Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସହଜ ହେବ ଘର ନିର୍ମାଣ ! : କୋଠାବାଡି ନିର୍ମାଣ ନିୟମରେ ପରିବର୍ତ୍ତନ କଲେ ସରକାର
ଆଜିର ଖବର

ସହଜ ହେବ ଘର ନିର୍ମାଣ ! : କୋଠାବାଡି ନିର୍ମାଣ ନିୟମରେ ପରିବର୍ତ୍ତନ କଲେ ସରକାର

August 14, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର : କୋଠାବାଡ଼ି ନିର୍ମାଣ ନିୟମରେ ପରିବର୍ତ୍ତନ କରିଛନ୍ତି ରାଜ୍ୟ ସରକାର । ଓଡ଼ିଶା ଉନ୍ନୟନ ଯୋଜନା ଓ ନିର୍ମାଣମାନକ ନିୟମ -2020 ଆଧାରରେ ବହୁତଳ ଅଟ୍ଟାଳିକ ନିର୍ମାଣ ପାଇଁ ସରକାର ନିୟମରେ କୋହଳ କରିଛନ୍ତି । ଏବେ 8ଟି ଗୃହ ଥିବା ଘରକୁ ଆପାର୍ଟମେଣ୍ଟ କୁହାଯାଇପାରିବ । ପୂର୍ବରୁ 4ଟି ଗୃହ ଥବା ଅଟ୍ଟାଳିକାକୁ ଆପାର୍ଟମେଣ୍ଟ କୁହାଯାଉଥିଲା । ସେହିପରି ଉଚ୍ଚ ଅଟ୍ଟାଳିକା ନିର୍ମାଣରେ ପ୍ଲଟ୍‌ ସାଇଜ୍‌କୁ ନେଇ କୌଣସି ପ୍ରତିବନ୍ଧକ ହେବନି ବୋଲି ସୂଚନା ରହିଛି । ଖର୍ଦ୍ଦିଯୋଗ୍ୟ ଫ୍ଲୋର ଏରିଆ ରେସିଓ ପାଇଁ ଦେୟ ମୂଲ୍ୟ 50 ପ୍ରତିଶତ କମିଛି । ମଡେଲ ପ୍ଲାନ୍‌ ଅନୁମତି ପାଇଁ ବାରମ୍ବାର ଦୌଡିବାକୁ ପଡିବନି। ଆବଶ୍ୟକ ଟଙ୍କା ଓ ଅଣ୍ଡରଟେକିଂରେ ଘର କରିହେବ । 15ରୁ 18 ମିଟର ଉଚ୍ଚ ଘର ପାଇଁ 50 ପ୍ରତିଶତ ଖାଲି ସ୍ଥାନ ଛାଡିବେ ଡେଭଲପର । ସେହିପରି 18 ମିଟରରୁ ଉଚ୍ଚ ଘର କଲେ 40 % ସ୍ଥାନ ଖାଲି ରଖିବାକୁ ବାଧ୍ୟ। କୋଠାବାଡ଼ି ଓ ଗୋଦାମ ଗୃହ ପାଇଁ ପାର୍କିଂ ସ୍ଥାନ 90 ପ୍ରତିଶତ ହୋଇଥିବାର ସୂଚନା ଦେଇଛନ୍ତି ନଗର ଉନ୍ନୟନ ମନ୍ତ୍ରୀ ପ୍ରତାପ ଜେନା ।

Share. Facebook Twitter LinkedIn Email WhatsApp Copy Link

Related Posts

ଭୁବନେଶ୍ୱରରେ ଆୟୋଜିତ ହେଲା ଆଇସିଏମ୍‍ଆର-ଶାଇନ୍‍ ୨୦୨୬

August 12, 2026

ଓଡିଶା ବିଧାନସଭାର ବିଭାଗୀୟ ସ୍ଥାୟୀ କମିଟି – ୭ ର ସଦସ୍ୟମାନଙ୍କ ତାମିଲନାଡ଼ୁ ଗସ୍ତ

August 12, 2026

ଡ. ଜିତେନ୍ଦ୍ର ସିଂହଙ୍କୁ ସାକ୍ଷାତ କଲେ ଓଡ଼ିଶାର ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର

August 12, 2026

ରାଶିଫଳ: ସେପ୍ଟେମ୍ବର ୧୨ ତାରିଖରେ ସାତୋଟି ରାଶିର ଲୋକଙ୍କ ପାଇଁ ରହିଛି ବିପଦ

August 12, 2026
Latest News

ଭୁବନେଶ୍ୱରରେ ଆୟୋଜିତ ହେଲା ଆଇସିଏମ୍‍ଆର-ଶାଇନ୍‍ ୨୦୨୬

August 12, 2026

ଓଡିଶା ବିଧାନସଭାର ବିଭାଗୀୟ ସ୍ଥାୟୀ କମିଟି – ୭ ର ସଦସ୍ୟମାନଙ୍କ ତାମିଲନାଡ଼ୁ ଗସ୍ତ

August 12, 2026

ଡ. ଜିତେନ୍ଦ୍ର ସିଂହଙ୍କୁ ସାକ୍ଷାତ କଲେ ଓଡ଼ିଶାର ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର

August 12, 2026

ରାଶିଫଳ: ସେପ୍ଟେମ୍ବର ୧୨ ତାରିଖରେ ସାତୋଟି ରାଶିର ଲୋକଙ୍କ ପାଇଁ ରହିଛି ବିପଦ

August 12, 2026

ଜିଲ୍ଲାପାଳଙ୍କ ଅଫିସ୍‌ରେ କୀଟନାଶକ ପିଇଲେ ବ୍ୟକ୍ତି

August 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.