Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଅଯୋଧ୍ୟାରେ ନିର୍ମାଣ ହେଉଛି ଭବ୍ୟ ରାମ ମନ୍ଦିର, ଦାନ କରିବାକୁ ଅପିଲ୍‌ କଲେ ରାମ ଜନ୍ମଭୂମି ତୀର୍ଥ କ୍ଷେତ୍ର ଟ୍ରଷ୍ଟର ମହାସଚିବ ଚମ୍ପତ୍‌ ରାୟ
ଆଜିର ଖବର

ଅଯୋଧ୍ୟାରେ ନିର୍ମାଣ ହେଉଛି ଭବ୍ୟ ରାମ ମନ୍ଦିର, ଦାନ କରିବାକୁ ଅପିଲ୍‌ କଲେ ରାମ ଜନ୍ମଭୂମି ତୀର୍ଥ କ୍ଷେତ୍ର ଟ୍ରଷ୍ଟର ମହାସଚିବ ଚମ୍ପତ୍‌ ରାୟ

August 13, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଅଯୋଧ୍ୟା:  ଗତ ଅଗଷ୍ଟ 5 ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉପସ୍ଥିତିରେ ଶ୍ରୀରାମର ମନ୍ଦିର ନିର୍ମାଣର ଭୂମି ପୂଜନ ହେବା ପରେ ରାମ ମନ୍ଦିର ନିର୍ମାଣ କାର୍ଯ୍ୟ ଏବେ ଆରମ୍ଭ ହୋଇଛି ।  ରାମ ଜନ୍ମଭୂମି ତୀର୍ଥ କ୍ଷେତ୍ର ଟ୍ରଷ୍ଟର ମହାସଚିବ ଚମ୍ପତ ରାୟ ଏକ ଭିଡିଓ ଜାରି କରି ମନ୍ଦିର ନିର୍ମାଣ ଆରମ୍ଭ ହୋଇଥିବା ସମ୍ପର୍କରେ ସୂଚନା ଦେଇଛନ୍ତି । ଏହା ବ୍ୟତୀତ ମନ୍ଦିର ନିର୍ମାଣ ନିମନ୍ତେ ଯୋଗଦାନ କରିବାକୁ ସେ ଅପିଲ କରିଛନ୍ତି । ଦେଶର କୋଟି କୋଟି ରାମ ଭକ୍ତ ମନ୍ଦିର ନିର୍ମାଣ ନିମନ୍ତେ ଦାନ କରିବାକୁ ଚାହୁଁଥିବାରୁ ଟ୍ରଷ୍ଟ ପକ୍ଷରୁ ଏକ ଆକାଉଣ୍ଟ ନମ୍ବର ଜାରି କରାଯାଇଥିବା ସେ କହିଛନ୍ତି । ଏହା ସମ୍ପର୍କରେ ଅଧିକ ତଥ୍ୟା ରାମ ଜନ୍ମଭୂମି ଟ୍ରଷ୍ଟ ତରଫରୁ ଟୁଇଟର୍‌ ହ୍ୟାଣ୍ଡେଲ୍‌ ଦିଆଯିବ ବୋଲି ସୂଚନା ଦିଆଯାଇଛି । ଏଣୁ ରାମ ଭକ୍ତମାନେ ଯଥା ଶକ୍ତି ଏବଂ ଯଥା ସମ୍ଭବ ଅର୍ଥ ଦାନ କରନ୍ତୁ ବୋଲି ସେ ଭିଡିଓ ବାର୍ତ୍ତାରେ ପ୍ରକାଶ କରିଛନ୍ତି।

The work for construction of a Bhavya and Divya Shri Ram Mandir has finally commenced after Bhoomi Pujan by Hon'ble Prime Minister at Shri Ram Janmbhoomi in Ayodhya.

