Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭୁବନେଶ୍ବରରୁ ଆଉ 247ଜଣ ପଜିଟିଭ୍‌ ଚିହ୍ନଟ
ଆଜିର ଖବର

ଭୁବନେଶ୍ବରରୁ ଆଉ 247ଜଣ ପଜିଟିଭ୍‌ ଚିହ୍ନଟ

August 14, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ଭୁବନେଶ୍ବର ମହାନଗର ଅଞ୍ଚଳରୁ ଆଉ 247 କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । 247 ମଧ୍ୟରୁ 148 ଜଣ କ୍ବାରେଣ୍ଟିନ୍‌ରୁ ଚିହ୍ନଟ ହୋଇଥିବାବେଳେ 99ଟି ଲୋକାଲ୍‌ କେସ୍‌ ରହିଥିବାର ସୂଚନା  ଦେଇଛି ବିଏମ୍‌ସି ।

କ୍ବାରେଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବା 148ଜଣ ଆକ୍ରାନ୍ତଙ୍କ ମଧ୍ୟରେ ଭୋଇ ନଗର ଶୁକ ବିହାରରୁ 11ଜଣ ଚିହ୍ନଟ ହୋଇଥିବାବେଳେ ଛଅ ନମ୍ବରରୁ 11 ଜଣ, ବମିଖାଲରୁ 8ଜଣ, ରିଜର୍ଭ ପୋଲିସ୍‌ କଲୋନୀରୁ 6 ଜଣ, ନୟାପଲ୍ଲୀ ଏକ ହୋଟେଲରୁ 6 ଜଣ, ଆଚାର୍ଯ୍ୟ ବିହାର, ସାଇନ୍ସ ପାର୍କ ବସ୍ତିରୁ 5 ଜଣ, ଡୁମୁଡୁମା ଫେଜ୍‌ 2ରୁ 4 ଜଣ, ସିଆରପିଏଫ୍‌ କ୍ୟାମ୍ପସ୍‌ରୁ 3 ଜଣ ଚିହ୍ନଟ ହୋଇଛନ୍ତି ।

Image

ସେହପରି ଆଜି 99 ଲୋକାଲ୍‌ କେସ୍‌ ମଧ୍ୟରୁ ରିଜର୍ଭପୋଲିସ୍‌ କଲୋନୀରୁ ତିନି ଜଣ, ୟୁନିଟ୍‌ -9 ଏସଏ୍‌ସ୍‌ବି ଅଫିସ୍‌ରୁ ଜଣେ, ଶୈଳଶ୍ରୀ ବିହାର ଅନନ୍ତ ବସ୍ତିରୁ  ଜଣେ, ଚକେଇସିଆଣିରୁ 2 ଜଣ, ନିଳାଦ୍ରି ବିହାରରୁ 2 ଜଣ, ଶହିଦ୍‌ ନଗର ଇପିଏଫ୍‌ କଲୋନୀରୁଜଣେ, ପୋଖରୀଫୁଟ ବସ୍ତିରୁ 2 ଜଣ, ଭୋଇନଗରରୁ ଜଣେ, ଖାରବେଳ ନଗରରୁ ଜଣେ, ଭିପୁଲ୍‌ ଗାର୍ଡେନ୍‌ରୁ ଜଣେ, ହରିଜନ ବସ୍ତିର ଜଣେ ରହିଛନ୍ତି ।

Image

ସେହିପରି ଆଜି ଭୁବନେଶ୍ବରରେ 103 ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । 247ଜଣ ଆକ୍ରାନ୍ତ ଚିହ୍ନଟ ହେବା ପରେ ରାଜଧାନୀ ଭୁବନେଶ୍ବରରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା 4 ହଜାର 842ରେ ପହଞ୍ଚିଥିବାବେଳେ ସୁସ୍ଥ ହୋଇଛନ୍ତି 3 ହଜାର 118 ଜଣ । ସେହିପରି 23 ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ଏବେ ସୁଦ୍ଧା 1 ହଜାର 695 ଜଣ ଚିକିତ୍ସାଧୀନ ରହିଛନ୍ତି ।

Image

 

 

bmc
Share. Facebook Twitter LinkedIn Email WhatsApp Copy Link

Related Posts

ରଣପୁରରେ ଜାତୀୟ ସଡ଼କ ସୁରକ୍ଷା ମାସ ସଚେତନତା କାର୍ଯ୍ୟକ୍ରମ

January 10, 2026

ରିଲାଏନ୍ସ ଫାଉଣ୍ଡେସନ ଛାତ୍ରବୃତ୍ତି: ଓଡ଼ିଶାର ୧୨୭ ଛାତ୍ରଛାତ୍ରୀ ମନୋନୀତ

January 10, 2026

‘ପ୍ରଥମେ ପିଟିଲେ, ପୁଣି ବିଷ ଖାଇବାକୁ ବାଧ୍ୟ କଲେ’: ବାଂଲାଦେଶରେ ଆଉ ଜଣେ ହିନ୍ଦୁଙ୍କୁ ହତ୍ୟା

January 10, 2026

ଗିରଫ ହେଲେ ରାମ ମନ୍ଦିରରେ ନମାଜ ପାଠ କରୁଥିବା ଅଭିଯୁକ୍ତ: ଜାଣନ୍ତୁ ଏହି ମାମଲାରେ କ’ଣ ହେବ ଦଣ୍ଡ?

January 10, 2026
Latest News

ରଣପୁରରେ ଜାତୀୟ ସଡ଼କ ସୁରକ୍ଷା ମାସ ସଚେତନତା କାର୍ଯ୍ୟକ୍ରମ

January 10, 2026

ବିଶ୍ୱର ସର୍ବବୃହତ ଦୁଗ୍ଧ ଉତ୍ପାଦନକାରୀ ଏବଂ ସର୍ବବୃହତ ଚାଉଳ ରପ୍ତାନିକାରୀ ପାଲଟିଲା ଭାରତ

January 10, 2026

ରିଲାଏନ୍ସ ଫାଉଣ୍ଡେସନ ଛାତ୍ରବୃତ୍ତି: ଓଡ଼ିଶାର ୧୨୭ ଛାତ୍ରଛାତ୍ରୀ ମନୋନୀତ

January 10, 2026

‘ବିଶ୍ୱ ଦରବାରରେ ଓଡ଼ିଶାର ବୀରତ୍ୱକୁ ନୂତନ ପରିଚୟ ଦେବ’: ଧର୍ମେନ୍ଦ୍ର ପ୍ରଧାନ

January 10, 2026

‘ପ୍ରଥମେ ପିଟିଲେ, ପୁଣି ବିଷ ଖାଇବାକୁ ବାଧ୍ୟ କଲେ’: ବାଂଲାଦେଶରେ ଆଉ ଜଣେ ହିନ୍ଦୁଙ୍କୁ ହତ୍ୟା

January 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.