Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆର୍‌ଟିଓରେ ଚାଲୁ ହେବ କାମ : ପରିବହନ ମନ୍ତ୍ରୀ
ଆଜିର ଖବର

ଆର୍‌ଟିଓରେ ଚାଲୁ ହେବ କାମ : ପରିବହନ ମନ୍ତ୍ରୀ

August 14, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ରାଜ୍ୟର ସମସ୍ତ ଆର୍‌ଟିଓ ଅଫିସ୍‌ରେ କାମ ଚାଲୁ ପାଇଁ ନିର୍ଦ୍ଦେଶ ରହିଛି । ଅନୁମତିପ୍ରାପ୍ତ କର୍ମଚାରୀଙ୍କୁ ନେଇ ଅଫିସ୍‌ ଖୋଲିବାକୁ ନିର୍ଦ୍ଦେଶ ଜାରି କରିଛନ୍ତି ପରିବହନ କମିଶନର । ନିର୍ଦ୍ଦେଶ ସମ୍ପର୍କରେ ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା ସୂଚନା ଦେଇଛନ୍ତି ।  ଡିଏଲ୍‌ ଏବଂ ଆର୍‌ସି ସମ୍ପର୍କିତ ନବୀକରଣ କାର୍ଯ୍ୟ ହୋଇପାରିବ ବୋଲି କହିଛନ୍ତି ମନ୍ତ୍ରୀ । ଆର୍‌ସି ସମ୍ପର୍କିତ ନାମ ପରିବର୍ତ୍ତନ ମଧ୍ୟ ହୋଇପାରିବ । ଅଗଷ୍ଟ 31 ପର୍ଯ୍ୟନ୍ତ ନବୀକରଣ କାର୍ଯ୍ୟ ହୋଇପାରିବ । ରାଜ୍ୟର ସମସ୍ତ ଆର୍‌ଟିଓ ଅଫିସ୍‌ ଖୋଲିବା ପାଇଁ ନିର୍ଦ୍ଦେଶ । ସେହିପରି ରେଜିଷ୍ଟ୍ରେସନ୍‌ ନବୀକରଣ ଓ ମାଲିକାନା ପରିବର୍ତ୍ତନ କରାଯାଇପାରିବ । ଏହି ଦୁଇ କାର୍ଯ୍ୟ ପାଇଁ ଆସୁଥିବା ଉପଭୋକ୍ତାଙ୍କୁ ଅନୁମତି ମିଳିବ ।  ତେବେ ଏହି ସମୟରେ  ମାସ୍କ, ସାମାଜିକ ଦୂରତା ନିୟମ କଡାକଡି ପାଳନ ପାଇଁ କୁହାଯାଇଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ମୁକ୍ତ ବାଣିଜ୍ୟ ରାଜିନାମା ମାଧ୍ୟମରେ ବିଶ୍ୱ ବଜାରରେ ସୁଯୋଗ ଖୋଜୁଛି ଓଡ଼ିଶା

October 14, 2026

ଅକ୍ଟୋବର ୧୪ ତାରିଖ ରାଶିଫଳ: ଆପଣ ଜାଣନ୍ତୁ ଆଜିର ଭାଗ୍ୟ ଓ ଭବିଷ୍ୟତ

October 14, 2026

ନବମ, ଦଶମ ଛାତ୍ରଛାତ୍ରୀଙ୍କୁ ମିଳିବ ମାଗଣା ପୁସ୍ତକ

October 13, 2026

ପ୍ରଧାନମନ୍ତ୍ରୀଙ୍କ ସ୍ୱତନ୍ତ୍ର ଫୋକସ୍‌ରେ ଓଡ଼ିଶା: ମୁଖ୍ୟମନ୍ତ୍ରୀ

October 13, 2026
Latest News

ମୁକ୍ତ ବାଣିଜ୍ୟ ରାଜିନାମା ମାଧ୍ୟମରେ ବିଶ୍ୱ ବଜାରରେ ସୁଯୋଗ ଖୋଜୁଛି ଓଡ଼ିଶା

October 14, 2026

ଅକ୍ଟୋବର ୧୪ ତାରିଖ ରାଶିଫଳ: ଆପଣ ଜାଣନ୍ତୁ ଆଜିର ଭାଗ୍ୟ ଓ ଭବିଷ୍ୟତ

October 14, 2026

ନବମ, ଦଶମ ଛାତ୍ରଛାତ୍ରୀଙ୍କୁ ମିଳିବ ମାଗଣା ପୁସ୍ତକ

October 13, 2026

ପ୍ରଧାନମନ୍ତ୍ରୀଙ୍କ ସ୍ୱତନ୍ତ୍ର ଫୋକସ୍‌ରେ ଓଡ଼ିଶା: ମୁଖ୍ୟମନ୍ତ୍ରୀ

October 13, 2026

ଦ ଗ୍ଲୋବାଲ କ୍ରାଉନ୍ ୨୦୨୬ ର ଦ୍ଵିତୀୟ ରନର୍ସ ଅପ୍ ବିଜୟିନୀ ମୁକୁଟ ପିନ୍ଧିଲେ କ୍ଷୀରାବ୍ଦୀ ପଟ୍ଟନାୟକ

October 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.