Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କରୋନାରୁ ସୁସ୍ଥ ହେଲେ ଅମିତ୍‌ ଶାହା
ଆଜିର ଖବର

କରୋନାରୁ ସୁସ୍ଥ ହେଲେ ଅମିତ୍‌ ଶାହା

August 14, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : କରୋନାରୁ ସୁସ୍ଥ ହେଲେ ଅମିତ୍‌ ଶାହା ।କରୋନାରେ ଆକ୍ରାନ୍ତ ହୋଇ ମେଦାନ୍ତ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ଗୃହମନ୍ତ୍ରୀ ଅମିତ୍‌ ଶାହା ସୁସ୍ଥ ହୋଇଛନ୍ତି। ତାଙ୍କ ଟେଷ୍ଟ ରିପୋର୍ଟ ନେଗେଟିଭ୍‌ ଆସିଥିବା ନେଇ ନିଜେ ଶାହା ଟୁଇଟ୍‌ କରି ସୂଚନା ଦେଇଛନ୍ତି ।

କରୋନା ଟେଷ୍ଟ ରିପୋର୍ଟ ନେଗେଟିଭ୍‌ ଆସିବା ପରେ ନିଜ ଶୁଭେଚ୍ଛୁ ଓ ମେଦାନ୍ତ ହସ୍ପିଟାଲର ଡାକ୍ତରଙ୍କୁ କୃତଜ୍ଞତା ଜଣାଇଛନ୍ତି ଶାହା ।  ତେବେ ଏବେ ଆଉ କିଛି ଦିନ ଡାକ୍ତରଙ୍କ ପରାମର୍ଶକ୍ରମେ ସେ ଆଇସୋଲେସନ୍‌ରେ ରହିବେ ବୋଲି ସୂଚନା ରହିଛି। (ଏଜେନ୍ସି)

amitshaha
Share. Facebook Twitter LinkedIn Email WhatsApp Copy Link

Related Posts

“ମହାରାଷ୍ଟ୍ରରେ କିଛି ବଡ଼ ଘଟଣା ଘଟିବାକୁ ଯାଉଛି”: ସିନ୍ଦେଙ୍କ ଦିଲ୍ଲୀ ଗସ୍ତ ଉପରେ କଂଗ୍ରେସର ଦାବି

March 18, 2026

ଅବସରଗ୍ରହଣ କରିବାକୁ ଯାଉଥିବା ରାଜ୍ୟସଭା ସଦସ୍ୟମାନଙ୍କୁ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ

March 18, 2026

ଦିଲ୍ଲୀରେ ଅବୈଧ ଏଲପିଜି ସିଲିଣ୍ଡର କାରବାର: ବଡ଼ ରାକେଟର ପର୍ଦ୍ଦାଫାସ କଲା ପୋଲିସ

March 18, 2026

କେନ୍ଦ୍ରାପଡ଼ାର କୁସୁନପୁରରେ ଉଦ୍ଘାଟିତ ହେଲା ସିଏସଆଇଆର ‘ସ୍ମାର୍ଟ ଭିଲେଜ’

March 18, 2026
Latest News

“ମହାରାଷ୍ଟ୍ରରେ କିଛି ବଡ଼ ଘଟଣା ଘଟିବାକୁ ଯାଉଛି”: ସିନ୍ଦେଙ୍କ ଦିଲ୍ଲୀ ଗସ୍ତ ଉପରେ କଂଗ୍ରେସର ଦାବି

March 18, 2026

ଅବସରଗ୍ରହଣ କରିବାକୁ ଯାଉଥିବା ରାଜ୍ୟସଭା ସଦସ୍ୟମାନଙ୍କୁ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ

March 18, 2026

ଦିଲ୍ଲୀରେ ଅବୈଧ ଏଲପିଜି ସିଲିଣ୍ଡର କାରବାର: ବଡ଼ ରାକେଟର ପର୍ଦ୍ଦାଫାସ କଲା ପୋଲିସ

March 18, 2026

କେନ୍ଦ୍ରାପଡ଼ାର କୁସୁନପୁରରେ ଉଦ୍ଘାଟିତ ହେଲା ସିଏସଆଇଆର ‘ସ୍ମାର୍ଟ ଭିଲେଜ’

March 18, 2026

ନୋରା ଫତେହିଙ୍କ ବିବାଦୀୟ ଗୀତ ଉପରେ ପ୍ରତିବନ୍ଧକ ଲଗାଇଲେ ସରକାର

March 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.