Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଲଘୁଚାପ ଯୋଗୁଁ ରାଜ୍ୟରେ ଆହୁରି ଦୁଇ ଦିନ ଧରି ବର୍ଷିବ, ଆଜି ରାଜ୍ୟର ୧୨ ଜିଲ୍ଲାରେ ଅତିପ୍ରବଳ ବର୍ଷା
ଆଜିର ଖବର

ଲଘୁଚାପ ଯୋଗୁଁ ରାଜ୍ୟରେ ଆହୁରି ଦୁଇ ଦିନ ଧରି ବର୍ଷିବ, ଆଜି ରାଜ୍ୟର ୧୨ ଜିଲ୍ଲାରେ ଅତିପ୍ରବଳ ବର୍ଷା

August 19, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link
Hyderabad: Rains lash Hyderabad on Aug 13, 2020. (Photo: IANS)

ଭୁବନେଶ୍ୱର: ଉତ୍ତର-ପୂର୍ବ ବଙ୍ଗୋପସାଗର ସୃଷ୍ଟି ହୋଇଥିବା ଲଘୁଚାପ ଯୋଗୁଁ ରାଜ୍ୟର ଅନେକ ସ୍ଥାନରରେ ବର୍ଷା ଆରମ୍ଭ ହୋଇଯାଇଛି । ଏହାର ପ୍ରଭାବରେ ଆସନ୍ତା ଦୁଇ ଦିନ ରାଜ୍ୟର କେତେକ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷିବାର ସମ୍ଭାବନା ରହିଛି । ଏନେଇ ସତର୍କ ରହିବାକୁ ସ୍ବତନ୍ତ୍ର ରିଲିଫ୍ କମିସନର ପ୍ରଦୀପ କୁମାର ଜେନା ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦେଶ ଦେଇଛନ୍ତି।

ଭୁବନେଶ୍ବର ପାଣିପାଗ ବିଭାଗ ଅନୁସାରେ ଆଜି ରାଜ୍ୟର ୧୨ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ଜିଲ୍ଲାଗୁଡ଼ିକ ହେଲା, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, ସୁନ୍ଦରଗଡ଼, କଟକ, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ବଲାଙ୍ଗୀର, ସୋନପୁର ଓ କେନ୍ଦୁଝର । ସେହିପରି ଅନୁଗୁଳ, ଦେବଗଡ଼ ଓ ସମ୍ବଲପୁର ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଏଥିସହିତ ମୟୂରଭଞ୍ଜ, ବାଲେଶ୍ବର, ଝାରସୁଗୁଡ଼ା, ବରଗଡ଼, ଜଗତସିଂହପୁର, ବୌଦ୍ଧ, କଳାହାଣ୍ଡି ଓ କୋରାପୁଟ ଆଦି ଜିଲ୍ଲାରେ ‌ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଆସନ୍ତାକାଲି ବରଗଡ଼, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, କେନ୍ଦୁଝର ଓ ଦେବଗଡ଼ ଆଦି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷିବାର ସମ୍ଭାବନା ଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ସମୟରେ ପବନର ବେଗ ଅଧିକ ରହୁଥିବାରୁ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି।

low pressuer ଲଘୁଚାପ
Share. Facebook Twitter LinkedIn Email WhatsApp Copy Link

Related Posts

ଶ୍ରେୟସ ଆୟରଙ୍କ ଖରାପ ଆରମ୍ଭ: ପ୍ରଥମ ଥର ପାଇଁ ଆୟରଲ୍ୟାଣ୍ଡଠାରୁ ହାରିଲା ଭାରତ

June 27, 2026

ଏକା ବିମାନରେ ଫଡନଭିସ-ଉଦ୍ଧବ! ମହାରାଷ୍ଟ୍ର ରାଜନୀତିରେ ଚର୍ଚ୍ଚାର ଝଡ଼

June 26, 2026

ନିର୍ବାଚନ ମୋଡ୍‌ରେ କଂଗ୍ରେସ, ୟୁପିରେ ନୂଆ ରାଜନୈତିକ ସମୀକରଣ ଆରମ୍ଭ

June 26, 2026

ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଜାଲରେ ଧରାପଡ଼ିଲେ ପ୍ରାଣୀଧନ ନିରୀକ୍ଷକ

June 26, 2026
Latest News

ଶ୍ରେୟସ ଆୟରଙ୍କ ଖରାପ ଆରମ୍ଭ: ପ୍ରଥମ ଥର ପାଇଁ ଆୟରଲ୍ୟାଣ୍ଡଠାରୁ ହାରିଲା ଭାରତ

June 27, 2026

ଆଜି ଜୁନ୍ ୨୭ ତାରିଖ ଶନିବାର ଦିନ କଣ ରହିଛି ଆପଣଙ୍କର ରାଶିଫଳ, ଜାଣନ୍ତୁ

June 27, 2026

ଏକା ବିମାନରେ ଫଡନଭିସ-ଉଦ୍ଧବ! ମହାରାଷ୍ଟ୍ର ରାଜନୀତିରେ ଚର୍ଚ୍ଚାର ଝଡ଼

June 26, 2026

ନିର୍ବାଚନ ମୋଡ୍‌ରେ କଂଗ୍ରେସ, ୟୁପିରେ ନୂଆ ରାଜନୈତିକ ସମୀକରଣ ଆରମ୍ଭ

June 26, 2026

ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଜାଲରେ ଧରାପଡ଼ିଲେ ପ୍ରାଣୀଧନ ନିରୀକ୍ଷକ

June 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.