Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ଭୁବନେଶ୍ବରରୁ ଚିହ୍ନଟ ହେଲେ 277 ଆକ୍ରାନ୍ତ, ସୁସ୍ଥ ହେଲେ 133ଜଣ
ଆଜିର ଖବର

ଆଜି ଭୁବନେଶ୍ବରରୁ ଚିହ୍ନଟ ହେଲେ 277 ଆକ୍ରାନ୍ତ, ସୁସ୍ଥ ହେଲେ 133ଜଣ

August 15, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ଆଜି ଭୁବନେଶ୍ବର ମହାନଗର ନିଗମରୁ 277 ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ 181 ଜଣ କ୍ବାରେଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ 96 ଜଣ ଲୋକାଲ୍‌ କଣ୍ଟାକ୍ଟ କେସ୍‌ ଚିହ୍ନଟ ହୋଇଥିବାର ସୂଚନା ଦେଇଛି ବିଏମ୍‌ସି ।

କ୍ବାରେଣ୍ଟାଇନ୍‌ରୁ ଚିହ୍ନଟ 181 ଜଣ ଆକ୍ରାନ୍ତଙ୍କ ମଧ୍ୟରେ ବରଗଡ ବ୍ରିଟ୍‌ କଲୋନୀରୁ 4 ଜଣ, ଆଇଆରସି ଭିଲେଜରୁ 8 ଜଣ, ସାଲିଆ ସାହିରୁ 6ଜଣ, ନୟାପଲ୍ଲୀର ଏକ ହୋଟେଲରୁ 5ଜଣ ଚିହ୍ନଟ ହୋଇଛନ୍ତି । ୟୁନିଟ୍‌ 3 – ଟେଲିଫୋନ୍‌ ଭବନରୁ 3 ଜଣ, ସାମନ୍ତରାପୁରରୁ 8ଜଣ,  ନୟାପଲ୍ଲୀର ଏକ ହୋଟେଲ୍‌ରୁ 5 ଜଣ ଚିହ୍ନଟ ହୋଇଛନ୍ତି।

Image

ସେହିପରି ଚିହ୍ନଟ ଲୋକାଲ୍‌ କେସ୍‌ 96ଜଣଙ୍କ ମଧ୍ୟରେ ବରମୁଣ୍ଡା ଫାୟାର ଷ୍ଟେସନ ବସ୍ତିରୁ 3ଜଣ,  ଆଇଜି ପାର୍କ ନିକଟରୁ 3 ଜଣ ସରକାରୀ କର୍ମଚାରୀ, ନୟାପଲ୍ଲୀ ନୂଆସାହିରୁ 3 ଜଣ, ରସୁଲଗଡ ଶବର ସାହିରୁ 2 ଜଣ, ନୂଆଗାଁ ଉପରସାହିରୁ 2 ଜଣ, ଭିଏସଏସନଗର ତାରିଣୀ ବସ୍ତିରୁ 6ଜଣ ଚିହ୍ନଟ ହୋଇଛନ୍ତି ।

Image

ସେହିପରି ଆଜି ଭୁବନେଶ୍ବରରୁ 133 ଜଣ ସୁସ୍ଥ ହୋଇଛନ୍ତି। ଆଜି ଚିହ୍ନଟ ନୂତନ 277 ଆକ୍ରାନ୍ତଙ୍କ ପରେ ଭୁବନେଶ୍ବରରେ ମୋଟ୍‌ ସଂକ୍ରମିତଙ୍କ ସଂଖ୍ୟା 5 ହଜାର 119ରେ ପହଞ୍ଚିଛି । ସେହିପରି 3251 ଜଣ ସୁସ୍ଥ ହୋଇଥିବାବେଳେ ମୃତ୍ୟୁବରଣ କରିଛନ୍ତି 23 ଜଣ । ସେହିପରି 1839ଜଣ ଏବେ ସୁଦ୍ଧା ଚିକିତ୍ସାଧୀନ ରହିଛନ୍ତି ।

Image

bmc corona
Share. Facebook Twitter LinkedIn Email WhatsApp Copy Link

Related Posts

‘ଜଳ ମହୋତ୍ସବ ୨୦୨୬’କୁ ସମ୍ବୋଧିତ କଲେ ରାଷ୍ଟ୍ରପତି

March 12, 2026

ଆଜି ମାର୍ଚ୍ଚ ୧୨ ରେ ଚାରୋଟି ରାଶି ପାଇଁ ରହିଛି ଅନୁକୂଳ ବାତାବରଣ, ଜାଣନ୍ତୁ ଗୁରୁବାର ରାଶିଫଳ

March 12, 2026

ମଧ୍ୟପ୍ରାଚ୍ୟରେ ଅଟକିଥିବା ଓଡ଼ିଆମାନଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ

March 12, 2026

ରାଜ୍ୟସଭା ନିର୍ବାଚନ ତାତି, ହୁଇପ ଜାରୀ କଲା ବିଜେଡି, ଭୁବନେଶ୍ବର ନ ଛାଡିବାକୁ ନିର୍ଦ୍ଦେଶ

March 11, 2026
Latest News

‘ଜଳ ମହୋତ୍ସବ ୨୦୨୬’କୁ ସମ୍ବୋଧିତ କଲେ ରାଷ୍ଟ୍ରପତି

March 12, 2026

ଆଜି ମାର୍ଚ୍ଚ ୧୨ ରେ ଚାରୋଟି ରାଶି ପାଇଁ ରହିଛି ଅନୁକୂଳ ବାତାବରଣ, ଜାଣନ୍ତୁ ଗୁରୁବାର ରାଶିଫଳ

March 12, 2026

ମଧ୍ୟପ୍ରାଚ୍ୟରେ ଅଟକିଥିବା ଓଡ଼ିଆମାନଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ

March 12, 2026

ରାଜ୍ୟସଭା ନିର୍ବାଚନ ତାତି, ହୁଇପ ଜାରୀ କଲା ବିଜେଡି, ଭୁବନେଶ୍ବର ନ ଛାଡିବାକୁ ନିର୍ଦ୍ଦେଶ

March 11, 2026

ସୋଆ ଆଇବିସିଏସ୍ ପକ୍ଷରୁ ବିଜିନେସ୍ ମେଳା ‘ମାର୍କ-ଆଇଟି’ ଅନୁଷ୍ଠିତ

March 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.