Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ରାଜ୍ୟରୁ 9ଜଣଙ୍କ ମୃତ୍ୟୁ : କରୋନା ମୃତ୍ୟୁ ସଂଖ୍ୟା 333କୁ ବୃଦ୍ଧି
ଆଜିର ଖବର

ଆଜି ରାଜ୍ୟରୁ 9ଜଣଙ୍କ ମୃତ୍ୟୁ : କରୋନା ମୃତ୍ୟୁ ସଂଖ୍ୟା 333କୁ ବୃଦ୍ଧି

August 15, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର :  ରାଜ୍ୟରେ ଆଜି କରୋନା ଯୋଗୁଁ ଆଜି 9ଜଣଙ୍କର ମୃତ୍ୟୁହୋଇଛି । ସମ୍ବଲପୁରରୁ ସର୍ବାଧିକ 4 ଜଣଙ୍କର ମୃତ୍ୟୁ ହୋଇଥିବାବେଳେ କଟକରୁ 2, ଗଞ୍ଜାମ,କେନ୍ଦୁଝର ଓ ନୟାଗଡରୁ ଜଣେ ଲେଖାଏଁ ମୃତ୍ୟୁବରଣ କରିଥିବାର ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି ।

ସମ୍ବଲପୁରରୁ ମୃତ୍ୟୁବରଣ କରିଥିବା ଚାରି ଆକ୍ରାନ୍ତଙ୍କ ମଧ୍ୟରେ ଦୁଇଜଣ ପୁରୁଷ ଦୁଇଜଣ ମହିଳା ରହିଛନ୍ତି । ମୃତ ମହିଳାଙ୍କ ବୟସ ଯଥାକ୍ରମେ 65 ଓ 50 ବର୍ଷ ହୋଇଥିବାବେଳେ ପୁରୁଷଙ୍କ ବୟସ 74 ଓ 78 ବର୍ଷ ବୋଲି ସୂଚନା ରହିଛି । ସେହିପରି କଟକରୁ ମୃତ୍ୟୁବରଣ କରିଥିବା ଦୁଇ ଆକ୍ରାନ୍ତଙ୍କ ମଧ୍ୟରେ ଜଣେ ପୁରୁଷ ଓ ଜଣେ ମହିଳା ରହିଛନ୍ତି । କଟକରୁ ମୃତ୍ୟୁବରଣ କରିଥିବା ମହିଳାଙ୍କ ବୟସ 50 ବର୍ଷ ହୋଇଥିବାବେଳେ ପୁରୁଷଙ୍କ ବୟସ 50 ବର୍ଷ ବୋଲି ସୂଚନା ରହିଛି ।  ସେହିପରି ଗଞ୍ଜାମରୁ 53 ବର୍ଷୀୟ ପୁରୁଷ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବାବେଳେ କେନ୍ଦୁଝରରୁ 58 ଓ ନୟାଗଡରୁ 75 ବର୍ଷୀୟ ପୁରୁଷଙ୍କ ମୃତ୍ୟୁ ହୋଇଛି ।

ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା 333କୁ ବୃଦ୍ଧି ପାଇଥିବାବେଳେ ଗଞ୍ଜାମରେ ଏହି ସଂଖ୍ୟା 152କୁ ବୃଦ୍ଧି ହୋଇଛି । ସେହିପରି କଟକରେ 16, ସମ୍ବଲପୁରରେ 7, କେଉଁଝରରେ ମୃତ୍ୟୁ ସଂଖ୍ୟା 5 କୁ ବୃଦ୍ଧି ହୋଇଥିବାବେଳେ ନୟାଗଡରେ ଏହା 9କୁ ବୃଦ୍ଧି ହୋଇଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ଇରାନ–ଆମେରିକା ଚୁକ୍ତି ନିକଟତର!: ଆରାଘଚିଙ୍କ ମନ୍ତବ୍ୟ ଓ ଆଶାର ସଙ୍କେତ

June 13, 2026

କ୍ୟାବିନେଟ ବୈଠକ : ୮ ଟି ପ୍ରସ୍ତାବ ଉପରେ ମୋହର

June 12, 2026

ମେଡିକାଲ୍ ଛାତ୍ରୀ ମୃତ୍ୟୁ ଘଟଣା : ପୁରୁଷ ବନ୍ଧୁ ଗିରଫ

June 12, 2026

ଆଇଏନଏସ ଚିଲିକାରେ ୨୦୨୬ ସଂସ୍କରଣ ପ୍ରଥମ୍ ବ୍ୟାଚ ଅଗ୍ନିବୀର ପାସିଂ ଆଉଟ ସମାରୋହ

June 12, 2026
Latest News

ଇରାନ–ଆମେରିକା ଚୁକ୍ତି ନିକଟତର!: ଆରାଘଚିଙ୍କ ମନ୍ତବ୍ୟ ଓ ଆଶାର ସଙ୍କେତ

June 13, 2026

କ୍ୟାବିନେଟ ବୈଠକ : ୮ ଟି ପ୍ରସ୍ତାବ ଉପରେ ମୋହର

June 12, 2026

ମେଡିକାଲ୍ ଛାତ୍ରୀ ମୃତ୍ୟୁ ଘଟଣା : ପୁରୁଷ ବନ୍ଧୁ ଗିରଫ

June 12, 2026

ଆଇଏନଏସ ଚିଲିକାରେ ୨୦୨୬ ସଂସ୍କରଣ ପ୍ରଥମ୍ ବ୍ୟାଚ ଅଗ୍ନିବୀର ପାସିଂ ଆଉଟ ସମାରୋହ

June 12, 2026

ସରକାରଙ୍କ ୨ ବର୍ଷ ପୂର୍ତ୍ତି: ମାଗଣା ଚାଉଳ, ଦେୟମୁକ୍ତ ଶିକ୍ଷା ଓ ଭତ୍ତା ନେଇ ବଡ଼ ଘୋଷଣା

June 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.