Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଅର୍ଥ ଅଭାବରୁ କେହି କରୋନା ଚିକିତ୍ସାରୁ ବଞ୍ଚିତ ହେବେ ନାହିଁ :  ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
ଆଜିର ଖବର

ଅର୍ଥ ଅଭାବରୁ କେହି କରୋନା ଚିକିତ୍ସାରୁ ବଞ୍ଚିତ ହେବେ ନାହିଁ :  ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

August 15, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : କରୋନା କଟକଣା ମଧ୍ୟରେ ଆଜି ସମଗ୍ର ଦେଶରେ 74 ତମ ସ୍ୱାଧୀନତା ଦିବସ ପାଳନ କରାଯାଉଛି । ରାଜଧାନୀ ଭୁବନେଶ୍ୱରରେ ମଧ୍ୟ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳନ କରାଯାଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସରେ ଯୋଗଦେଇ ଜାତୀୟ ପତକା ଉତ୍ତୋଳନ କରିବା ସହ ରାଜ୍ୟବାସୀଙ୍କୁ ସ୍ୱାଧୀନତା ଦିବସ ଅବସରରେ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି ।

Image

ଏହି ସମୟରେ ସେ ଓଡ଼ିଶାର ବୀରପୁତ୍ରଙ୍କ ସ୍ମୃତିଚାରଣ କରିବା ସହ ସମ୍ମାନ ଜଣାଇଛନ୍ତି। ଏଥିସହ ବୀର ଯବାନ ଓ ଶହୀଦ କରୋନା ଯୋଦ୍ଧାଙ୍କୁ ମଧ୍ୟ ମୁଖ୍ୟମନ୍ତ୍ରୀ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ଦେଶ ଓ ରାଜ୍ୟରେ ଜାରି ରହିଥିବା କରୋନା ସଙ୍କଟର ମୁକାବିଲା ପାଇଁ ସାହାସର ସହ କାମ କରିବାକୁ ସେ ଆହ୍ବାନ ଦେଇଛନ୍ତି । କରୋନା ମୁକାବିଲା ପାଇଁ ବିଭିନ୍ନ ଜିଲ୍ଲାରେ କୋଭିଡ୍‌ ହସ୍ପିଟାଲ ହୋଇଛି । ସେହିପରି ରାଜ୍ୟରେ ପ୍ଲାଜ୍‌ମା ଥେରାପି ଚିକିତ୍ସା ପାଇଁ ପ୍ଲାଜମା ବ୍ୟାଙ୍କ ହୋଇଛି । ଅର୍ଥ ଅଭାବରୁ କେହି କରୋନା ଚିକିତ୍ସାରୁ ବଞ୍ଚିତ ହେବେ ନାହିଁ ବୋଲି ମୁଖ୍ୟମନ୍ତ୍ରୀ ରାଜ୍ୟବାସୀଙ୍କୁ ନିଜ ସମ୍ବୋଧନରେ କହିଛନ୍ତି।

କରୋନା ଯୋଗୁଁ  ଏଥିପାଇଁ ଶିକ୍ଷା, ସ୍ବାସ୍ଥ୍ୟ, ଅର୍ଥନୀତି, ପରିବହନ ଓ ପର୍ଯ୍ୟଟନ ପ୍ରଭାବିତ ହୋଇଛି ବୋଲି କହିଛନ୍ତି ନବୀନ । ତେବେ ଖୁବ୍‌ଶୀଘ୍ର ଦେଶରୁ କରୋନା ମୁକ୍ତ ହେବ ବୋଲି ବିଶ୍ୱାସ ରହିଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

74th-independence-day naveenpattanaik
Share. Facebook Twitter LinkedIn Email WhatsApp Copy Link

Related Posts

ନୂତନ ପାସନ ମଡେଲ ଲଞ୍ଚ କଲା ହିରୋ: ୧ ଲିଟରରେ ଚାଲିବ ୭୧ କିମି, ଜାଣନ୍ତୁ ବୈଶିଷ୍ଟ୍ୟ

June 27, 2026

ଜନନାୟକାନ ପ୍ରଯୋଜକଙ୍କୁ ଦିଲ୍ଲୀରେ ନିଯୁକ୍ତ କଲେ ଥଲାପତି ବିଜୟ: ବିରୋଧ କଲେ ବିଜେପି-ଡିଏମକେ

June 27, 2026

ମହାନଦୀ ଜଳ ବିବାଦ: ଆଜି ଟ୍ରିବ୍ୟୁନାଲରେ ଗୁରୁତ୍ୱପୂର୍ଣ୍ଣ ଶୁଣାଣି

June 27, 2026

ପାଲଲହଡାରେ ଚାଞ୍ଚଲ୍ୟ: ଯୁବକଙ୍କ ମୃତଦେହ ବନ୍ଦ କୋଠରୀରୁ ଉଦ୍ଧାର, ହତ୍ୟା ସନ୍ଦେହ

June 27, 2026
Latest News

ନୂତନ ପାସନ ମଡେଲ ଲଞ୍ଚ କଲା ହିରୋ: ୧ ଲିଟରରେ ଚାଲିବ ୭୧ କିମି, ଜାଣନ୍ତୁ ବୈଶିଷ୍ଟ୍ୟ

June 27, 2026

ଜନନାୟକାନ ପ୍ରଯୋଜକଙ୍କୁ ଦିଲ୍ଲୀରେ ନିଯୁକ୍ତ କଲେ ଥଲାପତି ବିଜୟ: ବିରୋଧ କଲେ ବିଜେପି-ଡିଏମକେ

June 27, 2026

ମହାନଦୀ ଜଳ ବିବାଦ: ଆଜି ଟ୍ରିବ୍ୟୁନାଲରେ ଗୁରୁତ୍ୱପୂର୍ଣ୍ଣ ଶୁଣାଣି

June 27, 2026

ପାଲଲହଡାରେ ଚାଞ୍ଚଲ୍ୟ: ଯୁବକଙ୍କ ମୃତଦେହ ବନ୍ଦ କୋଠରୀରୁ ଉଦ୍ଧାର, ହତ୍ୟା ସନ୍ଦେହ

June 27, 2026

ରାମ ମନ୍ଦିରର ଚୋରୀ ମାମଲା: କାହାକୁ ରାବଣ ବୋଲି କହିଲେ ଧୀରେନ୍ଦ୍ର ଶାସ୍ତ୍ରୀ?

June 27, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.