Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କୋଭିଡ19 ଟିକା : ଘରୋଇ ଟିକା ଉତ୍ପାଦନକାରୀଙ୍କୁ ଭେଟିଲେ ଜାତୀୟ ଟିକା ବିଶେଷଜ୍ଞ ଗୋଷ୍ଠୀ
ଆଜିର ଖବର

କୋଭିଡ19 ଟିକା : ଘରୋଇ ଟିକା ଉତ୍ପାଦନକାରୀଙ୍କୁ ଭେଟିଲେ ଜାତୀୟ ଟିକା ବିଶେଷଜ୍ଞ ଗୋଷ୍ଠୀ

August 18, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link
କୋଭିଡ19 ଟିକା : ଘରୋଇ ଟିକା ଉତ୍ପାଦନକାରୀଙ୍କୁ ଭେଟିଲେ ଜାତୀୟ ଟିକା ବିଶେଷଜ୍ଞ ଗୋଷ୍ଠୀ

ନୂଆଦିଲ୍ଲୀ, ଜାତୀୟ ଟିକା ବିଶେଷଜ୍ଞ ଗୋଷ୍ଠୀ ଆଜି ଅଗ୍ରଣୀ ଘରୋଇ ଟିକା ଉତ୍ପାଦନକାରୀ ସେରମ ଇନଷ୍ଟିଚ୍ୟୁଟ ଅଫ ଇଣ୍ଡିଆ, ପୁଣେ; ଭାରତ ବାୟୋଟେକ, ହାଇଦ୍ରାବାଦ; ଜାଇଡସ କାଡିଲା, ଅହମ୍ମଦାବାଦ; ଜେନୋଭା ବାୟୋଫାର୍ମାସ୍ୟୁଟିକାଲ୍ସ, ପୁଣେ; ଏବଂ ବାୟୋଲୋଜିକାଲ ଇ, ହାଇଦ୍ରାବାଦଙ୍କୁ ଭେଟିଛନ୍ତି । ଏହି ବୈଠକ ଅତି ଫଳପ୍ରଦ ଥିଲା ।

ବୈଠକରେ ଜାତୀୟ ବିଶେଷଜ୍ଞ ଗୋଷ୍ଠୀ ସ୍ଵଦେଶୀ ଉତ୍ପାଦନକାରୀଙ୍କ ଦ୍ଵାରା ବିକଶିତ ବିଭିନ୍ନ ଟିକାର ବର୍ତ୍ତମାନ ସ୍ଥିତି ତଥା କେନ୍ଦ୍ର ସରକାରଙ୍କ ଠାରୁ ସେମାନେ କଣ ଆଶା କରୁଛନ୍ତି ସେ ବିଷୟରେ ସୂଚନା ପାଇଥିଲେ ।

Share. Facebook Twitter LinkedIn Email WhatsApp Copy Link

Related Posts

ଭାରତରେ କେତେ ଲୋକ ଟ୍ରମ୍ପଙ୍କୁ ପସନ୍ଦ କରନ୍ତି?: ଦେଖନ୍ତୁ ଆଶ୍ଚର୍ଯ୍ୟଜନକ ଜନମତ

June 26, 2026

୫୭ ବର୍ଷ ବୟସରେ ପଦାର୍ପଣ କଲେ ଧର୍ମେନ୍ଦ୍ର ପ୍ରଧାନ: ଜନ୍ମଦିନରେ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

June 26, 2026

ଆଉ ଏକ ଝଟକା ଦେଲା ବାଂଲାଦେଶ: ଭାରତଠାରୁ ଏହି ପ୍ରକଳ୍ପ ଛଡାଇ ନେଇ ଚୀନ୍ ସହିତ କଲା ବଡ଼ ଚୁକ୍ତି

June 26, 2026

ବିଜେପିର ରାଜନୈତିକ ଗଣନାକୁ ବିଚଳିତ କରିପାରେ ନୀତିଶ କୁମାରଙ୍କ ନିଷ୍ପତ୍ତି!; ବିରୋଧୀ ଦଳ ମଧ୍ୟ ସତର୍କ

June 26, 2026
Latest News

ଭାରତରେ କେତେ ଲୋକ ଟ୍ରମ୍ପଙ୍କୁ ପସନ୍ଦ କରନ୍ତି?: ଦେଖନ୍ତୁ ଆଶ୍ଚର୍ଯ୍ୟଜନକ ଜନମତ

June 26, 2026

୫୭ ବର୍ଷ ବୟସରେ ପଦାର୍ପଣ କଲେ ଧର୍ମେନ୍ଦ୍ର ପ୍ରଧାନ: ଜନ୍ମଦିନରେ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

June 26, 2026

ଆଉ ଏକ ଝଟକା ଦେଲା ବାଂଲାଦେଶ: ଭାରତଠାରୁ ଏହି ପ୍ରକଳ୍ପ ଛଡାଇ ନେଇ ଚୀନ୍ ସହିତ କଲା ବଡ଼ ଚୁକ୍ତି

June 26, 2026

ବିଜେପିର ରାଜନୈତିକ ଗଣନାକୁ ବିଚଳିତ କରିପାରେ ନୀତିଶ କୁମାରଙ୍କ ନିଷ୍ପତ୍ତି!; ବିରୋଧୀ ଦଳ ମଧ୍ୟ ସତର୍କ

June 26, 2026

ପ୍ରଥମ ଟି-୨୦ରେ ଇତିହାସ ରଚିବେ ବୈଭବ ସୂର୍ଯ୍ୟବଂଶୀ: ଡେବ୍ୟୁ ମ୍ୟାଚରେ କରିବେ ୬ଟି ବଡ଼ ରେକର୍ଡ

June 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.