Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଦୁଇଟି ଜିଲ୍ଲାରେ ମନ୍ତ୍ରୀ କରିପାରେବେନି ପତାକା ଉତ୍ତୋଳନ, କ୍ବାରେଣ୍ଟାଇନରେ ରହିବାକୁ ନିର୍ଦ୍ଦେଶ
ଆଜିର ଖବର

ଦୁଇଟି ଜିଲ୍ଲାରେ ମନ୍ତ୍ରୀ କରିପାରେବେନି ପତାକା ଉତ୍ତୋଳନ, କ୍ବାରେଣ୍ଟାଇନରେ ରହିବାକୁ ନିର୍ଦ୍ଦେଶ

August 14, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link
ଜାତୀୟ ସଙ୍ଗୀତ ପୂର୍ବରୁ ବାଜିବ "ବନ୍ଦେ ମାତରମ୍": ଗୃହ ମନ୍ତ୍ରଣାଳୟ ଜାରି କଲା ନିର୍ଦ୍ଦେଶ
ଜାତୀୟ ସଙ୍ଗୀତ ପୂର୍ବରୁ ବାଜିବ "ବନ୍ଦେ ମାତରମ୍": ଗୃହ ମନ୍ତ୍ରଣାଳୟ ଜାରି କଲା ନିର୍ଦ୍ଦେଶ

ଭୁବନେଶ୍ବର, ଆସନ୍ତାକାଲି ମନ୍ତ୍ରୀ ପତାକା ଉତ୍ତୋଳନ କରିଥାଆନ୍ତେ। ହେଲେ ତାଙ୍କର ପାଖ ଲୋକ କୋଭିଡ ପଜେଟିଭ ଆସିବାରୁ ବର୍ତ୍ତମାନ ସେମାନଙ୍କୁ କ୍ବାରେଣ୍ଟାଇନରେ ରହିବାକୁ ପଡିବ। ଫଳରେ ସେହି ଜିଲ୍ଲାରେ ଜିଲ୍ଲାପାଳ ପତାକା ଉତ୍ତୋଳନ କରିବେ। ଏହି ଘଟଣାଟି ଗଂଜାମ ଓ ପୁରୀ ଜିଲ୍ଲା ପାଇଁ ଘଟିଛି। ପୁରୀ ପାଇଁ ମନ୍ତ୍ରୀ ନିରଂଜନ ପୂଜାରୀ ଏବଂ ଗଂଜାମ ଜିଲ୍ଲା ପାଇଁ ମନ୍ତ୍ରୀ ପଦ୍ମନାଭ ବେହେରା ପତାକା ଉତ୍ତୋଳନ କରିବେ ବୋଲି ନିଷ୍ପତି ହୋଇଥିଲା। ହେଲେ ସେମାନଙ୍କ ପାଖ ଅଧିକାରୀ ଆଜି କୋଭିଡ ପଜେଟିଭ ଚିହ୍ନଟ ହୋଇଛନ୍ତି। ଏହି ଦୁଇମନ୍ତ୍ରୀ ସେମାନଙ୍କ ସହିତ ଏକ ବୈଠକରେ ବସିଥିଲେ। ଫଳରେ ସେମାନଙ୍କୁ ପତାକା ଉତ୍ତୋଳନ କାର୍ଯ୍ୟରୁ ନିବୃତ ରହିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି।

ପତାକା ଉତ୍ତୋଳନ
Share. Facebook Twitter LinkedIn Email WhatsApp Copy Link

Related Posts

ଜାନୁଆରୀ-୨୦୨୬ ଶିକ୍ଷାସତ୍ର ପାଇଁ ଇଗ୍ନୋର ନାମଲେଖା ଅବଧି ୧୫ ମାର୍ଚ୍ଚ ପର୍ଯ୍ୟନ୍ତ ବୃଦ୍ଧି

March 3, 2026

ସ୍ୱପ୍ନା ପତି ଫାଉଣ୍ଡେସନ ଆୟୋଜିତ ୧୫ତମ ‘ହର୍ବାଲ ହୋଲି’ ଉତ୍ସବରେ ଉର୍ଫି ଜାଭେଦ

March 3, 2026

ହୋଲି ପୂର୍ବରୁ ପାଳନ ହୁଏ ହୋଲିକା ଦହନ ଉତ୍ସବ: ଜାଣନ୍ତୁ କାହିଁକି ଏହା କରାଯାଏ?

March 3, 2026

ଇଣ୍ଡିଆ ଏଆଇ ଇମ୍ପାକ୍ଟ ସମିଟ୍ ୨୦୨୬ରେ ସରକାର, ଷ୍ଟାର୍ଟଅପ୍ ଏବଂ କ୍ରିଏଟରମାନଙ୍କ ସମ୍ମିଳନୀ

March 3, 2026
Latest News

ଜାନୁଆରୀ-୨୦୨୬ ଶିକ୍ଷାସତ୍ର ପାଇଁ ଇଗ୍ନୋର ନାମଲେଖା ଅବଧି ୧୫ ମାର୍ଚ୍ଚ ପର୍ଯ୍ୟନ୍ତ ବୃଦ୍ଧି

March 3, 2026

ଇଣ୍ଡିଆ ଏଆଇ ଇମ୍ପାକ୍ଟ ସମିଟ୍: ଐତିହାସିକ ବିଶ୍ୱ ଘୋଷଣାନାମା ଏବଂ ଏଆଇ କ୍ଷେତ୍ରରେ ପ୍ରମୁଖ ନିବେଶ ପ୍ରତିଶ୍ରୁତି

March 3, 2026

ଆଜି ବଜେଟ୍ ପରବର୍ତ୍ତୀ ୱେବିନାରକୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ

March 3, 2026

ସ୍ୱପ୍ନା ପତି ଫାଉଣ୍ଡେସନ ଆୟୋଜିତ ୧୫ତମ ‘ହର୍ବାଲ ହୋଲି’ ଉତ୍ସବରେ ଉର୍ଫି ଜାଭେଦ

March 3, 2026

ଭାରତ-କାନାଡ଼ା ନେତାମାନଙ୍କର ମିଳିତ ବିବୃତ୍ତି

March 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.