Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ରାଜ୍ୟରୁ 9 ଜଣଙ୍କ ମୃତ୍ୟୁ : କରୋନା ମୃତ୍ୟୁ ସଂଖ୍ୟା 362କୁ ବୃଦ୍ଧି
ଆଜିର ଖବର

ଆଜି ରାଜ୍ୟରୁ 9 ଜଣଙ୍କ ମୃତ୍ୟୁ : କରୋନା ମୃତ୍ୟୁ ସଂଖ୍ୟା 362କୁ ବୃଦ୍ଧି

August 18, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର :  ରାଜ୍ୟରେ ଆଜି କରୋନା ଯୋଗୁଁ ଆଜି 9 ଜଣଙ୍କର ମୃତ୍ୟୁ ହୋଇଛି। ଗଞ୍ଜାମରୁ ସର୍ବାଧିକ 3 ଜଣଙ୍କ ମୃତ୍ୟୁହୋଇଥିବାବେଳେ ରାୟଗଡାରୁ 2, ସମ୍ବଲପୁର, ମାଲକାନଗିରି, ଖୋର୍ଦ୍ଧା ଓ ବାଲେଶ୍ବରରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବାର ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ।

ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା 362କୁ ବୃଦ୍ଧି ହୋଇଥିବାବେଳେ ଗଞ୍ଜାମରେ ଏହା 158, ଖୋର୍ଦ୍ଧାରେ 49, ରାୟଗଡାରେ 17, ସମ୍ବଲପୁରରରେ 8, ମାଲକାନଗିରିରରେ 3 ଓ ବାଲେଶ୍ବରରେ କରୋନାଜନିତ ମୃତ୍ୟୁ ସଂଖ୍ୟା 8କୁ ବୃଦ୍ଧି ହୋଇଛି ।

Share. Facebook Twitter LinkedIn Email WhatsApp Copy Link

Related Posts

କାନଭାସରେ ୬୪ ଯୋଗିନୀ, ଆକର୍ଷିତ କରୁଛି ‘ଏକା- ଦି ୱାନ’ ଜାତୀୟ କଳା ପ୍ରଦର୍ଶନୀ

March 15, 2026

ସୁନା ଏବଂ ରୂପାର ମୂଲ୍ୟ ବଢିଲା ନା କମିଲା?: ଜାଣନ୍ତୁ ଏହି ମୂଲ୍ୟବାନ ଧାତୁଗୁଡ଼ିକର ଆଜିର ଦର

March 15, 2026

ପାକିସ୍ତାନ ଏବଂ ବାଂଲାଦେଶକୁ ସମାଲୋଚନା କଲେ ଜୟ ଶାହ: ଟିମ୍ ଇଣ୍ଡିଆକୁ ଦେଲେ ଏହି ବାର୍ତ୍ତା

March 15, 2026

ରାଜ୍ୟସଭା ନିର୍ବାଚନ: ଦତ୍ତେଶ୍ୱର ହୋତାଙ୍କ ପକ୍ଷରେ ମତଦାନ କରିବାକୁ ସି.ପି.ଆଇ.(ଏମ୍) ର ଆହ୍ୱାନ

March 15, 2026
Latest News

କାନଭାସରେ ୬୪ ଯୋଗିନୀ, ଆକର୍ଷିତ କରୁଛି ‘ଏକା- ଦି ୱାନ’ ଜାତୀୟ କଳା ପ୍ରଦର୍ଶନୀ

March 15, 2026

ସୁନା ଏବଂ ରୂପାର ମୂଲ୍ୟ ବଢିଲା ନା କମିଲା?: ଜାଣନ୍ତୁ ଏହି ମୂଲ୍ୟବାନ ଧାତୁଗୁଡ଼ିକର ଆଜିର ଦର

March 15, 2026

ପାକିସ୍ତାନ ଏବଂ ବାଂଲାଦେଶକୁ ସମାଲୋଚନା କଲେ ଜୟ ଶାହ: ଟିମ୍ ଇଣ୍ଡିଆକୁ ଦେଲେ ଏହି ବାର୍ତ୍ତା

March 15, 2026

କେନ୍ଦ୍ର ସରକାରଙ୍କ ବଡ ନିଷ୍ପତ୍ତି: PNG ସଂଯୋଗ ଥିଲେ ମିଳିବ ନାହିଁ LPG, ପଢନ୍ତୁ ଅପଡେଟ୍

March 15, 2026

ଆଜି ଘୋଷଣା ହେବ ବଙ୍ଗଳା ଏବଂ ଆସାମ ସମେତ ପାଞ୍ଚଟି ରାଜ୍ୟର ନିର୍ବାଚନ ତାରିଖ!: ଜାଣନ୍ତୁ ସମୟ

March 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.