Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ରାଜ୍ୟରୁ 10 ଜଣଙ୍କ ମୃତ୍ୟୁ : କରୋନା ମୃତ୍ୟୁ ସଂଖ୍ୟା 353କୁ ବୃଦ୍ଧି
ଆଜିର ଖବର

ଆଜି ରାଜ୍ୟରୁ 10 ଜଣଙ୍କ ମୃତ୍ୟୁ : କରୋନା ମୃତ୍ୟୁ ସଂଖ୍ୟା 353କୁ ବୃଦ୍ଧି

August 17, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ରାଜ୍ୟରେ ଆଜି କରୋନା ଯୋଗୁଁ ଆଜି ଦଶ ଜଣଙ୍କର ମୃତ୍ୟୁ ହୋଇଛି । ଖୋର୍ଦ୍ଧାରୁ ସର୍ବାଧିକ 4 ଜଣଙ୍କ ମୃତ୍ୟୁହୋଇଥିବାବେଳେ ବରଗଡ, କଟକ, ଗଞ୍ଜାମ, ପୁରୀ,ସୁନ୍ଦରଗଡ ଓ ରାୟଗଡାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବାର ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ।

ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା 353କୁ ବୃଦ୍ଧି ହୋଇଥିବାବେଳେ ଗଞ୍ଜାମରେ ଏହା 155, ଖୋର୍ଦ୍ଧାରେ 48, କଟକରେ 18, ସୁନ୍ଦରଗଡରେ 22, ରାୟଗଡାରେ 15 ଓ ବରଗଡରେ କରୋନାଜନିତ ମୃତ୍ୟୁ ସଂଖ୍ୟା 4କୁ ବୃଦ୍ଧି ହୋଇଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ମେଧା ପାଟକରଙ୍କ ମାନହାନି ମାମଲା: ଦିଲ୍ଲୀ ଉପରାଜ୍ୟପାଳଙ୍କୁ ବଡ଼ ଆଶ୍ୱସ୍ତି ଦେଲେ କୋର୍ଟ

January 29, 2026

ଇଣ୍ଡିଗୋ ବିମାନ ସହ ଧକ୍କା ହେଲା ପକ୍ଷୀ: ହାଇଦ୍ରାବାଦରେ ଜରୁରୀକାଳୀନ ଅବତରଣ କଲେ ପାଇଲଟ୍

January 29, 2026

କେନ୍ଦ୍ର ସରକାରଙ୍କୁ ଝଟକା!: ନୂତନ UGC ନିୟମ ଉପରେ ସ୍ଥଗିତାଦେଶ ଜାରି କଲେ ସୁପ୍ରିମକୋର୍ଟ

January 29, 2026

ପଞ୍ଚଭୂତରେ ବିଲୀନ ହେଲେ ଅଜିତ ପାୱାର: “ଦାଦା ଅମର ରହେ” ଧ୍ୱନିରେ ପ୍ରକମ୍ପିତ ହେଲା ବିଦ୍ୟା ପ୍ରତିଷ୍ଠାନ

January 29, 2026
Latest News

ମେଧା ପାଟକରଙ୍କ ମାନହାନି ମାମଲା: ଦିଲ୍ଲୀ ଉପରାଜ୍ୟପାଳଙ୍କୁ ବଡ଼ ଆଶ୍ୱସ୍ତି ଦେଲେ କୋର୍ଟ

January 29, 2026

ଇଣ୍ଡିଗୋ ବିମାନ ସହ ଧକ୍କା ହେଲା ପକ୍ଷୀ: ହାଇଦ୍ରାବାଦରେ ଜରୁରୀକାଳୀନ ଅବତରଣ କଲେ ପାଇଲଟ୍

January 29, 2026

କେନ୍ଦ୍ର ସରକାରଙ୍କୁ ଝଟକା!: ନୂତନ UGC ନିୟମ ଉପରେ ସ୍ଥଗିତାଦେଶ ଜାରି କଲେ ସୁପ୍ରିମକୋର୍ଟ

January 29, 2026

ପଞ୍ଚଭୂତରେ ବିଲୀନ ହେଲେ ଅଜିତ ପାୱାର: “ଦାଦା ଅମର ରହେ” ଧ୍ୱନିରେ ପ୍ରକମ୍ପିତ ହେଲା ବିଦ୍ୟା ପ୍ରତିଷ୍ଠାନ

January 29, 2026

Chandigarh Mayor Election: ତ୍ରି-ମୁଖୀ ଲଢେଇରେ ବିଜେପି ବିଜୟୀ

January 29, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.