Shri Ram Janmbhoomi Teerth Kshetra calls upon all Shri Ram Bhakts to contribute wholeheartedly to the cause. pic.twitter.com/pjhlEzjWZa

— Shri Ram Janmbhoomi Teerth Kshetra (@ShriRamTeerth) August 12, 2020

ସୂଚନାଯୋଗ୍ୟ, ରାମ ଜନ୍ମଭୂମି ତୀର୍ଥକ୍ଷେତ୍ର ନ୍ୟାସ ର ମୁଖ୍ୟ ନୃତ୍ୟ ଗୋପାଳ ଦାସ କରୋନାରେ ଆକ୍ରାନ୍ତ ହୋଇଛନ୍ତି । ଅଯୋଧ୍ୟା ଭୂମି ପୂଜନରେ ନୃତ୍ୟ ଗୋପାଳ ଦାସ ଉପସ୍ଥିତ ରହିଥିଲେ । ଏହି କାର୍ଯ୍ୟକ୍ରମରେ ଆରଏସଏସ ମୁଖ୍ୟ ମୋହନ ଭାଗବତ, ବାବା ରାମଦେବ, ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ସମେତ ଅନେକ ସାଧୁସନ୍ଥ ସାମିଲ ହୋଇଥିଲେ । (ଏଜେନ୍ସି)

ଅଯୋଧ୍ୟା ରାମ ମନ୍ଦିର
Share. Facebook Twitter LinkedIn Email WhatsApp Copy Link

Related Posts

ହର୍ମୁଜରେ ବାଣିଜ୍ୟିକ ଜାହାଜ ଉପରେ ଆକ୍ରମଣ କଲା ଇରାନ: ଭାରତର କଡ଼ା ପ୍ରତିକ୍ରିୟା

July 12, 2026

ଭାରତ-ଇଣ୍ଡୋନେସିଆ ସମ୍ପର୍କ: ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ପ୍ରଶଂସା କଲେ ପାକିସ୍ତାନର ପୂର୍ବତନ ରାଷ୍ଟ୍ରଦୂତ

July 12, 2026

ଅପହରଣ ପରେ ୧ ଲକ୍ଷ ଟଙ୍କାରେ ବିକ୍ରି ହେଲା ନାବାଳିକା: ୫ ଗିରଫ

July 12, 2026

ଅତିରିକ୍ତ ସମୟରେ ଆର୍ଜେଣ୍ଟିନାର ଦମଦାର ବିଜୟ: ସେମିଫାଇନାଲରେ ପହଞ୍ଚିଲା ମେସିଙ୍କ ଦଳ 

July 12, 2026
Latest News

ହର୍ମୁଜରେ ବାଣିଜ୍ୟିକ ଜାହାଜ ଉପରେ ଆକ୍ରମଣ କଲା ଇରାନ: ଭାରତର କଡ଼ା ପ୍ରତିକ୍ରିୟା

July 12, 2026

ଭାରତ-ଇଣ୍ଡୋନେସିଆ ସମ୍ପର୍କ: ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ପ୍ରଶଂସା କଲେ ପାକିସ୍ତାନର ପୂର୍ବତନ ରାଷ୍ଟ୍ରଦୂତ

July 12, 2026

ସାର୍ଟ ବୋତାମରେ ତିନି ରଥ ନିର୍ମାଣ କରି ଚର୍ଚ୍ଚାରେ ପିପିଲିର ଯୁବ ଶିଳ୍ପୀ ଅକ୍ଷୟ ମହାପାତ୍ର

July 12, 2026

କେବେ ହର୍ମୁଜ୍ ପ୍ରଣାଳୀ ଖୋଲିବ ଇରାନ?: ଡୋନାଲ୍ଡ ଟ୍ରମ୍ପଙ୍କ ଆଗରେ ଏହି ସର୍ତ୍ତ ରଖିଲା IRGC 

July 12, 2026

ଅପହରଣ ପରେ ୧ ଲକ୍ଷ ଟଙ୍କାରେ ବିକ୍ରି ହେଲା ନାବାଳିକା: ୫ ଗିରଫ

July 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.