Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ରାଜ୍ୟରୁ କରୋନା ଯୋଗୁଁ 10 ମୃତ୍ୟୁ : ରାଜ୍ୟରେ ମୋଟ୍‌ ମୃତ୍ୟୁ ସଂଖ୍ୟା 324 ଟପିଲା
ଆଜିର ଖବର

ଆଜି ରାଜ୍ୟରୁ କରୋନା ଯୋଗୁଁ 10 ମୃତ୍ୟୁ : ରାଜ୍ୟରେ ମୋଟ୍‌ ମୃତ୍ୟୁ ସଂଖ୍ୟା 324 ଟପିଲା

August 14, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ଆଜି ରାଜ୍ୟରେ କରୋନା ଯୋଗୁଁ ଦଶ ଜଣଙ୍କ ମୃତ୍ୟୁ ଘଟିଛି । ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ 4 ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ପୁରୀ ଜିଲ୍ଲାରୁ 3 ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ସୁନ୍ଦରଗଡ, ସମ୍ବଲପୁର ଓ କଟକରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବାର ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ।

ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା  314କୁ ବୃଦ୍ଧି ହୋଇଥିବାବେଳେ ଗଞ୍ଜାମରେ 151କୁ ବୃଦ୍ଧି ହୋଇଛି । ସେହିପରି କଟକ ଜିଲ୍ଲାରେ 14, ସୁନ୍ଦରଗଡରେ 21, ସମ୍ବଲପୁରରେ 3, ପୁରୀ କରୋନା ଜନିତ ମୃତ୍ୟୁ ସଂଖ୍ୟା 6କୁ ବୃଦ୍ଧି ହୋଇଛି ।

corona outbreak cuttack Ganjam Puri
Share. Facebook Twitter LinkedIn Email WhatsApp Copy Link

Related Posts

ସେପ୍ଟେମ୍ବର ୧୧ ରାଶିଫଳ: ଆଜି ତିନୋଟି ରାଶି ପାଇଁ ଆର୍ଥିକ ଲାଭ ସମ୍ଭାବନା

September 11, 2026

କୀଟନାଶକ ପିଇ ପ୍ରେମିକା ମୃତ

September 11, 2026

ଓଡ଼ିଶାରେ ସ୍ଥାପନ ହେବ ଆଧୁନିକ ଚାଉଳ ଓ ମାଣ୍ଡିଆ ପ୍ରକ୍ରିୟାକରଣ କାରଖାନା

September 10, 2026

ଡକ୍ଟର ପ୍ରତିଭା ରାୟଙ୍କୁ ସାହିତ୍ୟ ଅକାଦେମି ଫେଲୋସିପ୍ ପ୍ରଦାନ

September 10, 2026
Latest News

ସେପ୍ଟେମ୍ବର ୧୧ ରାଶିଫଳ: ଆଜି ତିନୋଟି ରାଶି ପାଇଁ ଆର୍ଥିକ ଲାଭ ସମ୍ଭାବନା

September 11, 2026

କୀଟନାଶକ ପିଇ ପ୍ରେମିକା ମୃତ

September 11, 2026

ଓଡ଼ିଶାରେ ସ୍ଥାପନ ହେବ ଆଧୁନିକ ଚାଉଳ ଓ ମାଣ୍ଡିଆ ପ୍ରକ୍ରିୟାକରଣ କାରଖାନା

September 10, 2026

ଡକ୍ଟର ପ୍ରତିଭା ରାୟଙ୍କୁ ସାହିତ୍ୟ ଅକାଦେମି ଫେଲୋସିପ୍ ପ୍ରଦାନ

September 10, 2026

ଓରାଙ୍ଗଉଟାନ ଉଦ୍ଧାର ଘଟଣା: ସବିଶେଷ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀଙ୍କ କଡ଼ା ନିର୍ଦ୍ଦେଶ

September 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.