Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଓଡ଼ିଶାର 14 ଜଣଙ୍କୁ ପୋଲିସ୍‌ ମେଡାଲ୍‌ : ବିଶିଷ୍ଟ ସେବା ପାଇଁ ଓଡ଼ିଶାର ଦୁଇଜଣଙ୍କୁ ରାଷ୍ଟ୍ରପତି ପଦକ
ଆଜିର ଖବର

ଓଡ଼ିଶାର 14 ଜଣଙ୍କୁ ପୋଲିସ୍‌ ମେଡାଲ୍‌ : ବିଶିଷ୍ଟ ସେବା ପାଇଁ ଓଡ଼ିଶାର ଦୁଇଜଣଙ୍କୁ ରାଷ୍ଟ୍ରପତି ପଦକ

August 14, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link
୧୦୫୭ ପୁଲିସ୍ ଓ ସେବା କର୍ମଚାରୀଙ୍କୁ ସମ୍ମାନ: ଓଡ଼ିଶାର ୨୩ କର୍ମଚାରୀ ସମ୍ମାନିତ; ୫ ଜଣଙ୍କୁ ବୀରତ୍ୱ ପଦକ
୧୦୫୭ ପୁଲିସ୍ ଓ ସେବା କର୍ମଚାରୀଙ୍କୁ ସମ୍ମାନ: ଓଡ଼ିଶାର ୨୩ କର୍ମଚାରୀ ସମ୍ମାନିତ; ୫ ଜଣଙ୍କୁ ବୀରତ୍ୱ ପଦକ

ଭୁବନେଶ୍ବର : ଓଡ଼ିଶାର 14 ଜଣଙ୍କୁ ମିଳିବ ପୋଲିସ୍‌ ମେଡାଲ୍‌ । ସ୍ବାଧୀନତା ଦିବସ ଅବ୍ୟବହିତ ପୂର୍ବରୁ ପୋଲିସ୍‌ ପଦକ ଘୋଷଣା କରାଯାଇଛି। କେନ୍ଦ୍ର ଗୃହ ମନ୍ତ୍ରାଳୟ ପକ୍ଷରୁ ପୋଲିସ୍‌ ପଦକ ଘୋଷଣା କରାଯାଇଛି ।ବିଶିଷ୍ଟ ସେବା ପାଇଁ ଓଡ଼ିଶାର 2 ପୋଲିସ୍‌ ପାଇବେ ରାଷ୍ଟ୍ରପତି ପଦକ । ଭିଜିଲାନ୍ସ ଡିଏସ୍‌ପି କେ. ବେଣୁଗୋପାଳ ଆଚାର୍ଯ୍ୟ ଓ କନଷ୍ଟେବଳ ବିରଞ୍ଚି ନାରାୟଣ ସାହୁ ପାଇବେ ରାଷ୍ଟ୍ରପତି ପଦକ ।

ସେହିପରି 12 ପୋଲିସ୍‌ କର୍ମଚାରୀଙ୍କୁ ଉତ୍କୃଷ୍ଟ  ସେବା ପଦକ ମିଳିବ । ଭିଜିଲାନ୍ସ ଏସ୍‌ଏସ୍‌ପି ଅଭିରାମ କର, ଆସିଷ୍ଟାଣ୍ଟ କମାଣ୍ଡାଣ୍ଟ ତାପସ ମହାପାତ୍ର, ଏସ୍‌ପି ଅନୀଲ୍‌ ମିଶ୍ର, ଡିଏସ୍‌ପି ଅନୁପମା ମହାପାତ୍ର, ଏଡିସିପି ରାଜକିଶୋର ପାଇକରାୟ, ଇନ୍ସପେକ୍ଟର ଅଜୟ ଦାସ, ଇନ୍ସପେକ୍ଟର ଅତୁଲକ୍ରିଷ୍ଣା ଦାସ, ଇନ୍ସପେକ୍ଟର ସରୋଜ ପଟେଲ୍‌, ଇନ୍ସପେ୍କଟର ନିର୍ମଳ ମହାପାତ୍ର, ସୁବେଦାର କିଶୋର ବଳବନ୍ତରାୟ,ସିପାହୀ ରଥ ଲାକ୍ରା, ହାବିଲଦାର ମହ୍ମଦ ଫଜଲ ଉମରଙ୍କୁ ଉତ୍କୃଷ୍ଟ ସେବା ପଦକ ମିଳିବ ।

Share. Facebook Twitter LinkedIn Email WhatsApp Copy Link

Related Posts

ଗାନ୍ଧିମାର୍ଗରେ ଲଘୁଚାପ ବର୍ଷା ଓ ଚାଇଁ ଚାଇଁ ଖରାରେ ଶିକ୍ଷକ ସମାଜ: ସମନ୍ୱୟ ସମିତି

August 25, 2026

ବିସ୍ତୃତ ରାଶିଫଳ: ଅଗଷ୍ଟ ୨୫ ରେ ଏହି ଛଅଟି ରାଶିର ବ୍ୟକ୍ତି ରୁହନ୍ତୁ ସାବଧାନ

August 25, 2026

ଏନ୍‌ଆଇସିୟୁରେ ଅଗ୍ନିକାଣ୍ଡ: ୩ ଶିଶୁ ମୃତ

August 24, 2026

ବଡ଼ ମାଓ ଡମ୍ପ୍‌ ଠାବ: ମାଟି ତଳୁ ମିଳିଲା ୨୩ ବନ୍ଧୁକ, ୪୯୨ ଗୁଳି

August 24, 2026
Latest News

ଗାନ୍ଧିମାର୍ଗରେ ଲଘୁଚାପ ବର୍ଷା ଓ ଚାଇଁ ଚାଇଁ ଖରାରେ ଶିକ୍ଷକ ସମାଜ: ସମନ୍ୱୟ ସମିତି

August 25, 2026

ବିସ୍ତୃତ ରାଶିଫଳ: ଅଗଷ୍ଟ ୨୫ ରେ ଏହି ଛଅଟି ରାଶିର ବ୍ୟକ୍ତି ରୁହନ୍ତୁ ସାବଧାନ

August 25, 2026

ଏନ୍‌ଆଇସିୟୁରେ ଅଗ୍ନିକାଣ୍ଡ: ୩ ଶିଶୁ ମୃତ

August 24, 2026

ବଡ଼ ମାଓ ଡମ୍ପ୍‌ ଠାବ: ମାଟି ତଳୁ ମିଳିଲା ୨୩ ବନ୍ଧୁକ, ୪୯୨ ଗୁଳି

August 24, 2026

ଚାଷ କାମ ସାରି ଫେରୁଥିବାବେଳେ ଅଘଟଣ: ବିଦ୍ୟୁତ୍ ଆଘାତରେ ୨ ଚାଷୀ ମୃତ

August 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.