Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସୁଶାନ୍ତ ସିଂ ରାଜପୁତ ମୃତ୍ୟୁ ମାମଲା : ସିବିଆଇ ତଦନ୍ତ ନିର୍ଦ୍ଦେଶ ଦେଲେ ସର୍ବୋଚ୍ଚ କୋର୍ଟ
ଆଜିର ଖବର

ସୁଶାନ୍ତ ସିଂ ରାଜପୁତ ମୃତ୍ୟୁ ମାମଲା : ସିବିଆଇ ତଦନ୍ତ ନିର୍ଦ୍ଦେଶ ଦେଲେ ସର୍ବୋଚ୍ଚ କୋର୍ଟ

August 19, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ :  ବହୁ ଚର୍ଚ୍ଚିତ ବଲିଉଡ ଅଭିନେତା ସୁଶାନ୍ତ ସିଂ ରାଜପୁତ ମୃତ୍ୟୁ ମାମଲାରେ ସିବିଆଇ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ସୁପ୍ରିମକୋର୍ଟ । ଜଷ୍ଟିସ୍ ହୃଷିକେଶ ରାୟଙ୍କ ନେତୃତ୍ୱରେ ଗଠିତ ଖଣ୍ଡପୀଠ ଏହି ନିଷ୍ପତ୍ତି ଶୁଣାଇଥିଲେ । ଏହି ମାମଲାର ତଦନ୍ତ ଭାର ସିବିଆଇକୁ ହସ୍ତାନ୍ତର କରିବା ପାଇଁ  ବିହାର ପୋଲିସ ଏବଂ ମୁମ୍ବାଇ ପୋଲିସକୁ ଖଣ୍ଡପୀଠ ନିର୍ଦ୍ଦେଶ ଦେଇଛନ୍ତି । ଏହା ସହିତ ଏହି ମାମଲାକୁ ନେଇ ଦାୟର କରାଯାଇଥିବା ଅନ୍ୟ ସମସ୍ତ ମାମଲାକୁ ସୁପ୍ରିମକୋର୍ଟକୁ ହସ୍ତାନ୍ତର କରିବା ପାଇଁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ଏହା ସହିତ ମାମଲାରେ ବିହାର ପୋଲିସର ହସ୍ତକ୍ଷେପକୁ ମଧ୍ୟ ସର୍ବୋଚ୍ଚ କୋର୍ଟ ସଠିକ୍ ବୋଲି ଦର୍ଶାଇଛନ୍ତି । ତଦନ୍ତ ପ୍ରକ୍ରିୟାରେ ମୁମ୍ବାଇ ପୋଲିସ୍‌କୁ ସହଯୋଗ କରିବା ପାଇଁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି ।  ଏହି ରାୟ ପ୍ରକାଶ ପରେ ସୁଶାନ୍ତଙ୍କ ଏକ୍ସ ଗର୍ଲଫ୍ରେଣ୍ଡ ଅଙ୍କିତା ଲୋଖାଣ୍ଡେ ଓ ସୁଶାନ୍ତଙ୍କ ଭଉଣୀ  ଏହା ସତ୍ୟର ବିଜୟ ବୋଲି ଟ୍ୱିଟ କରିଛନ୍ତି ।

cbi sushantsinghrajput
Share. Facebook Twitter LinkedIn Email WhatsApp Copy Link

Related Posts

ହର୍ମୁଜରେ ବାଣିଜ୍ୟିକ ଜାହାଜ ଉପରେ ଆକ୍ରମଣ କଲା ଇରାନ: ଭାରତର କଡ଼ା ପ୍ରତିକ୍ରିୟା

July 12, 2026

ଭାରତ-ଇଣ୍ଡୋନେସିଆ ସମ୍ପର୍କ: ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ପ୍ରଶଂସା କଲେ ପାକିସ୍ତାନର ପୂର୍ବତନ ରାଷ୍ଟ୍ରଦୂତ

July 12, 2026

ଅପହରଣ ପରେ ୧ ଲକ୍ଷ ଟଙ୍କାରେ ବିକ୍ରି ହେଲା ନାବାଳିକା: ୫ ଗିରଫ

July 12, 2026

ଅତିରିକ୍ତ ସମୟରେ ଆର୍ଜେଣ୍ଟିନାର ଦମଦାର ବିଜୟ: ସେମିଫାଇନାଲରେ ପହଞ୍ଚିଲା ମେସିଙ୍କ ଦଳ 

July 12, 2026
Latest News

ହର୍ମୁଜରେ ବାଣିଜ୍ୟିକ ଜାହାଜ ଉପରେ ଆକ୍ରମଣ କଲା ଇରାନ: ଭାରତର କଡ଼ା ପ୍ରତିକ୍ରିୟା

July 12, 2026

ଭାରତ-ଇଣ୍ଡୋନେସିଆ ସମ୍ପର୍କ: ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ପ୍ରଶଂସା କଲେ ପାକିସ୍ତାନର ପୂର୍ବତନ ରାଷ୍ଟ୍ରଦୂତ

July 12, 2026

ସାର୍ଟ ବୋତାମରେ ତିନି ରଥ ନିର୍ମାଣ କରି ଚର୍ଚ୍ଚାରେ ପିପିଲିର ଯୁବ ଶିଳ୍ପୀ ଅକ୍ଷୟ ମହାପାତ୍ର

July 12, 2026

କେବେ ହର୍ମୁଜ୍ ପ୍ରଣାଳୀ ଖୋଲିବ ଇରାନ?: ଡୋନାଲ୍ଡ ଟ୍ରମ୍ପଙ୍କ ଆଗରେ ଏହି ସର୍ତ୍ତ ରଖିଲା IRGC 

July 12, 2026

ଅପହରଣ ପରେ ୧ ଲକ୍ଷ ଟଙ୍କାରେ ବିକ୍ରି ହେଲା ନାବାଳିକା: ୫ ଗିରଫ

July 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.