Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଦିନକରେ ଆକ୍ରାନ୍ତଙ୍କ ସଂଖ୍ୟା 2 ହଜାର ଟପିଲା : ଆଜି ରାଜ୍ୟରୁ ସର୍ବାଧିକ 2 ହଜାର 496 ପଜିଟିଭ୍‌
ଆଜିର ଖବର

ଦିନକରେ ଆକ୍ରାନ୍ତଙ୍କ ସଂଖ୍ୟା 2 ହଜାର ଟପିଲା : ଆଜି ରାଜ୍ୟରୁ ସର୍ବାଧିକ 2 ହଜାର 496 ପଜିଟିଭ୍‌

August 15, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ରାଜ୍ୟରେ ଆଜି ସର୍ବାଧିକ 2 ହଜାର 496 କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ 1591ଜଣ ଚିହ୍ନଟ ହୋଇଥିବାବେଳେ 905ଟି ଲୋକାଲ କେସ୍‌ ରହିଛି । ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା  57 ହଜାର 126କୁ ବୃଦ୍ଧି ହୋଇଛି । ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି 17ଜାର535 । ସେହିପରି ସୁସ୍ଥ ହୋଇଛନ୍ତି 39ହଜାର 205ଜଣ । ରାଜ୍ୟରେ କରୋନା ଯୋଗୁଁ ମୃତ୍ୟବରଣ କରିଛନ୍ତି 324ଜଣ । ସେହିପରି 53 ଜଣ କରୋନାରେ ଆକ୍ରାନ୍ତ ଥିଲେ ସୁଦ୍ଧା ଅନ୍ୟ ରୋଗରେ ମୃତ୍ୟୁବରଣ କରିଥିବାର ସୂଚନା ରହିଛି ।

କରୋନା
Share. Facebook Twitter LinkedIn Email WhatsApp Copy Link

Related Posts

ଖଲ୍ଲିକୋଟ ପୋଲିସ ପକ୍ଷରୁ କାର ସମେତ ବିପୁଳ ପରିମାଣର ମଦ ଜବତ: ଚାଳକ ଗିରଫ

July 24, 2025

ସମ୍ୱଲପୁର ନିକଟରେ ମହିମା ଗୋସାଇଁ ଏକ୍ସପ୍ରେସ୍ ଲାଇନଚ୍ୟୁତ: ଟ୍ରାକରୁ ଖସିଲା ଜେନେରାଲ କୋଚ୍‌ର ଗୋଟିଏ ବଗି

July 24, 2025

ସଚିନ ତେନ୍ଦୁଲକରଙ୍କର ଏହି ବଲିଉଡ୍ ଅଭିନେତ୍ରୀଙ୍କ ସହ ସମ୍ପର୍କ ଥିଲା?: ଅନେକ ବର୍ଷ ପରେ ସାମ୍ନାକୁ ଆସିଲା ସତ୍ୟ

July 24, 2025

ଚିତାଲାଗି ଅମାବାସ୍ୟା ଓ ଚିତଉ ଭୋଗ

July 24, 2025
Latest News

ଖଲ୍ଲିକୋଟ ପୋଲିସ ପକ୍ଷରୁ କାର ସମେତ ବିପୁଳ ପରିମାଣର ମଦ ଜବତ: ଚାଳକ ଗିରଫ

July 24, 2025

ସମ୍ୱଲପୁର ନିକଟରେ ମହିମା ଗୋସାଇଁ ଏକ୍ସପ୍ରେସ୍ ଲାଇନଚ୍ୟୁତ: ଟ୍ରାକରୁ ଖସିଲା ଜେନେରାଲ କୋଚ୍‌ର ଗୋଟିଏ ବଗି

July 24, 2025

ସଚିନ ତେନ୍ଦୁଲକରଙ୍କର ଏହି ବଲିଉଡ୍ ଅଭିନେତ୍ରୀଙ୍କ ସହ ସମ୍ପର୍କ ଥିଲା?: ଅନେକ ବର୍ଷ ପରେ ସାମ୍ନାକୁ ଆସିଲା ସତ୍ୟ

July 24, 2025

ଚିତାଲାଗି ଅମାବାସ୍ୟା ଓ ଚିତଉ ଭୋଗ

July 24, 2025

ଆକର୍ଷଣୀୟ ଡିଜାଇନ୍‌ ଏବଂ ସର୍ବୋତ୍ତମ କାର୍ଯ୍ୟଦକ୍ଷତା ସହିତ ମହିନ୍ଦ୍ରା XUV 3XO “REVX” ସିରିଜ୍ ଲଞ୍ଚ୍: ଜାଣନ୍ତୁ ମୂଲ୍ୟ 

July 24, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.