ବର୍ଷ ପର୍ଯ୍ୟନ୍ତ ପୋଲିଓ ଟୀକା ଦିଆଯାଇଥାଏ।  ପୋଲିଓ ଟୀକା ଏହି ରୋଗରୁ ଶିଶୁକୁ ରକ୍ଷା କରିଥାଏ । (ଏଜେନ୍ସି)

Share. Facebook Twitter LinkedIn Email WhatsApp Copy Link

Related Posts

ୟୁପି କଂଗ୍ରେସ ସଭାପତି ହେବେ ଆରାଧନା ମିଶ୍ର!: ଅଜୟ ରାୟଙ୍କ ହେବ ଛୁଟି

October 1, 2026

ଆହତ କାରଣରୁ ତୃତୀୟ ଏକଦିବସୀୟରୁ ବାଦ ପଡିଲେ ପ୍ରସିଦ୍ଧ କୃଷ୍ଣ: ଏହି ଯୁବ ଦ୍ରୁତ ବୋଲରଙ୍କୁ ସୁଯୋଗ

October 1, 2026

ଶ୍ରୀମନ୍ଦିର ଉତ୍ତର ଦ୍ୱାରରେ ଦିବ୍ୟାଙ୍ଗ ଓ ବୟସ୍କଙ୍କ ପାଇଁ ସ୍ୱତନ୍ତ୍ର ସୁବିଧା

October 1, 2026

ସମତା ଏକ୍ସପ୍ରେସ୍‌ରେ ଜିଆର୍‌ପିର ଚଢ଼ାଉ: ଗଞ୍ଜେଇ ଜବତ, ୬ ମହିଳା ଗିରଫ

October 1, 2026
Latest News

ୟୁପି କଂଗ୍ରେସ ସଭାପତି ହେବେ ଆରାଧନା ମିଶ୍ର!: ଅଜୟ ରାୟଙ୍କ ହେବ ଛୁଟି

October 1, 2026

ଆହତ କାରଣରୁ ତୃତୀୟ ଏକଦିବସୀୟରୁ ବାଦ ପଡିଲେ ପ୍ରସିଦ୍ଧ କୃଷ୍ଣ: ଏହି ଯୁବ ଦ୍ରୁତ ବୋଲରଙ୍କୁ ସୁଯୋଗ

October 1, 2026

ଶ୍ରୀମନ୍ଦିର ଉତ୍ତର ଦ୍ୱାରରେ ଦିବ୍ୟାଙ୍ଗ ଓ ବୟସ୍କଙ୍କ ପାଇଁ ସ୍ୱତନ୍ତ୍ର ସୁବିଧା

October 1, 2026

ସମତା ଏକ୍ସପ୍ରେସ୍‌ରେ ଜିଆର୍‌ପିର ଚଢ଼ାଉ: ଗଞ୍ଜେଇ ଜବତ, ୬ ମହିଳା ଗିରଫ

October 1, 2026

ହକି ସେମିଫାଇନାଲରେ ପାକିସ୍ତାନକୁ ପରାସ୍ତ କରି ଫାଇନାଲରେ ପହଞ୍ଚିଲା ଭାରତ

October 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.