Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»‘ଚୌକିଦାର’କୁ ନେଇ ମୋଦିଙ୍କୁ ସମାଲୋଚନା କଲେ ପ୍ରିୟଙ୍କା : ଧନୀଙ୍କ ପାଇଁ ଚୌକିଦାର, କୃଷକଙ୍କ ପାଇଁ ନୁହେଁ
ଆଜିର ଖବର

‘ଚୌକିଦାର’କୁ ନେଇ ମୋଦିଙ୍କୁ ସମାଲୋଚନା କଲେ ପ୍ରିୟଙ୍କା : ଧନୀଙ୍କ ପାଇଁ ଚୌକିଦାର, କୃଷକଙ୍କ ପାଇଁ ନୁହେଁ

March 18, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
priyanka, critisised modi on chowkidar issue
priyanka, critisised modi on chowkidar issue

ଚଳିତ ନିର୍ବାଚନୀ ପ୍ରଚାରରେ ‘ଚୌକିଦାର’ ପ୍ରସଙ୍ଗ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଛି। ବିଜେପି ତା’ର ନିର୍ବାଚନୀ ନାରା ‘ମେ ଭି ଚୌକିଦାର’ ଅଭିଯାନ ଆରମ୍ଭ କରିଥିବାବେଳେ ଏହାକୁ କଟାକ୍ଷ କରିଛନ୍ତି ପ୍ରିୟଙ୍କା ଗାନ୍ଧି। ସକ୍ରିୟ ରାଜନୀତିକୁ ଆସି କଂଗ୍ରେସର ସାଧାରଣ ସଂପାଦିକା ଭାବେ ଦାୟିତ୍ୱ ନେଇଥିବା ପ୍ରିୟଙ୍କା ଗାନ୍ଧୀ ଏହି ‘ଚୌକିଦାର’ ପ୍ରସଂଗକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସମାଲୋଚନା କରି କହିଛନ୍ତି ‘ମୋଦି ଚୌକିଦାର କେବଳ ଧନୀ ଲୋକଙ୍କ ପାଇଁ, କୃଷକଙ୍କ ପାଇଁ ନୁହଁନ୍ତି। ପ୍ରିୟଙ୍କା ଗଣମାଧ୍ୟମରେ ନିଜର ମତ ରଖି କହିଛନ୍ତି ଯେ, ଗତକାଲି ସେ କୃଷକମାନଙ୍କୁ ଭେଟିଥିଲି। ସେମାନେ କହିଥିଲେ, ଯେ ଧନୀ ଲୋକମାନେ ତାଙ୍କ ଘର ଜଗିବାକୁ ଚୌକିଦାର ରଖନ୍ତି। କୃଷକ ତ ନିଜ ପାଇଁ ନିଜେ ଚୌକିଦାର। ରାଫେଲ୍‌ ବିମାନ ଦୁର୍ନୀତି ମାମଲରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ କଂଗ୍ରେସ ଅଧ୍ୟକ୍ଷ ରାହୁଲ ‘ଚୌକିଦାର ଚୋର୍‌ ହୈ’ କହି କଟାକ୍ଷ କରିଥିଲେ। ଏହାର ଜବାବ ଦେବାକୁ ଯାଇ ପ୍ରଧାନମନ୍ତ୍ରୀ ଚୌକିଦାର ଶବ୍ଦକୁ ଏଥର ନିର୍ବାଚନ ପ୍ରଚାରର ଆୟୁଧ କରିଛନ୍ତି। ମୋଦି ‘ଚୌକିଦାର’ ଶବ୍ଦ ବ୍ୟବହାର କରି ଏକ ଭିଡିଓ ଜାରି କରି ବିଜେପିର ନିର୍ବାଚନ ପ୍ରଚାର ଆରମ୍ଭ କରିଥିଲେ। ଏହାପରେ ମୋଦିଙ୍କ ସମେତ ବିଜେପିର ଅନ୍ୟ ବରିଷ୍ଠ ନେତୃବୃନ୍ଦମାନେ ଟୁଇଟ୍‌ର ଆକାଉଣ୍ଟରେ ନିଜ ନାମ ଆଗରେ ଚୌକିଦାର ଲେଖିଛନ୍ତି।

chowkidar pm priyanka thesamikhsya
Share. Facebook Twitter LinkedIn Email WhatsApp Copy Link

Related Posts

ସ୍ୱତନ୍ତ୍ର ଅର୍ଥନୈତିକ ଜୋନରେ ମାଛ ଧରା ପାଇଁ ପ୍ରବେଶ ପାସ ଶୁଭାରମ୍ଭ କଲେ ରାଜୀବ ରଞ୍ଜନ ସିଂହ

February 21, 2026

ସରକାରୀ କଲେଜରେ ପଢାଉଛନ୍ତି ୧୭୫୩ ଅତିଥି ଅଧ୍ୟାପକ, ଗୃହରେ ଉତ୍ତର ରଖିଲେ ମନ୍ତ୍ରୀ

February 21, 2026

ପ୍ରତ୍ୟେକ ସୀମାଞ୍ଚଳ ଗ୍ରାମକୁ ‘ଭାରତର ପ୍ରଥମ ଗ୍ରାମ’ ଭାବେ ପରିଭାଷିତ କରିବାର ନିଷ୍ପତ୍ତି

February 21, 2026

ନିଲ୍ କାତ୍ୟାଲ୍ କିଏ, ଯାହାଙ୍କ ଯୁକ୍ତି ଆମେରିକାର ସୁପ୍ରିମକୋର୍ଟରେ ଶୁଳ୍କ ପ୍ରସଙ୍ଗରେ ଟ୍ରମ୍ପଙ୍କୁଦେଲା ଝଟକା?

February 21, 2026
Latest News

ସ୍ୱତନ୍ତ୍ର ଅର୍ଥନୈତିକ ଜୋନରେ ମାଛ ଧରା ପାଇଁ ପ୍ରବେଶ ପାସ ଶୁଭାରମ୍ଭ କଲେ ରାଜୀବ ରଞ୍ଜନ ସିଂହ

February 21, 2026

ସରକାରୀ କଲେଜରେ ପଢାଉଛନ୍ତି ୧୭୫୩ ଅତିଥି ଅଧ୍ୟାପକ, ଗୃହରେ ଉତ୍ତର ରଖିଲେ ମନ୍ତ୍ରୀ

February 21, 2026

ପ୍ରତ୍ୟେକ ସୀମାଞ୍ଚଳ ଗ୍ରାମକୁ ‘ଭାରତର ପ୍ରଥମ ଗ୍ରାମ’ ଭାବେ ପରିଭାଷିତ କରିବାର ନିଷ୍ପତ୍ତି

February 21, 2026

ନିଲ୍ କାତ୍ୟାଲ୍ କିଏ, ଯାହାଙ୍କ ଯୁକ୍ତି ଆମେରିକାର ସୁପ୍ରିମକୋର୍ଟରେ ଶୁଳ୍କ ପ୍ରସଙ୍ଗରେ ଟ୍ରମ୍ପଙ୍କୁଦେଲା ଝଟକା?

February 21, 2026

ଏଆଇ ଇମ୍ପାକ୍ସ ସମ୍ମିଳନୀ ଅବସରରେ ଭାରତ ସଂକ୍ରାନ୍ତରେ ବିଶ୍ୱର ବୈଷୟିକ ନେତୃତ୍ୱଙ୍କ ମତ

February 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.