Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»30 ଜିଲ୍ଲାରୁ 2924 ପଜିଟିଭ୍‌ : ଜାଣନ୍ତୁ କେଉଁ ଜିଲ୍ଲାରେ କେତେ ରହିଛନ୍ତି ଆକ୍ରାନ୍ତ
ଆଜିର ଖବର

30 ଜିଲ୍ଲାରୁ 2924 ପଜିଟିଭ୍‌ : ଜାଣନ୍ତୁ କେଉଁ ଜିଲ୍ଲାରେ କେତେ ରହିଛନ୍ତି ଆକ୍ରାନ୍ତ

August 16, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ଆଜି ରାଜ୍ୟରେ ସର୍ବାଧିକ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । 30ଟି ଜିଲ୍ଲାରୁମୋଟ୍‌ 2 ହଜାର 924ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ରାଜ୍ୟରେ ସର୍ବାଧିକ 50 ହଜାରଟେଷ୍ଟ ହୋଇଥିବାବେଳେ ଆଜି 2 ହଜାର 924 କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଆଜି ଖୋର୍ଦ୍ଧା ଜିଲ୍ଲାରୁ 400ରୁ ଅଧିକ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ 10ଟି ଜିଲ୍ଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା 100ରୁ ଉର୍ଦ୍ଧ୍ବ ରହିଛନ୍ତି ।

ଖୋର୍ଦ୍ଧାରୁ ସର୍ବାଧିକ 488 ଜଣ ଚିହ୍ନଟ ହୋଇଥିବାବେଳେ ଗଞ୍ଜାମ ଜିଲ୍ଲାରୁ 318ଜଣ, ଯାଜପୁରରୁ 200, କଟକରୁ 189, ସୁନ୍ଦରଗଡରୁ 161, ପୁରୀରୁ 144, ନୟାଗଡରୁ 142, ମୟୂରଭଞ୍ଜରୁ 136, ବାଲେଶ୍ବରରୁ 127, ରାୟଗଡାରୁ 116, ଭଦ୍ରକରୁ 107, କୋରାପୁଟରୁ 95, ମାଲକାନଗିରିରୁ 93, ଗଜପତିରୁ 71, କେନ୍ଦ୍ରାପଡାରୁ 60, କନ୍ଧମାଳରୁ 50,  ବରଗଡରୁ 48, ଜଗତସିଂହପୁରରୁ 47, ଢେଙ୍କାନାଳରୁ 40, ସୋନପୁରରୁ 38 ଓ ସମ୍ବଲପୁର ଓ ଅନୁଗୁଳରୁ 37ଜଣ ଲେଖାଏଁ, ଝାରସୁଗୁଡ଼ାରୁ 30, ବଲାଙ୍ଗିର ଓ କଳାହାଣ୍ଡିରୁ 27ଜଣ ଲେଖାଏଁ ରହିଛନ୍ତି । ସେହିପରି କେଉଁଝରଓ ନବରଙ୍ଗପୁରରୁ 26ଜଣ ଲେଖାଏଁ ରହିଛନ୍ତି।  ନୂଆପଡାରୁ 20, ଦେବଗଡରୁ 16, ବୌଦ୍ଧରୁ 8 ଜଣ ଚିହ୍ନଟ ହୋଇଛନ୍ତି ।

କଟକ ଖୋର୍ଦ୍ଧା ଗଞ୍ଜାମ
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ଜୁଲାଇ ୨୯ ତାରିଖ ବୁଧବାର ଦିନ ପାଞ୍ଚୋଟି ରାଶି ପାଇଁ ରହିଛି ଶୁଭବେଳା

July 29, 2026

ଇଣ୍ଡିଆନ୍ ଆଇଡଲ୍ ବିଜେତା ଜ୍ୟୋତିର୍ମୟୀଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

July 28, 2026

ସ୍ୱାମୀ ଲକ୍ଷ୍ମଣାନନ୍ଦଙ୍କ ଉପରେ ଲିଖିତ ପୁସ୍ତକ ଉନ୍ମୋଚନ ସମାରୋହରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ

July 28, 2026

ନେପାଳରେ ପହଞ୍ଚିଲା ଭାରତର ପ୍ରଥମ ସିଧାସଳଖ ମାଲବାହୀ ଟ୍ରେନ୍

July 28, 2026
Latest News

ଆଜି ଜୁଲାଇ ୨୯ ତାରିଖ ବୁଧବାର ଦିନ ପାଞ୍ଚୋଟି ରାଶି ପାଇଁ ରହିଛି ଶୁଭବେଳା

July 29, 2026

ଗୋଦାବରୀଶ ମହାବିଦ୍ୟାଳୟର ୬୩ ତମ ପ୍ରତିଷ୍ଠାର ଉଦଯାପନ ଦିବସ

July 28, 2026

ଇଣ୍ଡିଆନ୍ ଆଇଡଲ୍ ବିଜେତା ଜ୍ୟୋତିର୍ମୟୀଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

July 28, 2026

ସ୍ୱାମୀ ଲକ୍ଷ୍ମଣାନନ୍ଦଙ୍କ ଉପରେ ଲିଖିତ ପୁସ୍ତକ ଉନ୍ମୋଚନ ସମାରୋହରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ

July 28, 2026

ନେପାଳରେ ପହଞ୍ଚିଲା ଭାରତର ପ୍ରଥମ ସିଧାସଳଖ ମାଲବାହୀ ଟ୍ରେନ୍

July 28, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.