Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ରାଜ୍ୟରୁ 10 ଜଣଙ୍କ ମୃତ୍ୟୁ : କରୋନା ମୃତ୍ୟୁ ସଂଖ୍ୟା 372କୁ ବୃଦ୍ଧି
ଆଜିର ଖବର

ଆଜି ରାଜ୍ୟରୁ 10 ଜଣଙ୍କ ମୃତ୍ୟୁ : କରୋନା ମୃତ୍ୟୁ ସଂଖ୍ୟା 372କୁ ବୃଦ୍ଧି

August 19, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ରାଜ୍ୟରେ ଆଜି କରୋନା ଯୋଗୁଁ ଆଜି 10 ଜଣଙ୍କର ମୃତ୍ୟୁ ହୋଇଛି। ଗଞ୍ଜାମରୁ ସର୍ବାଧିକ 4 ଜଣଙ୍କ ମୃତ୍ୟୁହୋଇଥିବାବେଳେ ଖୋର୍ଦ୍ଧା ଓ ସୁନ୍ଦରଗଡରୁ 2 ଜଣ ଲେଖାଏଁ ମୃତ୍ୟୁବରଣ କରିଛନ୍ତି । ବରଗଡ ଓ ଭଦ୍ରକରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବାର ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ।

ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା 372କୁ ବୃଦ୍ଧି ହୋଇଥିବାବେଳେ ଗଞ୍ଜାମରେ ଏହା 162, ଖୋର୍ଦ୍ଧାରେ 51, ସୁନ୍ଦରଗଡରେ 24, ବରଗଡରେ 5 ଓ ଭଦ୍ରକରେ ମୃତ୍ୟୁ ସଂଖ୍ୟା 6କୁ ବୃଦ୍ଧି ହୋଇଛି ।

କରୋନା ମୃତ୍ୟୁସଂଖ୍ୟା
Share. Facebook Twitter LinkedIn Email WhatsApp Copy Link

Related Posts

ଆମେରିକାର କ୍ଷେପଣାସ୍ତ୍ର ଆକ୍ରମଣ ମଧ୍ୟରେ ଇରାନରେ ଭୂମିକମ୍ପ

March 3, 2026

ଏହି ଦେଶରେ ଶକ୍ତିଶାଳୀ ଭୂମିକମ୍ପ!: ୬.୨ ତୀବ୍ରତାରେ ଥରିଲା ଧରିତ୍ରୀ

March 3, 2026

କାହିଁକି ୨୦୨୬ ଟି୨୦ ବିଶ୍ୱକପ୍ ଜିତିପାରିବ ନାହିଁ ଟିମ୍ ଇଣ୍ଡିଆ?: ଏହି ୩ ଟି କାରଣ ବଢାଇଛି ଚିନ୍ତା

March 3, 2026

ପେଟ୍ରୋଲ୍ ସମସ୍ୟାର ଅନ୍ତ!: 1 ଲକ୍ଷରୁ କମ୍ ମୂଲ୍ୟରେ ଉପଲବ୍ଧ ଏହି ଇଲେକ୍ଟ୍ରିକ୍ ବାଇକ୍, ଜାଣନ୍ତୁ ଏହାର ରେଞ୍ଜ

March 3, 2026
Latest News

ଇରାନରେ ପରମାଣୁ ବିକିରଣ ବ୍ୟାପିଲେ କେତେ ଦେଶ ବିପଦରେ ପଡ଼ିବେ?: ଜାଣନ୍ତୁ ସବିକିଛି

March 3, 2026

ୟୁଏଇରେ ଫସି ରହିଥିବା ଭାରତୀୟଙ୍କ ପାଇଁ ମାର୍ଗଦର୍ଶିକା ଜାରି: ଜାଣନ୍ତୁ ଦୂତାବାସ କ’ଣ କହିଛି?

March 3, 2026

ଆମେରିକାର କ୍ଷେପଣାସ୍ତ୍ର ଆକ୍ରମଣ ମଧ୍ୟରେ ଇରାନରେ ଭୂମିକମ୍ପ

March 3, 2026

ଏହି ଦେଶରେ ଶକ୍ତିଶାଳୀ ଭୂମିକମ୍ପ!: ୬.୨ ତୀବ୍ରତାରେ ଥରିଲା ଧରିତ୍ରୀ

March 3, 2026

କାହିଁକି ୨୦୨୬ ଟି୨୦ ବିଶ୍ୱକପ୍ ଜିତିପାରିବ ନାହିଁ ଟିମ୍ ଇଣ୍ଡିଆ?: ଏହି ୩ ଟି କାରଣ ବଢାଇଛି ଚିନ୍ତା

March 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.