Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଉ ଜଣେ ବରିଷ୍ଠ ପ୍ରଶାସକଙ୍କୁ ବାଧ୍ୟତାମୂଳକ ଅବସର
ଆଜିର ଖବର

ଆଉ ଜଣେ ବରିଷ୍ଠ ପ୍ରଶାସକଙ୍କୁ ବାଧ୍ୟତାମୂଳକ ଅବସର

August 17, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର :  ଦୁର୍ନୀତି ବିରୋଧରେ ରାଜ୍ୟ ସରକାର ଜିରୋ ଟରଲେନ୍ସ ନୀତି ଆପଣାଇଛନ୍ତି । ଏହି ପରିପ୍ରେକ୍ଷୀରେ ଆଜି ଆଉ ଜଣେ ବରିଷ୍ଠ ପ୍ରଶାସକଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି । ସୋମବାର ରାଜ୍ୟ ସରକାର ପୁଣି ଜଣେ ବରିଷ୍ଠ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦେଇଛନ୍ତି ।

ସମ୍ପୃକ୍ତ ଅଧିକାରୀ ଜଣକ ହେଉଛନ୍ତି ବରିଷ୍ଠ କୃଷି ଅଧିକାରୀ ପ୍ରଦୀପ ମହାନ୍ତି । ଶ୍ରୀ ମହାନ୍ତି କୋରାପୁଟର ଜିଲ୍ଲା କୃଷି ଅଧିକାରୀ ଥିଲେ । ଜୁଲାଇ 2 ତାରିଖରେ ମହାନ୍ତିଙ୍କ ଗାଡ଼ିରୁ ଭିଜିଲାନ୍ସ ପକ୍ଷରୁ 11 ଲକ୍ଷ ଟଙ୍କା ଜବତ କରାଯାଇଥିଲା । ସେହି ଦିନ ତାଙ୍କୁ ଭିଜିଲାନ୍ସ ଗିରଫ କରି ଜେଲ ପଠାଇଥିଲା । ତାଙ୍କୁ ନିଲମ୍ବନ କରାଯିବା ସହ ରିମାଣ୍ଡରେ ଆଣି ଜେରା କରାଯାଇଥିଲା । ତାଙ୍କ ଘରେ ଚଢଉ କରାଯାଇ 3.5 କୋଟିର ସମ୍ପତ୍ତି ଠାବ କରାଯାଇଥିଲା । ଆଜି ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରଦୀପ ମହାନ୍ତିଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି । ନିକଟରେ ଆୟୁଷ ନିର୍ଦ୍ଦେଶକଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଥିଲା ।

ବରିଷ୍ଠ ପ୍ରଶାସକ ବାଧ୍ୟତାମୂଳକ ଅବସର
Share. Facebook Twitter LinkedIn Email WhatsApp Copy Link

Related Posts

LACରେ କମୁଛି ଚୀନ୍ ସେନା ମୁତୟନ! ଭାରତ-ଚୀନ୍ ସୀମାରେ ଉତ୍ତେଜନା ହ୍ରାସର ସଙ୍କେତ, ରିପୋର୍ଟରେ ବଡ଼ ଖୁଲାସା

September 14, 2026

ଗେଙ୍ଗୁଟିରେ ଭାସିଗଲେ ଦମ୍ପତ୍ତି: ସ୍ତ୍ରୀ ଉଦ୍ଧାର, ସ୍ୱାମୀ ନିଖୋଜ

September 14, 2026

ବନ୍ଦ ଘରେ ଭୟଙ୍କର ଅଗ୍ନିକାଣ୍ଡ: ଶୋଇଥିବାବେଳେ ଜୀବନ୍ତ ଜଳିଗଲେ ବାପା, ଅଳ୍ପକେ ବର୍ତ୍ତିଲେ ପୁଅ

September 14, 2026

ଗଣେଶ ଚତୁର୍ଥୀ: ଜାଣନ୍ତୁ ଗଣେଶ ପୂଜାରେ ଶାନ୍ତ ହୁଅନ୍ତି କେଉଁ ଗ୍ରହ?

September 14, 2026
Latest News

LACରେ କମୁଛି ଚୀନ୍ ସେନା ମୁତୟନ! ଭାରତ-ଚୀନ୍ ସୀମାରେ ଉତ୍ତେଜନା ହ୍ରାସର ସଙ୍କେତ, ରିପୋର୍ଟରେ ବଡ଼ ଖୁଲାସା

September 14, 2026

ଗେଙ୍ଗୁଟିରେ ଭାସିଗଲେ ଦମ୍ପତ୍ତି: ସ୍ତ୍ରୀ ଉଦ୍ଧାର, ସ୍ୱାମୀ ନିଖୋଜ

September 14, 2026

ବନ୍ଦ ଘରେ ଭୟଙ୍କର ଅଗ୍ନିକାଣ୍ଡ: ଶୋଇଥିବାବେଳେ ଜୀବନ୍ତ ଜଳିଗଲେ ବାପା, ଅଳ୍ପକେ ବର୍ତ୍ତିଲେ ପୁଅ

September 14, 2026

ଗଣେଶ ଚତୁର୍ଥୀ: ଜାଣନ୍ତୁ ଗଣେଶ ପୂଜାରେ ଶାନ୍ତ ହୁଅନ୍ତି କେଉଁ ଗ୍ରହ?

September 14, 2026

ପ୍ରଥମ ଥର ଏଲେନା ରିବାକିନା ୟୁଏସ୍ ଓପନ୍ ଚାମ୍ପିଅନ୍

September 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.