Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଏବେ ସ୍କୁଲ ଖୋଲିବା ସମ୍ଭବ ନୁହେଁ, ପିଲାଙ୍କ ପାଠ ପଢା ପାଇଁ ପ୍ରସ୍ତୁତ ହେଉଛି ନୂଆ ଯୋଜନା : ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ
ଆଜିର ଖବର

ଏବେ ସ୍କୁଲ ଖୋଲିବା ସମ୍ଭବ ନୁହେଁ, ପିଲାଙ୍କ ପାଠ ପଢା ପାଇଁ ପ୍ରସ୍ତୁତ ହେଉଛି ନୂଆ ଯୋଜନା : ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ

August 15, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ଏବେ ରାଜ୍ୟରେ ସ୍କୁଲ ଖୋଲିବାର ସମ୍ଭାବନା ନାହିଁ । ତେବେ ପିଲାଙ୍କ ପାଠ ପଢା ନେଇ ସରକାର ନୂଆ ଯୋଜନା ଆରମ୍ଭ କରିବେ ବୋଲି କହିଛନ୍ତି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଂଜନ ଦାଶ । ଆଜି ଯାଜପୁରଠାରେ ଜିଲ୍ଲାସ୍ତରୀୟ ସ୍ବାଧୀନତା ଉତ୍ସବରେ ଯୋଗ ଦେଇ ଜିଲ୍ଲା ପ୍ୟାରେଡ୍‌ରେ ଏହା ସମ୍ପର୍କରେ ଘୋଷଣା କରିଛନ୍ତି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ।  ତେବେ ପିଲାଙ୍କୁ ଶିକ୍ଷାଦାନ ନେଇ ସରକାର ‘ଶିକ୍ଷା ସମ୍ପର୍କ ଯୋଜନା’ ଶୀର୍ଷକ ଏକ ନୂଆ ଯୋଜନା ପ୍ରସ୍ତୁତ କରିଛନ୍ତି । ଏହି ନୂଆ ଯୋଜନାରେ ଶିକ୍ଷକ ଗାଁକୁ ଗାଁ ଯାଇ ପାଠ ପଢାଇବେ ବୋଲି ସୂଚନା ଦେଇଛନ୍ତି ମନ୍ତ୍ରୀ । ଚଳିତ ବର୍ଷ ସିଲାବସ୍‌ କମାଇବା ନେଇ ନିଷ୍‌ପତ୍ତି ହୋଇଛି । ଆଗାମୀ ସପ୍ତାହ ସୁଦ୍ଧା ଚୂଡ଼ାନ୍ତ ସିଲାବସ୍‌ ପ୍ରଦାନ କରାଯିବ ବୋଲି ସୂଚନା ଦେଇଛନ୍ତି ଗଣଶିକ୍ଷା ମନ୍ତ୍ରୀ ।

ରାଜ୍ୟର 60ଲକ୍ଷ  ଶିଶୁ ଇ-ଶିକ୍ଷା ଉପରେ ନିର୍ଭର କରିବେ । ଏବେ 22ଲକ୍ଷ ଶିଶୁ ଇଣ୍ଟରନେଟ୍ ମାଧ୍ୟମରେ ପାଠ ପଢୁଛନ୍ତି ।

Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟସଭା ନିର୍ବାଚନ: ଦତ୍ତେଶ୍ୱର ହୋତାଙ୍କ ପକ୍ଷରେ ମତଦାନ କରିବାକୁ ସି.ପି.ଆଇ.(ଏମ୍) ର ଆହ୍ୱାନ

March 15, 2026

ଆସନ୍ତାକାଲି ରାଜ୍ୟସଭା ନିର୍ବାଚନ: ଓଡ଼ିଶାର ୪ଟି ଆସନ ପାଇଁ ହେବ ମତଦାନ

March 15, 2026

ଦିଲ୍ଲୀ-ସାହରନପୁର-ଡେରାଡୁନ ଏକ୍ସପ୍ରେସୱେ ପ୍ରକଳ୍ପ ପରିଦର୍ଶନ କଲେ ଗଣମାଧ୍ୟମ ପ୍ରତିନିଧି

March 15, 2026

ଆଞ୍ଚଳିକ ଶିକ୍ଷା ପ୍ରତିଷ୍ଠାନ ଭୁବନେଶ୍ବରରେ ଶୈଶବ ଯତ୍ନ ଓ ଶିକ୍ଷା ଉପରେ ଦୁଇଦିନିଆ କର୍ମଶାଳା

March 15, 2026
Latest News

କେନ୍ଦ୍ର ସରକାରଙ୍କ ବଡ ନିଷ୍ପତ୍ତି: PNG ସଂଯୋଗ ଥିଲେ ମିଳିବ ନାହିଁ LPG, ପଢନ୍ତୁ ଅପଡେଟ୍

March 15, 2026

ଆଜି ଘୋଷଣା ହେବ ବଙ୍ଗଳା ଏବଂ ଆସାମ ସମେତ ପାଞ୍ଚଟି ରାଜ୍ୟର ନିର୍ବାଚନ ତାରିଖ!: ଜାଣନ୍ତୁ ସମୟ

March 15, 2026

ରାଜ୍ୟସଭା ନିର୍ବାଚନ: ଦତ୍ତେଶ୍ୱର ହୋତାଙ୍କ ପକ୍ଷରେ ମତଦାନ କରିବାକୁ ସି.ପି.ଆଇ.(ଏମ୍) ର ଆହ୍ୱାନ

March 15, 2026

ଆସନ୍ତାକାଲି ରାଜ୍ୟସଭା ନିର୍ବାଚନ: ଓଡ଼ିଶାର ୪ଟି ଆସନ ପାଇଁ ହେବ ମତଦାନ

March 15, 2026

ଦିଲ୍ଲୀ-ସାହରନପୁର-ଡେରାଡୁନ ଏକ୍ସପ୍ରେସୱେ ପ୍ରକଳ୍ପ ପରିଦର୍ଶନ କଲେ ଗଣମାଧ୍ୟମ ପ୍ରତିନିଧି

March 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.