Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ରାଜ୍ୟରୁ ସର୍ବାଧିକ 2924 ପଜିଟିଭ୍‌ ଚିହ୍ନଟ, ରାଜ୍ୟରେ ମୋଟ୍‌ ସଂକ୍ରମିତଙ୍କ ସଂଖ୍ୟା 60 ହଜାର ଟପିଲା
ଆଜିର ଖବର

ଆଜି ରାଜ୍ୟରୁ ସର୍ବାଧିକ 2924 ପଜିଟିଭ୍‌ ଚିହ୍ନଟ, ରାଜ୍ୟରେ ମୋଟ୍‌ ସଂକ୍ରମିତଙ୍କ ସଂଖ୍ୟା 60 ହଜାର ଟପିଲା

August 16, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ରାଜ୍ୟରେ ଆଜି ସର୍ବାଧିକ 2 ହଜାର 924 କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ 1815ଜଣ ଚିହ୍ନଟ ହୋଇଥିବାବେଳେ 1109ଟି ଲୋକାଲ କେସ୍‌ ରହିଛି । ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା  60ହଜାର50କୁ ବୃଦ୍ଧି ହୋଇଛି । ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି 18ଜାର928 । ସେହିପରି ସୁସ୍ଥ ହୋଇଛନ୍ତି 40ହଜାର 726ଜଣ । ରାଜ୍ୟରେ କରୋନା ଯୋଗୁଁ ମୃତ୍ୟବରଣ କରିଛନ୍ତି 333ଜଣ । ସେହିପରି 53 ଜଣ କରୋନାରେ ଆକ୍ରାନ୍ତ ଥିଲେ ସୁଦ୍ଧା ଅନ୍ୟ ରୋଗରେ ମୃତ୍ୟୁବରଣ କରିଥିବାର ସୂଚନା ରହିଛି ।

କରୋନା ଅପଡେଟ୍‌
Share. Facebook Twitter LinkedIn Email WhatsApp Copy Link

Related Posts

ପୁରୀ ଶ୍ରୀମନ୍ଦିରକୁ ରେଡ ଜୋନ୍ ରୂପେ ଘୋଷଣା କଲେ ଭାରତ ସରକାର

October 12, 2025

ପଶ୍ଚିମବଙ୍ଗରେ ଗଣ ଦୁଷ୍କର୍ମର ଶିକାର ହୋଇଥିବା ଝିଅର ବାପାଙ୍କ ସହିତ ଫୋନ୍ ଯୋଗେ କଥା ହେଲେ ମୁଖ୍ୟମନ୍ତ୍ରୀ

October 12, 2025

ସେନାର ଅଗ୍ନିପଥ ଯୋଜନା ପାଇଁ ଆସନ୍ତା ୨୨ ରୁ ୨୬ ଯାଏଁ ଭୁବନେଶ୍ୱରରେ ନିଯୁକ୍ତି ଶିବିର

October 12, 2025

ନବୀନ ନିବାସକୁ କାହିଁକି ଯାଇଥିଲେ ସାଂସଦ ଅପରାଜିତା ଷଡଙ୍ଗୀ, ଚାଲିଛି ଜୋରଦାର ଚର୍ଚ୍ଚା

October 12, 2025
Latest News

ପୁରୀ ଶ୍ରୀମନ୍ଦିରକୁ ରେଡ ଜୋନ୍ ରୂପେ ଘୋଷଣା କଲେ ଭାରତ ସରକାର

October 12, 2025

ପଶ୍ଚିମବଙ୍ଗରେ ଗଣ ଦୁଷ୍କର୍ମର ଶିକାର ହୋଇଥିବା ଝିଅର ବାପାଙ୍କ ସହିତ ଫୋନ୍ ଯୋଗେ କଥା ହେଲେ ମୁଖ୍ୟମନ୍ତ୍ରୀ

October 12, 2025

ସେନାର ଅଗ୍ନିପଥ ଯୋଜନା ପାଇଁ ଆସନ୍ତା ୨୨ ରୁ ୨୬ ଯାଏଁ ଭୁବନେଶ୍ୱରରେ ନିଯୁକ୍ତି ଶିବିର

October 12, 2025

ନବୀନ ନିବାସକୁ କାହିଁକି ଯାଇଥିଲେ ସାଂସଦ ଅପରାଜିତା ଷଡଙ୍ଗୀ, ଚାଲିଛି ଜୋରଦାର ଚର୍ଚ୍ଚା

October 12, 2025

ସ୍ଵସ୍ତିକ ଚିହ୍ନ କଣ, ଏହା କରିବା ବେଳେ କେଉଁ ବିଷୟରେ ଧ୍ୟାନ ଦେବା ଆବଶ୍ୟକ

October 12, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.