Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସାଂସଦ ନବନୀତଙ୍କ ପରିବାରର 16 ଜଣ ସଦସ୍ୟ କରୋନାରେ ଆକ୍ରାନ୍ତ
ଆଜିର ଖବର

ସାଂସଦ ନବନୀତଙ୍କ ପରିବାରର 16 ଜଣ ସଦସ୍ୟ କରୋନାରେ ଆକ୍ରାନ୍ତ

August 14, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link
ନବନୀତ ରାଣା
ବିଜେପି ନେତା ନବନୀତ ରାଣାଙ୍କୁ ପୁଣି ଥରେ ହତ୍ୟା ଧମକ, ମିଳିଲା ସ୍ପିଡ୍ ପୋଷ୍ଟ ଚିଠି 

ଅମରାବତୀ : କରୋନାରେ ଏବେ ରାଜନୈତିକ ଦଳର ବହୁ ବଡ ବଡ ହସ୍ତୀମାନେ ଶିକାର ହେଉଛନ୍ତି । ବହୁ ସାଂସଦ, ବିଧାୟକ, କେନ୍ଦ୍ରୀୟ ମନ୍ତ୍ରୀମାନେ କରୋନାରେ ଆକ୍ରାନ୍ତ ହୋଇଛନ୍ତି । ସେମାନଙ୍କ ପରିବାରବର୍ଗ ମଧ୍ୟ କରୋନାରେ ଆକ୍ରାନ୍ତ ହେଉଛନ୍ତି । ଅମରାବତୀର ସାଂସଦଙ୍କ ପରିବାରର 16ଜଣ ସଦସ୍ୟ କରୋନାରେ ଆକ୍ରାନ୍ତ ହୋଇଥିବାର ସୂଚନା ରହିଛି । ଅମରାବତୀ ସାଂସଦ ନବନୀତ ରାଣା କରୋନା ପଜିଟିଭ୍‌ ଚିହ୍ନଟ ହେବାର ଏକ ସପ୍ତାହ ମଧ୍ୟରେ ତାଙ୍କ ପରିବାରର ପ୍ରାୟ 16 ଜଣ ସଦସ୍ୟ କରୋନାରେ ଆକ୍ରାନ୍ତ ହୋଇଛନ୍ତି ।

ନବନୀତ ରାଣା ଏବଂ ତାଙ୍କ ବିଧାୟକ ସ୍ୱାମୀ ରବି ରାଣା ଅଗଷ୍ଟ 6 ତାରିଖରେ କରୋନା ପଜିଟିଭ୍ ସାବ୍ୟସ୍ତ ହୋଇଥିବା ବେଳେ ରାଣାଙ୍କ ପୁଅଝିଅଙ୍କ ସହିତ ତାଙ୍କର ସମ୍ପର୍କୀୟଙ୍କୁ ମିଶାଇ ସମୁଦାୟ 16 ଜଣ ଲୋକ କରୋନାରେ ଆକ୍ରାନ୍ତ ହୋଇଛନ୍ତି ।

ନବନୀତଙ୍କ ଦୁଇ ସନ୍ତାନ ଘରେ କ୍ବାରେଣ୍ଟାଇନରେ ରହିଥିବାବେଳେ ତାଙ୍କ ସମ୍ପର୍କୀୟମାନେ ଅମରାବତୀ ଓ ନାଗପୁରର ହସ୍ପିଟାଲଗୁଡିକରେ ଚିକିତ୍ସିତ ହେଉଛନ୍ତ । ନବନୀତଙ୍କୁ ନିଶ୍ୱାସ ପ୍ରଶ୍ୱାସ ନେବାରେ ଅସୁବିଧା ହେବାରୁ ତାଙ୍କୁ ଲୀଳାବତୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ତେବେ ରବି ରାଣା ଅଗଷ୍ଟ 11 ତାରିଖରେ ହସ୍ପିଟାଲରୁ ଡିସ୍‌ଚାର୍ଜ ହୋଇଛନ୍ତି।  (ଏଜେନ୍ସି)

Share. Facebook Twitter LinkedIn Email WhatsApp Copy Link

Related Posts

ରକ୍ଷାବନ୍ଧନ ପୂର୍ବରୁ ୯୫୫ କିଲୋଗ୍ରାମ ଅପମିଶ୍ରଣ କ୍ରିମ୍ ଜବତ: କାରଖାନା ସିଲ୍

August 25, 2026

ଦୁଦୁରା ଫଳ ବିକ୍ରୟ ପାଇଁ କାର୍ଯ୍ୟାନୁଷ୍ଠାନ: ଆମାଜନ, ସ୍ୱିଗି ଏବଂ ବିଗବାସ୍କେଟର ଖାଦ୍ୟ ଲାଇସେନ୍ସ ରଦ୍ଦ

August 25, 2026

ଏହି ୫ ଟି ସହରରେ ୩୫ ଟଙ୍କାରେ ମିଳିବ ପିଆଜ: ସରକାରଙ୍କ ବଡ଼ ନିଷ୍ପତ୍ତି

August 25, 2026

ପୋଖରୀରେ ବୁଡି ବୃଦ୍ଧଙ୍କ ମୃତ୍ୟୁ

August 25, 2026
Latest News

ରକ୍ଷାବନ୍ଧନ ପୂର୍ବରୁ ୯୫୫ କିଲୋଗ୍ରାମ ଅପମିଶ୍ରଣ କ୍ରିମ୍ ଜବତ: କାରଖାନା ସିଲ୍

August 25, 2026

ଦୁଦୁରା ଫଳ ବିକ୍ରୟ ପାଇଁ କାର୍ଯ୍ୟାନୁଷ୍ଠାନ: ଆମାଜନ, ସ୍ୱିଗି ଏବଂ ବିଗବାସ୍କେଟର ଖାଦ୍ୟ ଲାଇସେନ୍ସ ରଦ୍ଦ

August 25, 2026

ଏହି ୫ ଟି ସହରରେ ୩୫ ଟଙ୍କାରେ ମିଳିବ ପିଆଜ: ସରକାରଙ୍କ ବଡ଼ ନିଷ୍ପତ୍ତି

August 25, 2026

ପୋଖରୀରେ ବୁଡି ବୃଦ୍ଧଙ୍କ ମୃତ୍ୟୁ

August 25, 2026

ଆଜି ପାଟନାରେ ମୁଖ୍ୟମନ୍ତ୍ରୀଙ୍କ ବାସଭବନ ଘେରାଉ କରିବେ ଛାତ୍ରଛାତ୍ରୀ

August 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.