Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଚାରିଦିନ ଯାଏଁ ବର୍ଷିବ : 2 ଜିଲ୍ଲାକୁ ଅରେଞ୍ଜ ଓ୍ବାର୍ଣ୍ଣିଂ
ଆଜିର ଖବର

ଚାରିଦିନ ଯାଏଁ ବର୍ଷିବ : 2 ଜିଲ୍ଲାକୁ ଅରେଞ୍ଜ ଓ୍ବାର୍ଣ୍ଣିଂ

August 13, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link
ଆସନ୍ତା ଚାରି ତାରିଖରେ ଲଘୁଚାପ, ତିନି ତାରଖରୁ ଓଡିଶାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର :  ଆସନ୍ତା ଚାରି ଦିନ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ହେବାର ରହିଛି । ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଲଘୁଚାପ ପ୍ରଭାବରେ ରାଜ୍ୟରେ 4 ଦିନ ପର୍ଯ୍ୟନ୍ତ ବର୍ଷା ସମ୍ଭାବନା ରହିଛି । ଆଗାମୀ 24 ଘଣ୍ଟା ପାଇଁ 2ଜିଲ୍ଲାକୁ ପାଣିପାଗ ବିଭାଗର ଅରେଞ୍ଜ ଓ୍ବାର୍ଣ୍ଣିଂ ଜାରି ରହିଛି । ମାଲ୍‌କାନଗିରି ଓ କୋରାପୁଟକୁ ଅରେଞ୍ଜ ଓ୍ବାର୍ଣ୍ଣିଂ ଜାରି କରିଛି । ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । କାଲି ସକାଳ 8ଟା 30 ଯାଏଁ  10 ଜିଲ୍ଲାକୁ ୟେଲୋ  ଓ୍ବାର୍ଣ୍ଣିଂ ଜାରି କରାଯାଇଛି । ଗଞ୍ଜାମ, ପୁରୀ, ଗଜପତି, ଜଗତସିଂହପୁର, ରାୟଗଡା,କନ୍ଧମାଳ, କଳାହାଣ୍ଡି,ସମ୍ବଲପୁର ଓ ଦେବଗଡ ଓ ନବରଙ୍ଗପୁର ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଦୁଇ ଦିନ ଯାଏଁ ସମୁଦ୍ର ଭିତରକୁ ନ ଯିବାକୁ ମତ୍ସ୍ୟଜୀବୀମାନଙ୍କୁ ପରାମର୍ଶ ଦିଆଯାଇଛି ।

ଅପରପକ୍ଷରେ ଖୋର୍ଦ୍ଧା , ନୟାଗଡ ଓ ପୁରୀ ଜିଲ୍ଲାରେ ବିଜୁଳି ଓ ଘଡଘଡିକୁ ନେଇ ସତର୍କ ସୂଚନା ଜାରି କରାଯାଇଛି । ଖୋର୍ଦ୍ଧା ଜିଲ୍ଲାର ବେଗୁନିଆ, ଟାଙ୍ଗୀ, ଚିଲିକା, ବାଣପୁର ଓ ନୟାଗଡ ଜିଲ୍ଲାରୁ ରଣପୁର ବ୍ଲକ ଓ ପୁରୀର କପିଳ ପ୍ରସାଦ ବ୍ଲକ୍‌ରେ ସତର୍କ ସୂଚନା ଜାରି କରାଯାଇଛି । ଏହି ଅଞ୍ଚଳଗୁଡିକରେ ବିଜୁଳି ସହିତ ଘଡଘଡି ହେବା ନେଇ ସୂଚନା ରହିଛି ।

ପ୍ରବଳ ବର୍ଷା ସମ୍ଭାବନା
Share. Facebook Twitter LinkedIn Email WhatsApp Copy Link

Related Posts

ଭାରତ ଯୋଗୁଁ ତୈଳ ମୂଲ୍ୟ ସ୍ଥିର ରହିଛି”: ଆମେରିକାର ରାଷ୍ଟ୍ରଦୂତଙ୍କ ବଡ ବିବୃତ୍ତି

March 11, 2026

ହାଇଦ୍ରାବାଦରୁ ଫୁକେଟ୍ ଯାଉଥିବା ଏୟାର ଇଣ୍ଡିଆ ବିମାନର ହାର୍ଡ ଲ୍ୟାଣ୍ଡିଂ: ଭାଙ୍ଗିଲା ନୋଜ୍ ଗିଅର୍

March 11, 2026

ସୂର୍ଯ୍ୟକୁମାର ଯାଦବଙ୍କ ପରେ କିଏ ହେବେ ଟିମ୍ ଇଣ୍ଡିଆର ନୂଆ ଟି-୨୦ ଅଧିନାୟକ?: ଜାଣନ୍ତୁ

March 11, 2026

ନିଶ୍ଚିତ ହେଲା କେବେ ମିଳିବ ପ୍ରଧାନମନ୍ତ୍ରୀ କିଷାନ ଯୋଜନାର ୨୨ ତମ କିସ୍ତି?: ଜାଣନ୍ତୁ…

March 11, 2026
Latest News

ଭାରତ ଯୋଗୁଁ ତୈଳ ମୂଲ୍ୟ ସ୍ଥିର ରହିଛି”: ଆମେରିକାର ରାଷ୍ଟ୍ରଦୂତଙ୍କ ବଡ ବିବୃତ୍ତି

March 11, 2026

ଗୋଦାବରୀଶ ମହାବିଦ୍ୟାଳୟରେ ସଡ଼କ ସୁରକ୍ଷା ଉପରେ ଡିଜିଟାଲ ଭିଡିଓ ପ୍ରଦର୍ଶନ କାର୍ଯ୍ୟକ୍ରମ

March 11, 2026

ସରକାରଙ୍କ ବଡ ନିଷ୍ପତ୍ତି: ୧୧,୬୮୨ଟି ନୂତନ MBBS ସିଟ୍ ଏବଂ ୪୩ଟି ନୂତନ ମେଡିକାଲ୍ କଲେଜକୁ ମଞ୍ଜୁରୀ

March 11, 2026

ହାଇଦ୍ରାବାଦରୁ ଫୁକେଟ୍ ଯାଉଥିବା ଏୟାର ଇଣ୍ଡିଆ ବିମାନର ହାର୍ଡ ଲ୍ୟାଣ୍ଡିଂ: ଭାଙ୍ଗିଲା ନୋଜ୍ ଗିଅର୍

March 11, 2026

ସୂର୍ଯ୍ୟକୁମାର ଯାଦବଙ୍କ ପରେ କିଏ ହେବେ ଟିମ୍ ଇଣ୍ଡିଆର ନୂଆ ଟି-୨୦ ଅଧିନାୟକ?: ଜାଣନ୍ତୁ

March 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.