Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପ୍ରଫୁଲ୍ଲ ଘଡ଼ାଇଙ୍କ ଉପରୁ ବହିଷ୍କାର ଆଦେଶ ଉଠିଲା
ଆଜିର ଖବର

ପ୍ରଫୁଲ୍ଲ ଘଡ଼ାଇଙ୍କ ଉପରୁ ବହିଷ୍କାର ଆଦେଶ ଉଠିଲା

March 18, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଯାଜପୁର ଜିଲ୍ଲା ସୁକିନ୍ଦା ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ତଥା ପୂର୍ବତନ ଅର୍ଥମନ୍ତ୍ରୀ ପ୍ରଫୁଲ୍ଲ ଘଡ଼ାଇଙ୍କ ଉପରୁ ବହିଷ୍କାର ଆଦେଶ ଉଠିଛି। ବିଜେଡି ସଭାପତି ନବୀନ ପଟ୍ଟନାୟକ ଆଜି ତାଙ୍କ ଉପରୁ ବହିଷ୍କାର ଆଦେଶ ଉଠାଇଛନ୍ତି। ପ୍ରଫୁଲ୍ଲ ଘଡ଼ାଇ ଦଳ ବିରୋଧରେ ଅରୁଚିକର ମନ୍ତବ୍ୟ ଦେଇଥିଲେ। ଯାହାକୁ ନେଇ ଦଳ ଭିତରେ ଅସନ୍ତୋଷ ସୃଷ୍ଟି ହୋଇଥିଲା। ଏହାପରେ ପ୍ରଫୁଲ୍ଲଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯାଇଥିଲା। ଶେଷରେ ୨୦୧୪ ସେପ୍ଟେମ୍ୱର ୨୦ ତାରିଖରେ ମୁଖ୍ୟମନ୍ତ୍ରୀ ତାଙ୍କୁ ଦଳରୁ ବହିଷ୍କାର କରିଥିଲେ। ତେବେ ନିର୍ବାଚନ ପୂର୍ବରୁ ହଠାତ୍ ବିଜେଡ଼ି ହାଇକମାଣ୍ଡଙ୍କ ଏପରି ନିଷ୍ପତ୍ତିକୁ ନେଇ ବିଜେଡି ମହଲରେ ଭିନ୍ନ ଚର୍ଚ୍ଚା ଆରମ୍ଭ ହେଉଛି।

BJD thesamikhsya
Share. Facebook Twitter LinkedIn Email WhatsApp Copy Link

Related Posts

ସୋଆ ଆଇଡିଆଥନ୍ ୨୦୨୬: ବିକଶିତ ଭାରତ ୨୦୪୭ ନିମନ୍ତେ ନବସୃଜନକୁ ପ୍ରୋତ୍ସାହନ

September 7, 2026

୨୭୦ ରନ କରି ତିନୋଟି ରେକର୍ଡ ଭାଙ୍ଗିଲେ ଇଶାନ କିଷାନ: ପଛରେ ପଡ଼ିଲେ ଅନେକ ମହାନ ଖେଳାଳି

September 7, 2026

ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ କାଳୀୟଦଳନ ବେଶ

September 7, 2026

ମହଙ୍ଗା ପଡିଲା ଶେଫାଲି ବର୍ମାଙ୍କୁ ଦୁର୍ବ୍ୟବହାର କରିବା: ପାକ୍ ଅଧିନାୟକଙ୍କୁ ଦଣ୍ଡିତ କଲା ଆଇସିସି

September 7, 2026
Latest News

ୟୁପି ନିର୍ବାଚନ ପୂର୍ବରୁ ବିଜେପିକୁ ବଡ଼ ଝଟକା: କଂଗ୍ରେସରେ ଯୋଗଦେଲେ ହୀରା ଠାକୁର

September 7, 2026

ସୋଆ ଆଇଡିଆଥନ୍ ୨୦୨୬: ବିକଶିତ ଭାରତ ୨୦୪୭ ନିମନ୍ତେ ନବସୃଜନକୁ ପ୍ରୋତ୍ସାହନ

September 7, 2026

୨୭୦ ରନ କରି ତିନୋଟି ରେକର୍ଡ ଭାଙ୍ଗିଲେ ଇଶାନ କିଷାନ: ପଛରେ ପଡ଼ିଲେ ଅନେକ ମହାନ ଖେଳାଳି

September 7, 2026

କଟକ ରେଳ ଷ୍ଟେସନର ଆଧୁନିକୀକରଣ କାର୍ଯ୍ୟ ହେତୁ ମେମୁ ଟ୍ରେନ ଚଳାଚଳରେ ପରିବର୍ତ୍ତନ

September 7, 2026

ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ଆରଆଇ ଓ ଏଆରଆଇ

September 7, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.