Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ରାଜ୍ୟରୁ 10 ଜଣଙ୍କ ମୃତ୍ୟୁ : କରୋନା ମୃତ୍ୟୁ ସଂଖ୍ୟା 353କୁ ବୃଦ୍ଧି
ଆଜିର ଖବର

ଆଜି ରାଜ୍ୟରୁ 10 ଜଣଙ୍କ ମୃତ୍ୟୁ : କରୋନା ମୃତ୍ୟୁ ସଂଖ୍ୟା 353କୁ ବୃଦ୍ଧି

August 17, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ରାଜ୍ୟରେ ଆଜି କରୋନା ଯୋଗୁଁ ଆଜି ଦଶ ଜଣଙ୍କର ମୃତ୍ୟୁ ହୋଇଛି । ଖୋର୍ଦ୍ଧାରୁ ସର୍ବାଧିକ 4 ଜଣଙ୍କ ମୃତ୍ୟୁହୋଇଥିବାବେଳେ ବରଗଡ, କଟକ, ଗଞ୍ଜାମ, ପୁରୀ,ସୁନ୍ଦରଗଡ ଓ ରାୟଗଡାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବାର ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ।

ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା 353କୁ ବୃଦ୍ଧି ହୋଇଥିବାବେଳେ ଗଞ୍ଜାମରେ ଏହା 155, ଖୋର୍ଦ୍ଧାରେ 48, କଟକରେ 18, ସୁନ୍ଦରଗଡରେ 22, ରାୟଗଡାରେ 15 ଓ ବରଗଡରେ କରୋନାଜନିତ ମୃତ୍ୟୁ ସଂଖ୍ୟା 4କୁ ବୃଦ୍ଧି ହୋଇଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ବିଧାନସଭା ବିଭାଗୀୟ ସ୍ଥାୟୀ କମିଟି-୩ର ଉତ୍ତର ପ୍ରଦେଶ ଗସ୍ତ

September 5, 2026

ଆଜିଠାରୁ ‘ବିଶ୍ୱ ତୀରନ୍ଦାଜୀ ପାରା ସିରିଜ୍’ ଆଥଲେଟ୍: ଉଦଘାଟନ କଲେ ଗୃହମନ୍ତ୍ରୀ

September 5, 2026

ରେଢ଼ାଖୋଲରେ ନାବାଳିକାକୁ ଦୁଷ୍କର୍ମ: ଅଭିଯୁକ୍ତ ଯୁବକଙ୍କୁ କୋର୍ଟ ଚାଲାଣ

September 5, 2026

ପୁଡୁଚେରୀର ଉନ୍ନତ ସ୍ୱାସ୍ଥ୍ୟସେବାରେ ଡିଜିଟାଲ୍ ଉଦ୍ଭାବନ ସମ୍ପର୍କରେ ଜାଣିଲେ ଓଡିଶା ଗଣମାଧ୍ୟମ ପ୍ରତିନିଧି

September 5, 2026
Latest News

ବିଧାନସଭା ବିଭାଗୀୟ ସ୍ଥାୟୀ କମିଟି-୩ର ଉତ୍ତର ପ୍ରଦେଶ ଗସ୍ତ

September 5, 2026

ଆଜିଠାରୁ ‘ବିଶ୍ୱ ତୀରନ୍ଦାଜୀ ପାରା ସିରିଜ୍’ ଆଥଲେଟ୍: ଉଦଘାଟନ କଲେ ଗୃହମନ୍ତ୍ରୀ

September 5, 2026

ରେଢ଼ାଖୋଲରେ ନାବାଳିକାକୁ ଦୁଷ୍କର୍ମ: ଅଭିଯୁକ୍ତ ଯୁବକଙ୍କୁ କୋର୍ଟ ଚାଲାଣ

September 5, 2026

ପୁଡୁଚେରୀର ଉନ୍ନତ ସ୍ୱାସ୍ଥ୍ୟସେବାରେ ଡିଜିଟାଲ୍ ଉଦ୍ଭାବନ ସମ୍ପର୍କରେ ଜାଣିଲେ ଓଡିଶା ଗଣମାଧ୍ୟମ ପ୍ରତିନିଧି

September 5, 2026

ରାଶିଫଳ: ଆଜି ସେପ୍ଟେମ୍ବର ୫ ତାରିଖରେ ସାତୋଟି ରାଶିର ଲୋକେ ହେବେ ମାଲେମାଲ

September 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.