Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନିର୍ବାଚନୀ ପ୍ରଚାର ଅଭିଯାନ ଆରମ୍ଭ କଲେ ପ୍ରିୟଙ୍କା
ଆଜିର ଖବର

ନିର୍ବାଚନୀ ପ୍ରଚାର ଅଭିଯାନ ଆରମ୍ଭ କଲେ ପ୍ରିୟଙ୍କା

March 18, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଆଜି ଲୋକସଭା ପାଇଁ ନିର୍ବାଚନ ପାଇଁ ପ୍ରଚାର ଆରମ୍ଭ କରିବେ। କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଆଜି ଉତ୍ତର ପ୍ରଦେଶ ଗସ୍ତ କରିଛନ୍ତି। ପ୍ରଥମେ ସେ ଗଙ୍ଗା ନଦୀରେ ପୂଜାର୍ଚ୍ଚନା କରିବା ସହ ହନୁମାନ ମନ୍ଦିର ଦର୍ଶନ କରି ପ୍ରୟାଗରାଜ ଗସ୍ତ କରିଛନ୍ତି। ପ୍ରିୟଙ୍କା ନୌକାବିହାର କରି ପ୍ରଚାର ଅଭିଯାନ ଆରମ୍ଭ କରିଛନ୍ତି। ପ୍ରୟାଗରାଜରୁ ବାରଣାସୀ ପର୍ଯ୍ୟନ୍ତ ନୌକାବିହାର କରିବେ ପ୍ରିୟଙ୍କା। ଏହି ଯାତ୍ରା ପାଖାପାଖି ୧୪୦ କିଲୋମିଟର ହେବ। ୟୁପିରେ କଂଗ୍ରେସକୁ ମଜବୁତ କରିବା ପାଇଁ ୪ଦିନିଆ ଉତ୍ତର ପ୍ରଦେଶ ଗସ୍ତରେ ଅଛନ୍ତି ପ୍ରିୟଙ୍କା। ପ୍ରଥମେ ସେ ଗଙ୍ଗା ନଦୀରେ ପୂଜାର୍ଚ୍ଚନା କରିବା ସହ ହନୁମାନ ମନ୍ଦିର ଦର୍ଶନ କରି ପ୍ରୟାଗରାଜ ଗସ୍ତ କରିଛନ୍ତି। ଏହି ସମୟରେ ସେ ଛାତ୍ରୀଛାତ୍ରଙ୍କ ପ୍ରତିନିଧି ମଣ୍ଡଳ ସହ ସାକ୍ଷାତ କରି ଶିକ୍ଷା, ବେକାରି ସମସ୍ୟା ଓ ସାଧାରଣ ଜନତାଙ୍କ ସୁବିଧା ଅସୁବିଧା ସମ୍ପର୍କରେ ପଚାରି ବୁଝିଛନ୍ତି। ପୂର୍ବରୁ ରାଜନୀତିରେ ରୁଚି ନ ଥିବା ପ୍ରିୟଙ୍କା କିନ୍ତୁ ଏବେ କଂଗ୍ରେସର ମଙ୍ଗ ଧରିଛନ୍ତି। ୧୯ ମାର୍ଚରେ ମିର୍ଜାପୁରରେ ରୋଡ୍ ସୋ କାର୍ଯ୍ୟକ୍ରମ ରହିଛି। ରୋଡ୍ ସୋ ପାଇଁ ପ୍ରିୟଙ୍କାଙ୍କୁ ପ୍ରଶାସନର ଅନୁମତି ମିଳିଛି। ଅନ୍ୟପଟେ ପ୍ରିୟଙ୍କାଙ୍କ ଗସ୍ତ ଉତ୍ତର ପ୍ରଦେଶର ବିଜେପି ଶାସିତ ସରକାରଙ୍କ ଉପରେ ପଡିବ ନାହିଁ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ।

priyankagandhi starts thesamikhsya
Share. Facebook Twitter LinkedIn Email WhatsApp Copy Link

Related Posts

ତ୍ରିପୁରା ଡିଜିପି ଅନୁରାଗ ଧନଖଡ଼ଙ୍କ ଆତ୍ମହତ୍ୟା!: ପୋଲିସ ମୁଖ୍ୟାଳୟରୁ ମୃତଦେହ ଉଦ୍ଧାର

July 20, 2026

CJP ର ସଂସଦ ପଦଯାତ୍ରା ମଧ୍ୟରେ ବଡ଼ ନିଷ୍ପତ୍ତି: ଅନଶନ ସମାପ୍ତ କଲେ ତିନି AISA ଛାତ୍ରଛାତ୍ରୀ

July 20, 2026

ଦେଶରେ ଚାଲିବ B-28 ବୁଲେଟ୍ ଟ୍ରେନ୍: ଜାଣନ୍ତୁ ଏହାର ଗତି ଏବଂ ରୁଟ୍

July 20, 2026

ହଙ୍ଗମା ସହିତ ଆରମ୍ଭ ହେଲା ମୌସୁମୀ ଅଧିବେଶନ: ଅପରାହ୍ନ ୧୨ ଟା ଯାଏଁ ଲୋକସଭା ମୁଲତବୀ

July 20, 2026
Latest News

ବାଣପୁର-ବାଲୁଗାଁ ରୋଟାରୀ କ୍ଲବର ଗଠନମୂଳକ ସଭା

July 20, 2026

ଡିମ୍ପଲ ଯାଦବଙ୍କ ସମେତ ଅନେକ ଏସପି ସାଂସଦ ଅଟକ: ସମାଜବାଦୀ ପାର୍ଟିର ଦାବି

July 20, 2026

ତ୍ରିପୁରା ଡିଜିପି ଅନୁରାଗ ଧନଖଡ଼ଙ୍କ ଆତ୍ମହତ୍ୟା!: ପୋଲିସ ମୁଖ୍ୟାଳୟରୁ ମୃତଦେହ ଉଦ୍ଧାର

July 20, 2026

ସତରେ କ’ଣ NEET ଫଳାଫଳରେ ଅନିୟମିତତା ହୋଇଛି?: ଜାଣନ୍ତୁ NTA ର ପ୍ରତିକ୍ରିୟା

July 20, 2026

CJP ର ସଂସଦ ପଦଯାତ୍ରା ମଧ୍ୟରେ ବଡ଼ ନିଷ୍ପତ୍ତି: ଅନଶନ ସମାପ୍ତ କଲେ ତିନି AISA ଛାତ୍ରଛାତ୍ରୀ

July 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.