Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପ୍ରକାଶ ପାଇଲା ଯୁକ୍ତ ଦୁଇ ବାଣିଜ୍ୟ ରେଜଲ୍ଟ : ପାସ୍‌ ହାର 74. 95%
ଆଜିର ଖବର

ପ୍ରକାଶ ପାଇଲା ଯୁକ୍ତ ଦୁଇ ବାଣିଜ୍ୟ ରେଜଲ୍ଟ : ପାସ୍‌ ହାର 74. 95%

August 19, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ପ୍ରକାଶ ପାଇଲା ଯୁକ୍ତ ଦୁଇ ବାଣିଜ୍ୟ ପରୀକ୍ଷା ଫଳ । ଚଳିତ ଥର ପାସ୍‌ ହାର 74 . 95 ପ୍ରତିଶତ ରହିଛି ବୋଲି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ସୂଚନା ଦେଇଛନ୍ତି । ଚଳିତ ଥର ମୋଟ୍‌ 25 ହଜାର 772 ପରୀକ୍ଷା ଦେଇଥିବାବେଳେ ପାସ୍‌ କରିଛନ୍ତି 19 ହଜାର 318ଜଣ । ପାସ୍‌ କରିଥିବାର ଛାତ୍ର ଛାତ୍ରୀଙ୍କ ମଧ୍ୟରେ 12 ହଜାର 215 ଜଣ ଛାତ୍ର ରହିଥିବାବେଳେ 7 ହଜାର 103ଜଣ ଛାତ୍ରୀ ରହିଛନ୍ତି । ସେହିପରି ପ୍ରଥମ ଶ୍ରେଣୀରେ ପାସ୍‌ କରିଛନ୍ତି 6ହଜାର 610 ଜଣ । ଦ୍ବିତୀୟ ଶ୍ରେଣୀରେ ପାସ୍‌ କରିଛନ୍ତି 4ହଜାର 259ଜଣ  । ତୃତୀୟ ଶ୍ରେଣୀରେ 8361ଜଣ ଛାତ୍ରଛାତ୍ରୀ ପାସ୍‌ କରିଛନ୍ତି ।

29ଟି ଉଚ୍ଚ ମାଧ୍ୟମିକ ସ୍କୁଲରେ ଶତ ପ୍ରତିଶତ ପିଲା ପାସ୍‌ କରିଥିବାବେଳେ 2ଟି ଉଚ୍ଚ ମାଧ୍ୟମିକ ସ୍କୁଲରେ ଫଳାଫଳ ଶୂନ୍ୟ ରହିଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ଗୋମୁତ୍ରରୁ ରୋଜଗାର: ୧୫ ଟି ଗାଁରେ ଏକ ଅନନ୍ୟ ପ୍ରକଳ୍ପ ଆରମ୍ଭ

August 12, 2026

କୋର୍ଟ ଚାଲାଣ ପାଇଁ ଏକ ନୂତନ ପଦ୍ଧତି: ୧୦ ଦିନ ମଧ୍ୟରେ ହେବ ସମାଧାନ

August 12, 2026

ବାଂଲାଦେଶ ଗସ୍ତ ବାତିଲ?: ଭାରତ-ଆଫଗାନିସ୍ତାନ ଟି-୨୦ ସିରିଜ ସୂଚୀ ଘୋଷଣା କଲା ବିସିସିଆଇ

August 12, 2026

“FCRA ବିଲ୍ ପ୍ରତ୍ୟାହାର କରାଯିବା ଉଚିତ”: କେନ୍ଦ୍ର ଉପରେ ଆକ୍ରମଣ କଲେ ଚିଦମ୍ବରମ୍

August 12, 2026
Latest News

ଗୋମୁତ୍ରରୁ ରୋଜଗାର: ୧୫ ଟି ଗାଁରେ ଏକ ଅନନ୍ୟ ପ୍ରକଳ୍ପ ଆରମ୍ଭ

August 12, 2026

ପତନ ଦ୍ୱାରରେ ଆମେରିକୀୟ ଡଲାରର ପ୍ରାଧାନ୍ୟ!: କ’ଣ ଭାରତକୁ ମିଳିବ ଲାଭ?

August 12, 2026

କୋର୍ଟ ଚାଲାଣ ପାଇଁ ଏକ ନୂତନ ପଦ୍ଧତି: ୧୦ ଦିନ ମଧ୍ୟରେ ହେବ ସମାଧାନ

August 12, 2026

ବାଂଲାଦେଶ ଗସ୍ତ ବାତିଲ?: ଭାରତ-ଆଫଗାନିସ୍ତାନ ଟି-୨୦ ସିରିଜ ସୂଚୀ ଘୋଷଣା କଲା ବିସିସିଆଇ

August 12, 2026

“FCRA ବିଲ୍ ପ୍ରତ୍ୟାହାର କରାଯିବା ଉଚିତ”: କେନ୍ଦ୍ର ଉପରେ ଆକ୍ରମଣ କଲେ ଚିଦମ୍ବରମ୍

August 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.