Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ରାଜ୍ୟରୁ 10 ଜଣଙ୍କ ମୃତ୍ୟୁ : କରୋନା ମୃତ୍ୟୁ ସଂଖ୍ୟା 343କୁ ବୃଦ୍ଧି
ଆଜିର ଖବର

ଆଜି ରାଜ୍ୟରୁ 10 ଜଣଙ୍କ ମୃତ୍ୟୁ : କରୋନା ମୃତ୍ୟୁ ସଂଖ୍ୟା 343କୁ ବୃଦ୍ଧି

August 16, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ରାଜ୍ୟରେ ଆଜି କରୋନା ଯୋଗୁଁ ଆଜି ଦଶ ଜଣଙ୍କର ମୃତ୍ୟୁ ହୋଇଛି । ଗଞ୍ଜାମ ଓ  ଭୁବନେଶ୍ବରରୁ 2 ଜଣ ଲେଖାଏଁ ମୃତ୍ୟୁବରଣ କରିଥିବାବେଳେ କଟକ, ବଲାଙ୍ଗିର, ଯାଜପୁର  କନ୍ଧମାଳ,ସୋନପୁର, ଭଦ୍ରକରୁ ଜଣେ ଲେଖାଏଁ ମୃତ୍ୟୁବରଣ କରିଥିବାର ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି ।

ଭୁବନେଶ୍ବରରୁ ମୃତ୍ୟୁବରଣ କରିଥିବାଦୁଇ ଆକ୍ରାନ୍ତଙ୍କ ମଧ୍ୟରେ ଜଣେ 32 ବର୍ଷୀୟା ମହିଳା ଥିବାବେଳେ ଜଣେ 55 ବର୍ଷୀୟ ପୁରୁଷ ରହିଛନ୍ତି । ସେହିପରି ଗଞ୍ଜାମରୁ ଦୁଇ ମୃତକଙ୍କ ବୟସ ଯଥାକ୍ରମେ 67 ଓ 66 ବର୍ଷ ବୋଲି ସୂଚନାରହିଛି । ସେହିପରି କଟକରୁ ମୃତ୍ୟବରଣ କରିଥିବା ଆକ୍ରାନ୍ତଙ୍କ ବୟସ 60ବର୍ଷ ଓ ବଲାଙ୍ଗିରରୁ ମୃତ୍ୟୁବରଣ କରିଥିବା 62 ବର୍ଷ ବୋଲି ସୂଚନା ରହିଛି । ଭଦ୍ରକ ଜିଲ୍ଲାରୁ ମୃତ୍ୟୁବରଣ କରିଥିବା ଆକ୍ରାନ୍ତଙ୍କ ବୟସ 75 ବର୍ଷ ବୋଲି ସୂଚନା ରହିଛି । ସେହିପରି  ସୋନପୁରରୁ ମୃତ୍ୟୁବରଣ କରିଥିବା ଆକ୍ରାନ୍ତଙ୍କ ବୟସ 45 ବର୍ଷ ବୋଲି ସୂଚନା ରହିଛି ।କନ୍ଧମାଳର ମୃତକ ବୟସ 59 ବର୍ଷ ପୁରୁଷ ବୋଲି ସୂଚନା ରହିଥିବାବେଳେ ଯାଜପୁର ମୃତକଙ୍କ ବୟସ 60 ବର୍ଷ ବୋଲି ସୂଚନା ରହିଛି ।

ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା 343କୁ ବୃଦ୍ଧି ହୋଇଥିବାବେଳେ ଗଞ୍ଜାମରେ 153ଜଣଙ୍କର ମୃତ୍ୟୁ ହୋଇଛି । ସେହିପରି ଖୋର୍ଦ୍ଧା ଜିଲ୍ଲାରେ ଏହା 44କୁ ବୃଦ୍ଧି ହୋଇଥିବାବେଳେ ଭୁବନେଶ୍ବରରେ ମୃତ୍ୟୁ ସଂଖ୍ୟା 25କୁ ବୃଦ୍ଧି ହୋଇଛି । ସେହିପରି କଟକରେ କରୋନା ଜନିତ ମୃତ୍ୟୁ ସଂଖ୍ୟା 17 ଓ ଭଦ୍ରକରେ ଏହା 5କୁ ବୃଦ୍ଧି ହୋଇଛି । ହୋଇଥିବାବେଳେ କନ୍ଧମାଳରେ 7କୁ ବୃଦ୍ଧି ହୋଇଛି । ସେହିପରି ସୋନପୁର ଓ ବଲାଙ୍ଗିରରୁ ଜଣେ ଲେଖାଏଁ କରୋନାରେ ମୃତ୍ୟୁବରଣ କରିଛନ୍ତି ।

 

bhubaneswar corona death cuttack Ganjam jajpur
Share. Facebook Twitter LinkedIn Email WhatsApp Copy Link

Related Posts

ସଂସ୍କୃତ ଓ ଅର୍ଥଶାସ୍ତ୍ର ବିଷୟର ୧୨୦ ନବନିଯୁକ୍ତ ପିଜିଟି ଶିକ୍ଷକ-ଶିକ୍ଷୟିତ୍ରୀଙ୍କ ପାଇଁ ଦିଗଦର୍ଶନ କର୍ମଶାଳା

July 21, 2026

ତୁରନ୍ତ ଶିକ୍ଷକ ଓ ଶିକ୍ଷାକର୍ମଚାରୀମାନଙ୍କର ସମସ୍ୟା ସମାଧାନ କରନ୍ତୁ: ସମନ୍ୱୟ ସମିତି

July 21, 2026

ପ୍ରଶାସନିକ ଏକକଗୁଡ଼ିକର ସଂଶୋଧିତ ଇଂରାଜୀ ବନାନ ତ୍ଵରିତ କାର୍ଯ୍ୟକାରୀ କରିବାକୁ ନିର୍ଦ୍ଦେଶ

July 21, 2026

ଜୁଲାଇ ୨୭ ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି: ୨୨ରୁ ପଞ୍ଜିକରଣ

July 21, 2026
Latest News

ସଂସ୍କୃତ ଓ ଅର୍ଥଶାସ୍ତ୍ର ବିଷୟର ୧୨୦ ନବନିଯୁକ୍ତ ପିଜିଟି ଶିକ୍ଷକ-ଶିକ୍ଷୟିତ୍ରୀଙ୍କ ପାଇଁ ଦିଗଦର୍ଶନ କର୍ମଶାଳା

July 21, 2026

କ୍ୟାଚ୍‌ ଦ ରେନ୍‌ ଅଭିଯାନ ଅଧୀନରେ ୭୫ଟି ଅମୃତ ସାମ୍‌ ସହର ସହିତ ଜାତୀୟ ମତବିନିମୟ କାର୍ଯ୍ୟକ୍ରମ

July 21, 2026

ତୁରନ୍ତ ଶିକ୍ଷକ ଓ ଶିକ୍ଷାକର୍ମଚାରୀମାନଙ୍କର ସମସ୍ୟା ସମାଧାନ କରନ୍ତୁ: ସମନ୍ୱୟ ସମିତି

July 21, 2026

ପ୍ରଶାସନିକ ଏକକଗୁଡ଼ିକର ସଂଶୋଧିତ ଇଂରାଜୀ ବନାନ ତ୍ଵରିତ କାର୍ଯ୍ୟକାରୀ କରିବାକୁ ନିର୍ଦ୍ଦେଶ

July 21, 2026

ଜୁଲାଇ ୨୭ ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି: ୨୨ରୁ ପଞ୍ଜିକରଣ

July 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.